ଓମିକ୍ରନ ସଂକ୍ରମଣ: ବ୍ରିଟେନ ପ୍ରଧାନମନ୍ତ୍ରୀ ନେଲେ ବୁଷ୍ଟର ଡୋଜ, ଶେୟାର କଲେ ଭିଡିଓ

ଲଣ୍ଡନ,୩ ।୧୨: ସାରା ବିଶ୍ୱରେ ଏବେ କରୋନା ଭାଇରସର ନୂଆ ଭାରିଏଣ୍ଟକୁ ନେଇ ଚିନ୍ତା ପ୍ରକଟ କରାଯାଇଥିବା ବେଳେ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିଶ ଜନସନ କରୋନା ଭ୍ୟାକ୍ସିନର ବୁଷ୍ଟର ଡୋଜ ନେଇଛନ୍ତି । ଏହି ସୂଚନା ସେ ନିଜେ ତାଙ୍କ ଟୁଇଟର ଆକାଉଣ୍ଟ ମାଧ୍ୟମରେ ଜଣାଇଛନ୍ତି । ଟୁଇଟରରେ ସେ ଏକ ଭିଡିଓ ଶେୟାର କରିଛନ୍ତି ଯେଉଁଥିରେ ସେ ବୁଷ୍ଟର ଡୋଜ ଲଗାଉଥିବା ଦେଖାଯାଇଛି । ଭିଡିଓ ଶେୟାର କରି ସେ ଲେଖିଛନ୍ତି ମୁଁ କରୋନା ଭ୍ୟାକ୍ସିନର ବୁଷ୍ଟର ଡୋଜ ନେଇଯାଇଛି । ଆପଣମାନେ ବି ଶୀଘ୍ର ଭ୍ୟାକ୍ସିନ ନେବା ପରେ ବୁଷ୍ଟର ଡୋଜ ନେଇଯାଆନ୍ତୁ । ବୁଷ୍ଟର ଡୋଜ ଆମକୁ କରୋନାଠାରୁ ଦୂରେଇ ରଖିବାରେ ସାହାଯ୍ୟ କରିବ । ଓମିକ୍ରନ ଭାରିଏଣ୍ଟକୁ ନେଇ ସେ କହିଛନ୍ତି ନୂଆ ଭାରିଏଣ୍ଟ ଆସୁ ବା ନ ଆସୁ ଆମକୁ ବୁଷ୍ଟର ଡୋଜ ନେବା ମହତ୍ୱପୂର୍ଣ୍ଣ । ତେଣୁ ଆପଣମାନଙ୍କୁ ଅନୁରୋଧ ଆପଣମାନେ ଶୀଘ୍ର ବୁଷ୍ଟର ଡୋଜ ନେଇଯାଆନ୍ତୁ ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଲଙ୍କାକୁ ହରାଇ ଫାଇନାଲରେ ଭାରତ, ସ୍ବର୍ଣ୍ଣ ପଦକ ପାଇଁ ପାକିସ୍ତାନ ସହ ଲଢ଼ିବ…

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍ ଇଭେଣ୍ଟରେ ଟିମ୍ ଇଣ୍ଡିଆର ଦମଦାର ବିଜୟ ହୋଇଛି । ଗୁରୁବାର ଦ୍ୱିତୀୟ ସେମିଫାଇନାଲରେ ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ଭାରତ…

ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…

ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…

ବଡ଼ ଅଘଟଣ; ଲିଫ୍ଟରେ ଫସିଲେ ପୂର୍ବତନ ଏମପିଙ୍କ ପରିବାର, ଚେତାଶୂନ୍ୟ ହୋଇଗଲେ…

ନୂଆଦିଲ୍ଲୀ,୧।୧୦ : ରାଜଧାନୀ ଦିଲ୍ଲୀସ୍ଥିତ ଝାଡ଼ଖଣ୍ଡ ଭବନର ଲିଫ୍ଟରେ ବଡ଼ ଅଘଟଣ ଘଟିଛି । ପୂର୍ବତନ ଏମପି ଘୂରନ ରାମଙ୍କ ପରିବାର ଯାଉଥିବା ବେଳେ ଲିଫ୍ଟ ହଠାତ୍…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପୂର୍ବରୁ CJPର ବଡ଼ ବୟାନ, ଆମେ କାହାକୁ….

ନୂଆଦିଲ୍ଲୀ,୧।୧୦ : ଦେଶରେ ପରିବର୍ତ୍ତନ ସେତେବେଳେ ସମ୍ଭବ, ଯେତେବେଳେ ପ୍ରତ୍ୟେକ ନାଗରିକ ନିଜ ଭୂମିକା ନିଭାଇବେ । ଏଭଳି ମତ ରଖିଛନ୍ତି କକ୍ରୋଚ୍ ଜନତା ପାର୍ଟି (CJP)ର…

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

କ୍ୟାପଟେନ ସ୍ମିତ ମଚ୍ଛରଙ୍କ ପରିବାର ସହ କଥା ହେଲେ ମୋଦି, ବଡ଼ ଘୋଷଣା କରି….

ନୂଆଦିଲ୍ଲୀ,୧।୧୦ : ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇ FZ1073 ବିମାନରେ ଘଟିଥିବା ଘଟଣାରେ ଆହତ ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା…

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?