ବ୍ରିଟିଶ୍‌ ଲେଖିକା ସାମନ୍ଥା ହାର୍ଭେଙ୍କୁ ‘ବୁକର’

ଲଣ୍ଡନ୍‌,୧୪ା୧୧: ବ୍ରିଟିଶ୍‌ ଲେଖିକା ସାମନ୍ଥା ହାର୍ଭେ ଚଳିତ ବର୍ଷର ସମ୍ମାନଜନକ ବୁକର ପୁରସ୍କାର ପାଇଛନ୍ତି। ସାମନ୍ଥା ତାଙ୍କର ମହତ୍ତ୍ୱାକାଂକ୍ଷୀ ତଥା ସୁନ୍ଦର ଉପନ୍ୟାସ ‘ଅର୍ବିଟାଲ’ ପାଇଁ ୨୦୨୪ ବୁକର ପ୍ରାଇଜ୍‌ ହାତେଇଛନ୍ତି। ପୁରସ୍କାର ରାଶି ବାବଦକୁ ତାଙ୍କୁ ୫୦,୦୦୦ ପାଉଣ୍ଡ ପ୍ରଦାନ କରାଯାଇଛି। ବ୍ରିଟେନ୍‌ରେ ସର୍ବାଧିକ ବିକ୍ରି ଉପନ୍ୟାସଗୁଡ଼ିକ ମଧ୍ୟରୁ ଅନ୍ୟତମ ‘ଅର୍ବିଟାଲ’ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍‌ଏସ୍‌)ରେ ୬ ମହାକାଶଚାରୀ ଅତିବାହିତ କରିଥିବା ଗୋଟିଏ ଦିନର କାହାଣୀକୁ ନେଇ ଗତିଶୀଳ ହୋଇଛି। ଲଣ୍ଡନ୍‌ର ଓଲ୍ଡ ବିଲିଙ୍ଗ୍‌ସଗେଟ୍‌ରେ ଆୟୋଜିତ ଏକ ବର୍ଣ୍ଣାଢ଼୍ୟ ଉତ୍ସବରେ ବିଚାରକମଣ୍ଡଳୀ ୧୩୬ ପୃଷ୍ଠା ସମ୍ବଳିତ ‘ଅର୍ବିଟାଲ୍‌’କୁ ଏକ ସୁନ୍ଦର ଉପନ୍ୟାସ ଭାବେ ଅଭିହିତକରି ଏଥିରେ ମାନବୀୟ ମୂଲ୍ୟବୋଧର ପ୍ରରିପ୍ରକାଶ ହୋଇଥିବା ଦର୍ଶାଇଛନ୍ତି। ଏହି ଅବସରରେ ସାମନ୍ଥା ଖୁସିବ୍ୟକ୍ତ କରିବା ସହ ବୁକର ପୁରସ୍କାର ତାଙ୍କୁ ଲେଖନୀ ଚାଳନାରେ ଆହୁରି ପ୍ରେରଣା ଦେବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

ଭାରତକୁ ନେଇ ଏମିତି କହିଦେଲା ଚାଇନା: ବିଶ୍ୱରେ ଖେଳିଗଲା ଚାଞ୍ଚଲ୍ୟ, ଆମେରିକା….

ନୂଆଦିଲ୍ଲୀ,୨୫।୧୨: ଭାରତ-ଚାଇନା ସମ୍ପର୍କକୁ ନେଇ ଆମେରିକାର ପ୍ରତିରକ୍ଷା ବିଭାଗ (ପେଣ୍ଟାଗନ)ର ଏକ ସାମ୍ପ୍ରତିକ ରିପୋର୍ଟକୁ ଦେଖି ଚାଇନା ରାଗିଯାଇଛି। ରିପୋର୍ଟରେ କୁହାଯାଇଛି, ଚାଇନା ଦ୍ୱିପାକ୍ଷିକ ସମ୍ପର୍କକୁ...

ସାରା ବିଶ୍ୱକୁ ମଦ ପରଷିବ ପାକିସ୍ତାନ! ମୁନିରଙ୍କ ଘର ନିକଟରେ ଫ୍ୟାକ୍ଟ୍ରି, ୫୦ ବର୍ଷ ପରେ ଉଠିଲା ବ୍ୟାନ

ଇସଲାମାବାଦ,୨୫।୧୨: ଇସଲାମିକ ଦେଶ ପାକିସ୍ତାନ ଅନେକ ଦଶନ୍ଧି ପରେ ପୁଣି ଥରେ ବିଶ୍ୱକୁ ମଦ ବିକ୍ରି କରିବାକୁ ଯାଉଛି। ୫୦ ବର୍ଷରୁ ଅଧିକ ସମୟର ନିଷେଧ...

୧୭ ବର୍ଷ ପରେ ଫେରିଲେ ‘ଡାର୍କ ପ୍ରିନ୍ସ’, ଢାକା ରାଜନୀତିରେ ଭୂକମ୍ପ, ଭାରତ ପାଇଁ ଆଶା ନା ସତର୍କ ଘଣ୍ଟି? ଜାଣନ୍ତୁ…

ଢାକା,୨୫।୧୨: ବାଂଲାଦେଶ ରାଜନୀତିରେ ଏକ ବଡ଼ ଘଟଣାକ୍ରମରେ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ବେଗମ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ପ୍ରାୟ ୧୭...

ବାଂଲାଦେଶ ପହଞ୍ଚିଲେ ତାରିକ ରହମାନ, ୟୁନୁସଙ୍କୁ ଲାଗିଲା ବଡ଼ ଝଟକା

ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ...

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ...

‘ନିର୍ବାଚନ ଅଟକାଇବା ପାଇଁ କରାଯାଇଛି ହତ୍ୟା’, ୟୁନୁସ ସରକାରଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଲେ ହାଦିଙ୍କ ଭାଇ

ଢାକା,୨୪।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ହତ୍ୟା ପରେ ବାଂଲାଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ଢାକାରେ ହାଦିଙ୍କ ମୁଣ୍ଡରେ ଗୁଳି ମାଡ଼ ହୋଇଥିଲା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri