ଗାଁରେ ପଶି ଘର ଭାଙ୍ଗିଲା ଦନ୍ତା

ପାଟଣା,୯ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ଉଦୟପୁର ବିଟ୍‌ ମୟୂରଭଞ୍ଜ ଜିଲାରୁ ଗୋଠଛଡ଼ା ଦନ୍ତା ରବିବାର ରାତିରେ ସାହାରପଡ଼ା ସେକ୍ସନ ଉଦୟପୁର ବିଟ୍‌ରେ ଉପଦ୍ରବ କରି ଘର ଭାଙ୍ଗି ଦେଇଛନ୍ତି। ଗୋଠଛଡା ଦନ୍ତା ବାଇକଳା, ଲୁଙ୍ଗା ଓ ନିଶ୍ଚିନ୍ତପୁର ଗାଁରେ ପଶି ୩ ଜଣଙ୍କ ଘର ଭାଙ୍ଗିଦେଇଛି। ତେବେ ଘର ଭିତରେ ଶୋଇଥିବା ଲୋକେ ଅଳ୍ପକେ ଉଦ୍ଧାର ପାଇଯାଇଛନ୍ତି। ଏବେ ହାତୀଟି ପାଟଣା ରେଞ୍ଜର ମାଧପୁର ଅଞ୍ଚଳ ଘୂରି ବୁଲୁଥିବା ଦେଖିବାକୁ ମିଳିଛି। ଗୋଠଛଡ଼ା ଦନ୍ତା ଗାଁ ନିକଟରେ ବୁଲୁଥିବାରୁ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ୧୬ ନମୁନାରେ ହଇଜା

ଯାଜପୁର,୧୯ା୬,(ହର୍ଷବର୍ଦ୍ଧନ ବେହେରା):  ଯାଜପୁର ଜିଲାରେ ହଇଜା(କଲେରା) ବ୍ୟାପିବାରେ ଲାଗିଛି। ବୁଧବାର ଆଉ ୧୬ ନମୁନାରେ ହଇଜା (ଭିବ୍ରିଓ କଲେରା) ଚିହ୍ନଟ ହୋଇଥିବା କେନ୍ଦ୍ରୀୟ ଦଳ ପକ୍ଷରୁ...

ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ଘରେ ଆଇଟି ରେଡ କଲେ ୨୦ ଟିମ୍‌

ଭୁବନେଶ୍ୱର,୧୯।୬: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ତଥା ବିଜେଡିର ଟାଣୁଆ ନେତା ଥିବା ସ୍ବର୍ଗତ ନବ ଦାସଙ୍କ ଘରେ ଗୁରୁବାର ଆୟକର ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ଏକାଥରକେ...

୪ ରାଜ୍ୟର ୫ ବିଧାନସଭା ଆସନ ଉପନିର୍ବାଚନ ପାଇଁ ମତଦାନ ଆରମ୍ଭ, ୨୩ ଜୁନରେ ଫଳାଫଳ

ନୂଆଦିଲ୍ଲୀ,୧୯।୬: ଦେଶର ଚାରୋଟି ରାଜ୍ୟରେ ବିଧାନସଭା ଉପନିର୍ବାଚନ (Assembly Bypolls 2025) ପାଇଁ ଗୁରୁବାର ଜୁନ ୧୯, ୨୦୨୫ରେ ମତଦାନ ଆରମ୍ଭ ହୋଇଛି। କେରଳର ନିଲାମ୍ବୁର,...

ଝିଅ ଜନ୍ମହେବାରୁ ମାରିଦେଲେ

ଜଳେଶ୍ୱର,୧୯।୬(ନବୀନ ସାହୁ): ଜଳେଶ୍ୱର ପୌରପାଳିକାର ଉପାଧ୍ୟକ୍ଷା ପୁଷ୍ପପ୍ରିୟା କାମିଳାଙ୍କ ପୁଅ ରିତେଶ କାମିଳା ୨୦୨୨ରେ ନିକଟସ୍ଥ ଚକବିଷ୍ଣୁ ଗ୍ରାମର ଜଳଧର ପ୍ରଧାନଙ୍କ କନ୍ୟା ନମିତା(୨୪)ଙ୍କୁ ଭଲ...

ସର୍ବବ୍ୟାପୀ ସରକାର

ଏବେ ଉଭୟ କେନ୍ଦ୍ର ଓ ରାଜ୍ୟମାନଙ୍କର ସରକାର ଯେପରି ଅତିଦୃଶ୍ୟମାନ ହେବା ପ୍ରୟାସରେ ବ୍ୟକ୍ତିର ଅନ୍ତର୍ନିହିତ ବିକାଶରେ ବାଧକ ସାଜୁଛନ୍ତି, ଜଣାପଡୁଛି ଆଉ ଅଳ୍ପ କେତେ...

ସଉଦା ବ୍ୟାଗ୍‌

ଆମ ନିତିଦିନିଆ ଜୀବନରେ ସମସ୍ତେ କିଛିନା କିଛି ସଉଦା ଆଣନ୍ତି । ଏହି ସଉଦା କେତେବେଳେ ପରିବା ହୋଇପାରେ ତ କେତେବେଳେ ତେଜରାତି ଜିନିଷ କିମ୍ବା...

ବୃକ୍ଷର ସାଂସ୍କୃତିକ ମହତ୍ତ୍ୱ

ଭାରତର ପ୍ରତ୍ୟେକ ରାଜ୍ୟର ଏକ ରାଜ୍ୟ ବୃକ୍ଷ ଅଛି। କିନ୍ତୁ ଦୁର୍ଭାଗ୍ୟ ଯେ, ଯେତେବେଳେ କୌଣସି ରାଜ୍ୟର ରାଜଧାନୀର ବିଭିନ୍ନ ରେଳ ଷ୍ଟେଶନ ଓ ବିମାନବନ୍ଦରକୁ...

ସ୍କୁଲ ଶିକ୍ଷା: ଓଡ଼ିଶାର ଉନ୍ନତ ପ୍ରଦର୍ଶନ

ନୂଆଦିଲ୍ଲୀ, ୧୯।୬ (ପି.ଟି.): ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ଜାରି ହୋଇଥିବା ୨୦୨୩-୨୪ ପର୍ଫମିଂ ଗ୍ରେଡ୍‌ ଇଣ୍ଡେକ୍ସ (ପିଜିଆଇ) ଅନୁଯାୟୀ, ଶ୍ରେଷ୍ଠ ପ୍ରଦର୍ଶନକାରୀ ରାଜ୍ୟ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri