ବିଟ୍ରେନ ପ୍ରଧାନମନ୍ତ୍ରୀ ଭାବେ ପ୍ରଥମ ଥର ଭାରତ ଗସ୍ତରେ ଆସିବେ ଋଷି ସୁନକ

ନୂଆଦିଲ୍ଲୀ/ଇଂଲଣ୍ଡ,୩।୯: ଜି -୨୦ ଶିଖର ସମ୍ମିଳନୀ ଭାରତର ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଦୁଇ ଦିନିଆ ଶିଖର ସମ୍ମିଳନୀ ୯ ଓ ୧୦ ସେପ୍ଟେମ୍ବରରେ ଅନୁଷ୍ଠିତ ହେବ। ଏହି ସମ୍ମିଳନୀରେ ବିଶ୍ୱର ୨୦ଟି ଶକ୍ତିଶାଳୀ ଅର୍ଥନୀତି ଦେଶର ମୁଖ୍ୟମାନେ ଅଂଶଗ୍ରହଣ କରିବେ। ଏହି ବୈଠକରେ ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକ ମଧ୍ୟ ଯୋଗଦେବେ। ଜି -୨୦ ବୈଠକ ବ୍ୟତୀତ ସୁନକ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିବେ।

ଏହା ହେଉଛି ସୁନକଙ୍କ ପ୍ରଥମ ଭାରତ ଗସ୍ତ। ବ୍ରିଟେନର ପ୍ରଧାନମନ୍ତ୍ରୀ ହେବା ପରେ ସେ ପ୍ରଥମ ଥର ପାଇଁ ଭାରତ ଆସିବେ। ଏହି ଗସ୍ତ ତାଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ହେବ, କାରଣ ଜି -୨୦ ବ୍ୟତୀତ ପିଏମ ମୋଦି ଓ ସୁନକ ସାକ୍ଷାତ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଏବରେଲିରୁ ପ୍ରିୟଙ୍କା, ଏଇଠୁ ଲଢିବେ ରାହୁଲ, ଆସିଲା କଂଗ୍ରେସର ପ୍ରାର୍ଥୀ ତାଲିକା!

ନୂଆଦିଲ୍ଲୀ,୧।୫: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଆମେଠି ଏବଂ ରାଏବରେଲିରୁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କଂଗ୍ରେସର ଏହି ତାଲିକା ସୋସିଆଲ ମିଡିଆରେ...

ସ୍କୁଲ ଉଡ଼ାଇ ଦେବାକୁ ଆସିଲା ଧମକ: ଚିନ୍ତାରେ ପୋଲିସ

ନୂଆଦିଲ୍ଲୀ୫।୧: ରାଜଧାନୀର ଅନେକ ସ୍କୁଲକୁ ଧମକପୂର୍ଣ୍ଣ ଇମେଲ ଆସିଛି। ଏଥିରେ ସ୍କୁଲକୁ ବୋମା ପକାଇ ଉଡାଇ ଦେବାକୁ ଧମକ ଦିଆଯାଇଛି। ଦିଲ୍ଲୀର ଦ୍ୱାରକାଠାରେ ଅବସ୍ଥିତ ଦିଲ୍ଲୀ...

ଚାଞ୍ଚଲ୍ୟକର ଖୁଲାସା: ୨ ମହିଳାଙ୍କୁ ଦଙ୍ଗାକାରୀଙ୍କ ପାଖରେ ଛାଡ଼ିଥିଲା ମଣିପୁର ପୋଲିସ

ନୂଆଦିଲ୍ଲୀ,୧ା୫(ପି.ଟି.):ଗତବର୍ଷ ଭାଜପା ଶାସିତ ରାଜ୍ୟ ମଣିପୁରରେ ଜାତିଆଣ ହିଂସା ଉଗ୍ର ରୂପ ନେଇଥିବାବେଳେ ମେ’ ୪ରେ ପୋଲିସର ଶରଣ ଚାହିଁଥିଲେ କୁକି-ଜୋମି ସମ୍ପ୍ରଦାୟର ୨ ମହିଳା।...

ଖୁସି ଖବର: କମିଲା ଏଲ୍‌ପିଜି ସିଲିଣ୍ଡରର ଦାମ୍‌

ନୂଆଦିଲ୍ଲୀ,୧।୫: ସାରା ଦେଶରେ ଚାଲିଥିବା ଲୋକ ସଭା ନିର୍ବାଚନ ମଧ୍ୟରେ ସାଧାରଣ ଲୋକଙ୍କୁ ପୁନର୍ବାର ଆରାମ ମିଳିଛି। ସରକାରୀ ତୈଳ ଏବଂ ଗ୍ୟାସ ମାର୍କେଟିଂ କମ୍ପାନୀଗୁଡିକ...

ହାମିଲଟନ ହଲ୍‌କୁ କବ୍‌ଜା କଲେ ବିକ୍ଷୋଭକାରୀ

ନ୍ୟୁୟର୍କ, ୧।୫: ଗତ କିଛିଦିନ ଧରି ପାଲେଷ୍ଟାଇନକୁ ସମର୍ଥନ କରି ଆମେରିକାର ଅନେକ ବିଶ୍ୱବିଦ୍ୟାଳୟରେ ଆନ୍ଦୋଳନ ହେଉଥିବାବେଳେ ମଙ୍ଗଳବାର ଏହା ଉଗ୍ରରୂପ ଧାରଣ କରିଛି। କଲମ୍ବିଆ...

କୋଭିଶିଲ୍ଡ ଟିକାର ବିରଳ ପାର୍ଶ୍ୱ ପ୍ରତିକ୍ରିୟା ଟିଟିଏସ୍‌

ନୂଆଦିଲ୍ଲୀ,୧ା୫: କୋଭିଡ୍‌ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଭାରତ ସମେତ ବିଭିନ୍ନ ଦେଶରେ କୋଟି କୋଟି ଲୋକ ଅଷ୍ଟ୍ରାଜେନିକା କମ୍ପାନୀର କୋଭିଶିଲ୍ଡ ଟିକା ନେଇଥିଲେ। ଏହି...

ସୁଗନ୍ଧ ହରାଉଛି ଭାରତୀୟ ମସଲା

ହାଇଦ୍ରାବାଦ/ନୂଆଦିଲ୍ଲୀ,୧ା୫: ପ୍ରଥମେ ହଂକଂ ଓ ସିଙ୍ଗାପୁର। ଆମେରିକା ପରେ ଏବେ ଅଷ୍ଟ୍ରେଲିଆ। ଏମିତି ଗୋଟିଏ ପରେ ଗୋଟିଏ ଦେଶରେ ସୁଗନ୍ଧ ହରାଇବସିଛି ଭାରତୀୟ ମସଲା। ଏମ୍‌ଡିଏଚ୍‌...

‘ଆୟୁଷ୍ମାନ୍‌ ଭାରତ ଅତି ଦୁର୍ବଳ’

ନୂଆଦିଲ୍ଲୀ,୧ା୫(ପି.ଟି.):କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ୍‌ ଭାରତ ସ୍ବାସ୍ଥ୍ୟ ଯୋଜନାକୁ ଅତି ଦୁର୍ବଳ ଭାବେ ଗଢ଼ାଯାଇଛି। ଏହାକୁ ଉପଯୁକ୍ତ ପାଣ୍ଠି ମଧ୍ୟ ଯୋଗାଇ ଦିଆଯାଉ ନାହିଁ ବୋଲି ମଙ୍ଗଳବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri