ନବରାତ୍ରିରେ ମା’ଙ୍କୁ ବି ଛାଡିଲେନି: ଡୋକରି ବୁଡିଙ୍କ ଦାନବାକ୍ସ ଭାଙ୍ଗି ନେଇଗଲେ..

ଜୟପାଟଣା,୨୮।୯(ଓମ ପ୍ରକାଶ ବୈଠାରୁ): ଭଗବାନଙ୍କଙ୍କୁ ବି ଛାଡୁ ନାହାନ୍ତି ଦର୍ବୃତ୍ତ। କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ତାଲଗୁଡ ମା’ ଡୋକରି ବୁଡିଙ୍କ ପୀଠରୁ ଶନିବାର ବିଳମ୍ବିତ ରାତିରେ କେହି ଦୃର୍ବୁତ୍ତ ଦାନବାକ୍ସ ଭାଙ୍ଗି ବାକ୍ସରେ ଥିବା ଟଙ୍କା ଏବଂ ସମସ୍ତ ସାମଗ୍ରୀ ଚୋରି କରି ନେଇ ଯାଇଛନ୍ତି। ଦାନ ବାକ୍ସରେ ଏକ ବର୍ଷର ଟଙ୍କା, ଅନ୍ୟାନ୍ୟ ରହିଥିବା ସୂଚନା ମିଳିଛି।
ଘଟଣାସ୍ଥଳରେ ଜୟପାଟଣା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବର୍ତ୍ତମାନ ଶାରଦୀୟ ଦୁର୍ଗାପୂଜା ଅବସରରେ ତାଳଗୁଡ଼ ମା’ ଡୋକାରୀଙ୍କ ପୀଠରେ ପ୍ରବଳ ଭକ୍ତ ଶ୍ରଦ୍ଧାଳୁଙ୍କ ସମାଗମ ଲାଗି ରହିଛି।ତେବେ ଦାନ ବାକ୍ସ ଚୋରି କୁ ନେଇ ଭକ୍ତ ଶ୍ରଦ୍ଧାଳୁଙ୍କ ମନରେ ଗଭୀର ଆଘାତ ଲାଗିବା ସହ ଚୋରି କରିଥିବା ଦୁବର୍ବୃତ୍ତଙ୍କୁ ଗିରଫ କରି ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ଏକାଠି ହୋଇ ବର୍ଷିଲେ ଶତାଧିକ ମହିଳା

ମହାକାଳପଡ଼ା,୪ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଅଲେଖ ସୁନ୍ଦରୀ ପୀଠରେ ରବିବାର ୨୨ ନମ୍ବର ଜୋନସ୍ତରୀୟ ଭାଜପା ପକ୍ଷରୁ ଜନ ଆକ୍ରୋଶ…

ବଡ଼ ସୂଚନା; କୋଲକାତାରେ ଆଜି ନିର୍ବାଚନ ବିଜୟ ଉତ୍ସବ ମନା, ଜାଣନ୍ତୁ କାରଣ

କୋଲକାତା,୪।୫: ପଶ୍ଚିମବଙ୍ଗ ବିଧାନସଭାର ନିର୍ବାଚନର ଭୋଟ ଗଣତି ସକାଳ ୮ ଟାରୁ ଆରମ୍ଭ ହୋଇଛି । ପ୍ରାରମ୍ଭିକ ଟ୍ରେଣ୍ଡ ଅନୁସାରେ, ଭାଜପା ୧୨୩ଟି ଆସନରେ ଆଗୁଆ ଥିବା…

ନିଦ୍ରାହୀନତା ଆଶଙ୍କା ଦୂରକରେ ଯୋଗ

ଶରୀରକୁ ସୁସ୍ଥ, ସୁନ୍ଦର ଓ ସନ୍ତୁଳିତ ରଖିବା ପାଇଁ ଶାରୀରିକ ବ୍ୟାୟାମ ସହ ଯୋଗର ମଧ୍ୟ ଆବଶ୍ୟକତା ରହିଛି। ଅନେକ ସମୟରେ ଅଧିକାଂଶ ଲୋକ ଚାପରେ ରହିବା…

ମୋହନ ନାୟକ ରାୟଗଡା ଯୁବ କଂଗ୍ରେସ ସଭାପତି

ଟିକିରି, ୪।୫ (ପ୍ରଫୁଲ୍ଲ କୁମାର ବେହେରା) ଆଗାମୀ ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରାଜ୍ୟ କଂଗ୍ରେସ ଓଡ଼ିଶାର ସମସ୍ତ ଜିଲାରେ ଯୁବ କଂଗ୍ରେସ ସଭାପତି ଚୟନ କରିଛ। ରାଜ୍ୟ…

ଥାଲାପତିଙ୍କ ବିଜୟରେ ଖୁସି ହୋଇ ତିରୁପତି ପହଞ୍ଚିଲେ rumored ଗର୍ଲ ଫ୍ରେଣ୍ଡ? ଖୁସି ହେଉଛନ୍ତି ପ୍ରଶଂସକ

ଚେନ୍ନାଇ,୪।୫: ୪ ମଇ, ୨୦୨୬, ଦକ୍ଷିଣ ଭାରତୀୟ ସିନେମା ଏବଂ ତାମିଲନାଡୁ ରାଜନୀତି ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ ଭାବରେ ଉଭା ହୋଇଛି। ପ୍ରକୃତରେ, ଗୋଟିଏ ପଟେ,…

ପୃଥିବୀର ଅଦୃଶ୍ୟ ସୁରକ୍ଷା କବଚ

ଚଳିତ ବର୍ଷ ମହାବିଦ୍ୟାଳୟ ପରୀକ୍ଷା କାର୍ଯ୍ୟ ସମାପନ ପରେ ଦିନ ୧୧ ଟାରେ ଜଣେ ବନ୍ଧୁଙ୍କ ସହିତ ମହାବିଦ୍ୟାଳୟ ଫାଟକ ନିକଟକୁ ବାହାରିଥାଉ ଚା’ ପିଇବାକୁ। ସେଦିନ…

IPLରେ ‘ଗଲଫ୍ରେଣ୍ଡ କଲ୍ଚର’ ଉପରେ ପୂର୍ଣ୍ଣଛେଦ ପକାଇବ BCCI! ଖେଳାଳିଙ୍କ ସାଥୀ ଆଉ…

ନୂଆଦିଲ୍ଲୀ,୪।୫: IPL ୨୦୨୬ ଭିତରେ BCCI ଏକ କଠୋର ନୂତନ ନିୟମ ଲାଗୁ କରିବାକୁ ନିଷ୍ପତ୍ତି ନେଇଛି । ଟୁର୍ଣ୍ଣାମେଣ୍ଟ ସମୟରେ ଅନେକ ଖେଳାଳି ସେମାନଙ୍କ ପ୍ରେମିକାଙ୍କ…

ମଉଳିଗଲା TMCର ବଡ଼ ଆଶା, ସନ୍ଧ୍ୟା ୫ଟାରେ ଭାଜପା ମୁଖ୍ୟାଳୟ ଯିବେ ମୋଦି

ନୂଆଦିଲ୍ଲୀ,୪।୫: ପାଞ୍ଚଟି ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଭାଜପା ଭଲ ପ୍ରଦର୍ଶନ କରୁଛି। ଆସାମରେ ଭାଜପା ସରକାର କ୍ଷମତାକୁ ଫେରିବାକୁ ଯାଉଥିବା ବେଳେ, ବଙ୍ଗଳାରେ ମମତା ବାନାର୍ଜୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri