ବ୍ରିଟିଶ୍‌ ଲେଖିକା ସାମନ୍ଥା ହାର୍ଭେଙ୍କୁ ‘ବୁକର’

ଲଣ୍ଡନ୍‌,୧୪ା୧୧: ବ୍ରିଟିଶ୍‌ ଲେଖିକା ସାମନ୍ଥା ହାର୍ଭେ ଚଳିତ ବର୍ଷର ସମ୍ମାନଜନକ ବୁକର ପୁରସ୍କାର ପାଇଛନ୍ତି। ସାମନ୍ଥା ତାଙ୍କର ମହତ୍ତ୍ୱାକାଂକ୍ଷୀ ତଥା ସୁନ୍ଦର ଉପନ୍ୟାସ ‘ଅର୍ବିଟାଲ’ ପାଇଁ ୨୦୨୪ ବୁକର ପ୍ରାଇଜ୍‌ ହାତେଇଛନ୍ତି। ପୁରସ୍କାର ରାଶି ବାବଦକୁ ତାଙ୍କୁ ୫୦,୦୦୦ ପାଉଣ୍ଡ ପ୍ରଦାନ କରାଯାଇଛି। ବ୍ରିଟେନ୍‌ରେ ସର୍ବାଧିକ ବିକ୍ରି ଉପନ୍ୟାସଗୁଡ଼ିକ ମଧ୍ୟରୁ ଅନ୍ୟତମ ‘ଅର୍ବିଟାଲ’ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍‌ଏସ୍‌)ରେ ୬ ମହାକାଶଚାରୀ ଅତିବାହିତ କରିଥିବା ଗୋଟିଏ ଦିନର କାହାଣୀକୁ ନେଇ ଗତିଶୀଳ ହୋଇଛି। ଲଣ୍ଡନ୍‌ର ଓଲ୍ଡ ବିଲିଙ୍ଗ୍‌ସଗେଟ୍‌ରେ ଆୟୋଜିତ ଏକ ବର୍ଣ୍ଣାଢ଼୍ୟ ଉତ୍ସବରେ ବିଚାରକମଣ୍ଡଳୀ ୧୩୬ ପୃଷ୍ଠା ସମ୍ବଳିତ ‘ଅର୍ବିଟାଲ୍‌’କୁ ଏକ ସୁନ୍ଦର ଉପନ୍ୟାସ ଭାବେ ଅଭିହିତକରି ଏଥିରେ ମାନବୀୟ ମୂଲ୍ୟବୋଧର ପ୍ରରିପ୍ରକାଶ ହୋଇଥିବା ଦର୍ଶାଇଛନ୍ତି। ଏହି ଅବସରରେ ସାମନ୍ଥା ଖୁସିବ୍ୟକ୍ତ କରିବା ସହ ବୁକର ପୁରସ୍କାର ତାଙ୍କୁ ଲେଖନୀ ଚାଳନାରେ ଆହୁରି ପ୍ରେରଣା ଦେବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍‌ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…

ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା…

ତାଜ୍‌ରେ ଜିନପିଙ୍ଗ, ITC ର୍ମୌଯ୍ୟରେ ପୁଟିନ: ଗୋଟିଏ ରାତିର ଭଡ଼ା ଜାଣିଲେ ତାଜୁବ ହେବେ…

ନୂଆଦିଲ୍‌ଲୀ,୧୧।୯: ଦିଲ୍ଲୀରେ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ହେବାକୁ ଥିବା ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ରାଜଧାନୀର ଅନେକ ଅଞ୍ଚଳ ଛାଉଣୀରେ ପରିଣତ ହୋଇଛି। ହୋଟେଲ…

ବଡ଼ ପ୍ୟାକେଜ୍‌ ନେଇ ଭାରତ ଆସିଛନ୍ତି ପୁଟିନ: ରୁଷିଆର କେଉଁ ପ୍ରସ୍ତାବକୁ ‘ହଁ’ କହିବ ଭାରତ? ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୯: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ। ପୁଟିନଙ୍କ ଭାରତ ଗସ୍ତ ସମୟରେ ରୁଷିଆର ପଞ୍ଚମ ପିଢ଼ିର ଷ୍ଟେଲ୍ଥ ଫାଇଟର ଜେଟ…

ଆମେରିକା ଛାଡ଼ିବାକୁ ‘ମିଷ୍ଟର ସିଂ’ଙ୍କୁ ଧମକ, US ବିଜ୍ଞାପନକୁ ନେଇ ହଙ୍ଗାମା

ୱାଶିଂଟନ,୧୧।୯(ପି.ଟି.): ଆମେରିକାର ‘ଡିପାର୍ଟମେଣ୍ଟ ଅଫ୍‌ ହୋମଲ୍ୟାଣ୍ଡ୍‌ ସିକ୍ୟୁରିଟି’ (ଡିଏଚ୍‌ଏସ୍‌) ପକ୍ଷରୁ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ‘X’ରେ ଜାରି କରାଯାଇଥିବା ଏକ ବିଜ୍ଞାପନକୁ ନେଇ ସାରା ବିଶ୍ୱରେ ତୀବ୍ର…

ଡଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୧୧।୯(ପି.ଟି.): ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (ବ୍ରେଣ୍ଟ କ୍ରୁଡ୍‌) ଦର ବୃଦ୍ଧି ଏବଂ ବୈଦେଶିକ ପୁଞ୍ଜି ପ୍ରତ୍ୟାହାର ଯୋଗୁ ଭାରତୀୟ ମୁଦ୍ରା ‘ଟଙ୍କା’ ମୂଲ୍ୟରେ ବଡ଼ ଧରଣର…

ଭାଙ୍ଗିଲା ସବୁ ରେକର୍ଡ: ସବୁଠୁ ଉତ୍ତପ୍ତ ମାସ ସାଜିଲା ଅଗଷ୍ଟ ୨୦୨୬

ନୂଆଦିଲ୍ଲୀ,୧୧।୯(ପି.ଟି.): ‘ଅଗଷ୍ଟ ୨୦୨୬’ ବିଶ୍ୱ ଇତିହାସରେ ସବୁଠାରୁ ଉତ୍ତପ୍ତ ମାସ ଭାବେ ରେକର୍ଡ କରିଛି। ବିଶ୍ୱର ହାରାହାରି ଭୂପୃଷ୍ଠ ବାୟୁ ତାପମାତ୍ରା ୧୬.୯୬ ଡିଗ୍ରୀ ସେଲ୍‌ସିୟସ ରହିବା…

ଆମେରିକୀୟ ବାୟୁସେନା ଘାଟିରେ କ୍ଷେପଣାସ୍ତ୍ର ମାଡ଼

ତେହେରାନ,୧୦।୯: ଜୋର୍ଡାନସ୍ଥିତ ଏକ ଆମେରିକୀୟ ବାୟୁସେନା ଘାଟି ଉପରେ ଇରାନର ସାମରିକ ଆକ୍ରମଣରେ ଆମେରିକାର ଏକାଧିକ ଯୁଦ୍ଧ ବିମାନ କ୍ଷତିଗ୍ରସ୍ତ ହୋଇଛି। ସିବିଏସ୍‌ ରିପୋର୍ଟ ଅନୁଯାୟୀ ଆକ୍ରମଣରେ…

ଏହି ଦିନ ଇରାନ ସହ ଯୁଦ୍ଧ ବନ୍ଦ କରିବ ଆମେରିକା, ଟ୍ରମ୍ପ କଲେ ବଡ଼ ଦାବି

ଓ୍ବାଶିଂଟନ,୧୦।୯: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ଆରମ୍ଭ ହେବାର ଛଅ ମାସରୁ ଅଧିକ ସମୟ ବିତିଗଲାଣି। ଫେବୃଆରୀ ୨୮ ରେ ଆମେରିକା ଏବଂ ଇସ୍ରାଏଲ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?