Posted inଜାତୀୟ

ବ୍ରିଟିଶ ସମୟ ପୋଲ ହେଲା ଦୁଇ ଭାଗ: ସମ୍ଭାଳି ପାରିଲାନି ୬୦ ଟନ ଲରିର ଓଜନ…

ବିଶାଖାପଟ୍ଟନମ,୩।୫ : ବୁଧବାର ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀକାକୁଲମ ଜିଲାର ଇଚ୍ଛାପୁରମ ନିକଟ ବାହୁଡା ନଦୀ ଉପରେ ନିର୍ମିତ ଏକ ପୋଲ ଭୁଶୁଡି ପଡିଛି। ପୋଲ ଉପରୁ ୭୦ ଟନ ଓଜନର ଏକ ପଥର ଲରି ବାହାରକୁ ଆସୁଥିଲା, ଯାହାର ଓଜନ ବ୍ରିଜ ସମ୍ଭାଳି ପାରିଲା ନାହିଁ ଏବଂ ପରେ ଭୁଶୁଡି ପଡିଲା। ତେବେ ଆନ୍ଧ୍ରପ୍ରଦେଶରେ ହୋଇଥିବା ଏହି ପୋଲ ଦୁର୍ଘଟଣାରେ ଧନଜୀବନ ହାନୀ କୌଣସି ସୂଚନା ନାହିଁ। ତେବେ ପୋଲ ଭୁଶୁଡ଼ିବା କାରଣରୁ ଟ୍ରାଫିକ ବ୍ୟବସ୍ଥା ନେଇ ସମସ୍ୟା ଉପୁଜିଛି।

ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଏହି ପୋଲ ବ୍ରିଟିଶ ସମୟରେ ନିର୍ମିତ ହୋଇଥିଲା। ଏହା ୧୯୨୯ ମସିହାରେ ନିର୍ମିତ ହୋଇଥିବା କୁହାଯାଇଛି। ଭାଙ୍ଗିଥିବା ଏହି ପୋଲ ପ୍ରାୟ ୯୪ ବର୍ଷ ପୁରୁଣା ଥିଲା। ବ୍ରିଟିଶ ସମୟରେ ଏହି ପୋଲ ଏକ ପ୍ରମୁଖ ମାର୍ଗ ଥିଲା। କାରଣ ଇଚ୍ଛାପୁରମ ସହର ଏହା ଦେଇ ଜାତୀୟ ରାଜପଥ ସହିତ ସଂଯୁକ୍ତ ଥିଲା।

ବୁଧବାର ସକାଳ ୬ ଟାରେ ବାହୁଡା ନଦୀ ଉପରେ ନିର୍ମିତ ଏହି ପୋଲ ଭାଙ୍ଗିଯାଇଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Mettle Meet 2026: ଆଜି ଗ୍ରାଣ୍ଡ୍‌ ଫିନାଲେ, ମୁହାଁମୁହିଁ ହେବେ ୮ ଲେଖାଏ ଟିମ୍‌

ଭୁବନେଶ୍ୱର,୯।୮(ବନ୍ଦନା ସେଠୀ/ସୁଚିସ୍ମିତା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଶନିବାର ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ୍‌ ମିଟ୍‌-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି…

୩୮ ଏମ୍‌ଓୟୁ ସ୍ବାକ୍ଷରିତ: ଓଡ଼ିଶାକୁ ୬୬,୩୯୨ କୋଟି ପୁଞ୍ଜିନିବେଶ ପ୍ରସ୍ତାବ

ଭୁବନେଶ୍ୱର,୯।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଓଡ଼ିଶାର ଦୁଇ ଦିନିଆ ନିବେଶ ଅଭିଯାନ ଶନିବାର ବିପୁଳ ସମ୍ଭାବନା ସହିତ ସମାପ୍ତ ହୋଇଛି।…

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri