ଭାଙ୍ଗିଲେ ଗୁଣ୍ଡିଚା ମନ୍ଦିର ରୋଷ ଘର ଚୁଲି

ପୁରୀ ଅଫିସ,୨।୭: ଭାଙ୍ଗିଲେ ପୁରୀ ଗୁଣ୍ଡିଚା ମନ୍ଦିର ରୋଷ ଘର ଚୁଲି। ୨୦ରୁ ଅଧିକ ଚୁଲି କୌଣସି ଦୁର୍ବୃତ୍ତ ଭାଙ୍ଗିଦେଇଥିବା ସୂଚନା ମିଳିଛି। ସୁଆର ମହାସୁଆର ନିଯୋଗ ସଭାପତି ଏହି ସୂଚନା ଦେଇଛନ୍ତି। ଶୁକ୍ରବାର ରାତିରେ ରୋଷ ଘରେ ପଶି କେହି ଚୁଲି ଭାଙ୍ଗିଥିବା ନେଇ ସନ୍ଦେହ କରାଯାଉଛି। ଆଡ଼ପ ଅବଢା ରନ୍ଧା ପାଇଁ ଏହି ଚୁଲି ତିଆରି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷା ନେଇ ଦ୍ୱନ୍ଦ୍ୱ

ପୁରୀ ଅଫିସ, ୧୨।୧: ଶ୍ରୀମନ୍ଦିରରେ ଅସରପା ଓ ମୂଷାଙ୍କ ଉତ୍ପାତ ଯୋଗୁ ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ପ୍ରତି ବିପଦ ସୃଷ୍ଟି ହୋଇଥିବା ଆଶଙ୍କା ଦେଖାଦେଇଛି। ଏନେଇ କେତେଜଣ...

ବ୍ରାଉନ୍‌ସୁଗାର ଜବତ, ୨ ଗିରଫ

ସିମୁଳିଆ, ୬।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲାରୁ ଖୋର୍ଦ୍ଧା ଜିଲାର ଜଟଣୀ ଅଞ୍ଚଳକୁ ଚୋରାଚାଲାଣ ବେଳେ ସିମୁଳିଆ ଥାନା ପୋଲିସ ଲକ୍ଷାଧିକ ଟଙ୍କାର ବ୍ରାଉନ୍‌ସୁଗାର ଜବତ କରି ୨ଜଣ ଯୁବକଙ୍କୁ...

ବିଷାକ୍ତ ମଦ ନେଲା ମହିଳାଙ୍କ ଜୀବନ

ପାଟଣା,୭।୧୨(ସ୍ବ.ପ୍ର.): ବିଷାକ୍ତ ମଦ ପିଇ କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ କୁଠାଘର କୁଦରସାହିର ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ସେ...

CORONAVIRUS UPDATE: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ; ୧୭୪ରେ ପହଞ୍ଚିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୫।୫(ବ୍ୟୁରୋ): ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ରାଉରକେଲାର ୪୯ ବର୍ଷୀୟ ବ୍ୟକ୍ତି ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ...

ମାନବବାଦ କ୍ଷେତ୍ରରେ ଭୀମଭୋଇ ଉଜ୍ଜ୍ୱଳ ଜ୍ୟୋତିଷ୍କ

ସୋନପୁର, ୯।୨(ନି.ପ୍ର.) ସନ୍ଥ କବି ଭୀମଭୋଇ ଧର୍ମ, ସଂସ୍କୃତି, ସାହିତ୍ୟ ଓ ମାନବବାଦ କ୍ଷେତ୍ରରେ ଏକ ମହାନ ଏବଂ ଉଜ୍ଜ୍ୱଳମୟ ଜ୍ୟୋତିଷ୍କ। ତାଙ୍କ ଦର୍ଶନ ଏବଂ...

ପରଲୋକରେ ପଦ୍ମଶ୍ରୀ ଡି. ପ୍ରକାଶ ରାଓ

କଟକ ଅଫିସ,୧୩।୧: ବିଶିଷ୍ଟ ସମାଜସେବୀ ତଥା ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ବୁଧବାର ପରଲୋକ ଘଟିଛି। ସେ କରୋନାରେ ଆକ୍ରାନ୍ତ ହୋଇ ଏସ୍‌ସିବି କୋଭିଡ୍‌ ହସ୍ପିଟାଲ୍‌ରେ...

କରୋନାକୁ ହରାଇଲେ ମାସକର ଶିଶୁ

ନୂଆପଡ଼ା ଅଫିସ,୧୯।୫: କରୋନାର ଦ୍ୱିତୀୟ ଲହରରେ ଦିନକୁ ଦେଶରେ ୪ହଜାରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହେଉଛି। ଏଭଳି ସଙ୍କଟ ଜନକ ସ୍ଥିତିରେ ନୂଆପଡ଼ା ଜିଲାରୁ ଆସିଛି...

ସୁରଟରୁ ଗର୍ଭବତୀ ମହିଳାଙ୍କ ସହ ୫ ପ୍ରବାସୀ ଓଡ଼ିଆ ହାଟଡିହୀ ଫେରିଲେ

ହାଟଡିହୀ,୪।୫(ଡି.ଏନ୍‌.ଏ.): ସୁରଟରୁ ଭଦ୍ରକ ଆସୁଥିବା ବସ୍‌ରେ ଗତ ଶନିବାର କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଗେଡ଼ମା ପଞ୍ଚାୟତର ୫ ପ୍ରବାସୀ ଓଡ଼ିଆ ଫେରିଛନ୍ତି। ରବିବାର ବ୍ଲକ...

Advertisement
Archives

Model This Week