ହୃଦଘାତ ଦୂର କରିବ ବ୍ରୋକଲି

ତଦିନେ ବ୍ରୋକଲି ଅତି ସହଜରେ ବଜାରରେ ମିଳିଯାଇଥାଏ। କେହି କେହି ଏହାକୁ ଗ୍ରୀନ କୋବି ବୋଲି ମଧ୍ୟ କହି ଥାଆନ୍ତି। ଏହା ଆମ ଶରୀର ପାଇଁ ଅନେକ ଲାଭଦାୟକ।
*ଏଥିରେ ରହିଛି ଭିଟାମିନ୍ସ, ମିନେରାଲ୍ସ ଓ ଆଣ୍ଟି ଅକ୍ସିଡାଣ୍ଟସ୍‌।
*ଏଥିରେ ଫାଇବରର ପରିମାଣ ଅଧିକ ଥିବାରୁ ଏହା ହଜମ କରିବାରେ ଅଧିକ ସହାୟକ ହୋଇଥାଏ।
*ଏଥିରେ ପୋଟାସିୟମ ଓ ଫାଇଟୋନ୍ୟୁଟ୍ରେଟ୍ସ ଥିବାରୁ ଏହା ହାର୍ଟ ବା ହୃଦୟକୁ ସୁସ୍ଥ ରଖିବାରେ ସାହାଯ୍ୟ କରିଥାଏ।
*କୋଲେଷ୍ଟ୍ରଲ ଓ ଉଚ୍ଚ ରକ୍ତଚାପକୁ ନିୟନ୍ତ୍ରଣରେ ରଖିବାରେ ବ୍ରୋକଲି ଅଧିକ ସାହାଯ୍ୟ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri