Posted inଜାତୀୟ

ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ବ୍ରିଟିଶ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୨।୪: ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନ ଭାରତ ଗସ୍ତର ଦ୍ୱିତୀୟ ଦିନରେ ଶୁକ୍ରବାର ରାଷ୍ଟ୍ରପତି ଭବନରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ସ୍ବାଗତ କରିଛନ୍ତି। ବୋରିସ ଜନସନଙ୍କୁ ଏଠାରେ ଗାର୍ଡ ଅଫ ଅନର ଦିଆଯାଇଥିଲା। ଏହି ସମୟ ମଧ୍ୟରେ ସେ କହିଥିଲେ ଯେ, ସେ ଏପରି ଭବ୍ୟ ଏବଂ ପାରମ୍ପାରିକ ସ୍ବାଗତ କେବେ ଦେଖି ନାହାଁନ୍ତି। ରାଷ୍ଟ୍ରପତି ଭବନ ଯିବା ପୂର୍ବରୁ ବ୍ରିଟିଶ ପ୍ରଧାନମନ୍ତ୍ରୀ ରାଜଘାଟରେ ପହଞ୍ଚି ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।
ସୂଚନା ଅନୁଯାୟୀ, ଭାରତ ଗସ୍ତର ପ୍ରଥମ ଦିନରେ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ଗୁଜରାଟ ଯାଇଥିଲେ। ଦ୍ୱିତୀୟ ଦିନରେ ସେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବେ। ଦୁଇ ଦେଶ ଭିତରେ ରାଜନୈତିକ, କୁଟନୈତିକ ଏବଂ ଆର୍ଥିକ ବୁଝାମଣା ନେଇ ଦୁଇ ନେତା ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି। ମୁଖ୍ୟତଃ ମୁକ୍ତ ବାଣିଜ୍ୟ, ଶକ୍ତି କ୍ଷେତ୍ର ଏବଂ ପ୍ରତିରକ୍ଷା କ୍ଷେତ୍ରରେ ବ୍ୟବସାୟିକ ସମ୍ପର୍କ ନେଇ ତାଙ୍କ ଗସ୍ତ ଗୁରୁତ୍ୱବହନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri