ସ୍ବାଧୀନତା ଦିବସରେ ବୁଡ଼ିଲା ବ୍ଲକକୁ ସଂଯୋଗ କରୁଥିବା ପୋଲ: ଏନ୍‌ଏସି କାର୍ଯ୍ୟାଳୟରେ ପଶିଲା ବର୍ଷାଜଳ

ଧାମନଗର,୧୫।୮(ଡି.ଏନ୍‌.ଏ.): ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ତେବେ ବର୍ଷା ଯୋଗୁ ଭଦ୍ରକ ଜିଲା ଧାମନଗର ବ୍ଲକ କାର୍ଯ୍ୟାଳୟକୁ ସଂଯୋଗ କରୁଥିବା ଯଅ ନଦୀ ପୋଲ ଉପରେ ବର୍ଷା ଜଳ ମାଡିଯାଇଛି। ଫଳରେ ପୋଲଟି ସମ୍ପୂର୍ଣ୍ଣ ବୁଡ଼ି ଯାଇଥିବା ବେଳେ ଧାମନଗର ଏନ୍‌ଏସି କାର୍ଯ୍ୟାଳୟ ମଧ୍ୟରେ ପାଣି ପଶି ଯାଇଥିବା ଦେଖିବାକୁ ମିଳିଛି। ଜଳ ନିସ୍କାସନ ବ୍ୟବସ୍ଥା ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ଦେଖା ଦେଇଛି। ନଦୀର ପୋଲ ବହୁ ପରୁଣା ଏବଂ ନିଚ୍ଚା ହୋଇଥିବପାରୁ ନୂତନ ପୋଲ ପାଇଁ ଦାବି ହେଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଙ୍କ ପ୍ୟାଣ୍ଟ ଖୋଲିଲେ ଶିକ୍ଷୟିତ୍ରୀ : ଥାନାରେ ଦୋଷ ସ୍ବୀକାର ପରେ ସମାଧାନ

ବ୍ରହ୍ମପୁର ଅଫୁସ,୧୬ା୨-ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଏକ ଘରୋଇ ସ୍କୁଲରେ ଶନିବାର ଅଭାବନୀୟ ଘଟଣା ଘଟିଛି। ଶ୍ରେଣୀ ଗୃହରେ ଜଣେ ଛାତ୍ରୀଙ୍କ ପ୍ୟାଣ୍ଟ(ଲେଗିଙ୍ଗସ୍‌) ଶିକ୍ଷୟତ୍ରୀ ଖୋଲି...

କୋଭିଡ୍‌ ନିୟମକୁ ବେଖାତିର: ଦୋକାନ ସିଲ୍‌ କଲା ପ୍ରଶାସନ

ରାଇକିଆ,୧୨।୫(ଡି.ଏନ୍‌.ଏ.): କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏହାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ସାରା ରାଜ୍ୟରେ ଲକ୍‌ଡାଉନ୍‌ କରାଯାଇଛି। ବିଭିନ୍ନ କଟକଣା ମଧ୍ୟ ଜାରି କରାଯାଇଛି।...

ଦିଶା ବୈଠକ ଅନୁଷ୍ଠିତ: ଛତୁଆ ପ୍ରସ୍ତୁତି କେନ୍ଦ୍ରରେ ଚଢ଼ାଉ କରିବେ ଅଧିକାରୀ

ନୟାଗଡ଼ ଅଫିସ,୩୦।୧୦-ନୟାଗଡ଼ ଜିଲା ଗ୍ରାମ୍ୟ ଉନ୍ନୟନ ସମ୍ମିଳନୀ କକ୍ଷ ସୃଜନଠାରେ ମଙ୍ଗଳବାର ଦିଶା (ଡିଷ୍ଟ୍ରିକ୍ଟ ଡେଭ୍‌ଲପ୍‌ମେଣ୍ଟ କୋ ଅର୍ଡ଼ିନେଶନ୍‌ ଆଣ୍ଡ ମନିଟରିଂ କମିଟି) ବୈଠକ ଅନୁଷ୍ଠିତ...

ଡକାୟତି ଅଭିଯୁକ୍ତ ୩୭ ବର୍ଷ ପରେ ଗିରଫ

ପାଟକୁରା,୧୪ା୩(ଡି.ଏନ.ଏ.): କମିଶନରେଟ୍‌ ପୋଲିସ ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣବଳାତ୍କାର ଘଟଣାର ୨୨ ବର୍ଷ ପରେ ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳଙ୍କୁ ଗିରଫ କରିଥିଲା। ଏହି ଚର୍ଚ୍ଚା...

ରାସ୍ତା ମଝିରେ କରୋନା ଆକ୍ରାନ୍ତଙ୍କୁ ଛାଡ଼ି ପଳାଇଲା ଆମ୍ବୁଲାନ୍ସ

ପଦ୍ମପୁର, ୨୪ା୮(ଡି.ଏନ୍‌.ଏ.)-କରୋନା ଆକ୍ରାନ୍ତ ଜଣେ ମହିଳାଙ୍କୁ କଟକରୁ ଗାଁକୁ ନେଇ ଆସୁଥିବା ଏକ ଘରୋଇ ଆମ୍ବୁଲାନ୍ସ ରାସ୍ତା ମଝିରେ ଛାଡ଼ି ପଳାଇବା ଘଟଣା ଚର୍ଚ୍ଚାର ବିଷୟ...

ତେଲ କମ୍ପାନୀ ପରିସରରେ ମାଟିି ଅତଡ଼ା ଖସିଲା

ମହାକାଳପଡ଼ା, ୬ା୧ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା ଅଧୀନ ଗଗୁଆ ଗଁା ଦେଇ ଭାରତୀୟ ତୈଳ ନିଗମର ପାରାଦୀପ-ହଳଦିଆ ପାଇପ୍‌...

ନକଲି ସାର୍ଟିଫିକେଟରେ ଷ୍ଟାଇପେଣ୍ଡ ଲୁଟ୍‌ ଘଟଣା: ପ୍ରଶାସନିକ ସ୍ତରରେ ତନାଘନା

ଭଦ୍ରକ ଅଫିସ, ୯।୧୨- ଭଦ୍ରକ ଜିଲାରେ ନକଲି ଜାତିଗତ ପ୍ରମାଣପତ୍ର ଦେଇ ସରକାରୀ ଷ୍ଟାଇପେଣ୍ଡ ଲୁଟୁଛନ୍ତି କେତେକ ଘରୋଇ ଶିକ୍ଷାନୁଷ୍ଠାନ। ଏ ସମ୍ପର୍କରେ ଗତ ନଭେମ୍ବର...

ଘରେ ଘରେ ମାସ୍କ ବଣ୍ଟନ

ବନ୍ତ,୩୦।୪(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ ଚାରିଗାଁ ଯେନାସାହିରେ ସ୍ବେଚ୍ଛାସେବୀ ସଂସ୍ଥା ସିଏଫଡବ୍ଲ୍ୟୁଏସ୍‌ଡି ପକ୍ଷରୁ ଘରେ ଘରେ ମାସ୍କ ବଣ୍ଟନ କରାଯାଇଛି। ସରପଞ୍ଚ ବନମାଳୀ ବେହେରାଙ୍କ ଉପସ୍ଥିତିରେ...

Advertisement


Archives

Model This Week