ଇସ୍ରାଏଲରେ ପହଞ୍ଚିଲେ ଋଷି ସୁନକ

ଲଣ୍ଡନ,୧୯ା୧୦: ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ ଗୁରୁବାର ଇସ୍ରାଏଲରେ ପହଞ୍ଚି ହମାସ୍‌ ସହ ଦେଶର ଯୁଦ୍ଧ ବିଷୟରେ ଆଲୋଚନା କରିଛନ୍ତି।
ପୂର୍ବରୁ ଟୁଇଟର ଭାବେ ଜଣାଶୁଣା ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ‘X’ ରେ ସୁନକ ଲେଖିଛନ୍ତି, ମୁଁ ଇସ୍ରାଏଲରେ ଅଛି, ଦୁଃଖରେ ଏକ ରାଷ୍ଟ୍ର। ମୁଁ ତୁମ ସହିତ ଦୁଃଖିତ ଏବଂ ଆତଙ୍କବାଦର ବିରୋଧରେ ତୁମ ସହିତ ଛିଡ଼ା ହୋଇଛି। ଆଜି ଏବଂ ସବୁବେଳେ।

ସୂଚନାଯୋଗ୍ୟ, ଏହା ପୂର୍ବରୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଇସ୍ରାଏଲ ଗସ୍ତରେ ଯାଇ ଦେଶକୁ ସମସ୍ତ ପ୍ରକାର ସହାୟତା କରିବେ ବୋଲି ପ୍ରତିଶ୍ରୁତି ଦେଇ ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗ ନାବାଳିକାଙ୍କୁ କିଏ କଲେ ଗର୍ଭବତୀ: ଅଞ୍ଚଳର ୭ ସଦସ୍ୟଙ୍କ ଗଲା ନମୁନା, ରିପୋର୍ଟରୁ ଜଣାପଡ଼ିଲା ଏହି ବ୍ୟକ୍ତି କରିଥିଲେ…

କୁଚିଣ୍ଡା,୨୨।୪(ବିରଞ୍ଚତ୍ ଦର୍କା):ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ନାବାଳିକା ବଳାତ୍କାର ଘଟଣାରେ ଅଭିଯୁକ୍ତ ବଡବାପାଙ୍କୁ ପୋଲିସ ଗିରଫ କରି  ସମ୍ବଲପୁର ପୋକ୍‌ସୋ କୋର୍ଟକୁ ଚାଲାଣ…

ଡୋନାଲ୍ଡ ଟ୍ରମ୍ପଙ୍କ ଯୁଦ୍ଧବିରତି ବୃଦ୍ଧି ଘୋଷଣା: ଇରାନ ପାଇଁ ହର୍ମୁଜରେ ଜାରି ରହିବ ଅବରୋଧ, ଜାଣନ୍ତୁ କ’ଣ ରହିଛି ସର୍ତ୍ତ

ଓ୍ବାଶିଂଟନ୍‌, ୨୨।୪: ହର୍ମୁଜ ପ୍ରଣାଳୀ ଉପରେ ଘନିଷ୍ଠ ହେଉଥିବା ସଙ୍କଟ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ଇରାନ ସହିତ ଯୁଦ୍ଧବିରତି…

Business Eminence Awards 2026: ଡିଜିଟାଲ ପ୍ଲାଟ୍‌ଫର୍ମ ରୋଗୀଙ୍କ ଯାତାୟାତ ସମସ୍ୟା ଦୂରକରୁଛି

ଭୁବନେଶ୍ୱରସ୍ଥିତ ଆପୋଲୋ ହସ୍ପିଟାଲର ଚିଫ୍‌ ଅପରେଟିଂ ଅଫିସର ଭାବରେ ଡା. ଆଲୋକ ଶ୍ରୀବାସ୍ତବ ନେତୃତ୍ୱ ନେଉଛନ୍ତି। ଡା. ଶ୍ରୀବାସ୍ତବ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଫ୍ୟାକଲ୍ଟି ଅଫ୍‌ ମ୍ୟାନେଜମେଣ୍ଟ ଷ୍ଟଡିଜ୍‌ରୁ…

ଅଭିବୃଦ୍ଧି ଅଙ୍କ

ଆମେରିକୀୟ ଡଲାର ତୁଳନାରେ ଭାରତୀୟ ମୁଦ୍ରା ୨୧ ଏପ୍ରିଲରେ ୩୨ ପଇସା କମି ୯୩.୪୮ ଟଙ୍କାକୁ ଛୁଇଁଛି। ପଶ୍ଚିମ ଏସିଆ ସଙ୍କଟଜନିତ ଆର୍ଥିକ ଅନିଶ୍ଚିତତା ଲାଗି ରହୁଥିବାରୁ…

ଟ୍ରମ୍ପଙ୍କୁ କେମିତି ଅସ୍ତ୍ରବିରତି ବୃଦ୍ଧି କରିବାକୁ ବାଧ୍ୟ କରିଥିଲେ ଶେହବାଜ-ମୁନିର, ମନା କରିବା ସତ୍ତ୍ୱେ କିପରି ବଦଳିଲା ମନୋଭାବ, ଜାଣନ୍ତୁ…

ଓ୍ବାଶିଂଟନ୍‌, ୨୨।୪: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଅବଧି ଶେଷ ହେବା ପୂର୍ବରୁ ବୃଦ୍ଧି କରିଛନ୍ତି। ସେ ବୁଧବାର ସକାଳେ ଘୋଷଣା…

ନିର୍ବନ୍ଧର ଗୋଟିଏ ଦିନ ପରେ ନିଖୋଜ ହୋଇଯାଇଥିଲେ ସସ୍ମିତା: ପରେ ଘଟିଲା…

ଜଗତ୍‌ସିଂହପୁର, ୨୨ା୪(ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ କାଠିଆପଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗାଁର ପ୍ରମୋଦ ଦାସ ଓ ଲକ୍ଷ୍ମୀପ୍ରିୟା ଦାସଙ୍କ ଝିଅ…

ପଦ୍ମପୁରକୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବ୍ୟାହତ: ଲକ୍ଷାଧିକ ଟଙ୍କାର ପ୍ରକଳ୍ପ ବିଫଳ

ପଦ୍ମପୁର,୨୨ା୪(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ସହରବାସୀଙ୍କୁ ପାନୀୟ ଜଳ ଯୋଗାଣର ସୁଧାର ଆଣିବା ଲକ୍ଷ୍ୟରେ ଅଙ୍ଗନଦୀର ଦର୍ବେ କେଲାଠାରେ ନିର୍ମାଣ ହୋଇଥିବା ବ୍ୟାରେଜ ବିଫଳ ହୋଇଛି। ଏବେ…

ସରକାରୀ ନିର୍ଦ୍ଦେଶକୁ ଉଲ୍ଲଂଘନ କରି ଉନ୍ନୟନ କାମ ଅଭିଯୋଗ

ଲୋଇସିଂହା,୨୨।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମର ପ୍ରାଥମିକ କୃଷି ସମବାୟ ସମିତିର ଗୋଦାମ ଗୃହର ପୁନରୁଦ୍ଧାର ଓ ପାଚେରି କାମ ଗତ କିଛି ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri