ଡଷ୍ଟ୍‌ବିନ୍‌ ଭାଙ୍ଗିଦେଲେ, ଗନ୍ଧରେ ଫାଟି ପଡୁଛି ନାକ

କେନ୍ଦୁଝର,୨୪ା୧୨(ସ୍ବ.ପ୍ର.): କେନ୍ଦୁଝର ପୌରପାଳିକା ଅଞ୍ଚଳରେ ନିର୍ମାଣ ହୋଇଥିବା କଂକ୍ରିଟ ଡଷ୍ଟବିନ ଭାଙ୍ଗି ଦିଆଯାଇଛି। ଗାଡ଼ିରେ ସିଧାସଳଖ ଘରଗୁଡ଼ିକର ମଇଳା ଆବର୍ଜନା ସଂଗ୍ରହ କରାଯିବ। ଏଭଳି ଆଶା ଦେଖାଇ ଭାଙ୍ଗିଦେବା ପରେ ଏବେ ଉକ୍ତ ସ୍ଥାନଗୁଡ଼ିକର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଗାଡ଼ି ଘର ପାଖରେ ପହଞ୍ଚି ପାରି ନ ଥିବାରୁ ମଇଳା ଆବର୍ଜନାକୁ ଲୋକେ ପୂର୍ବ ସ୍ଥାନରେ ପକାଇବା ଫଳରେ ଓ୍ବାର୍ଡ, ସାହି ପୂତିମୟ ପରିବେଶରେ ରହିଥିଲେ ହେଁ ଦୃଷ୍ଟି ପଡୁ ନ ଥିବାରୁ ଅସନ୍ତୋଷ ଦେଖାଦେଇଛି। ପୂର୍ବ ଭଳି କଂକ୍ରିଟ ଡଷ୍ଟ୍‌ବିନ ଥିଲେ ଏଭଳି ସମସ୍ୟା ଦେଖାଦେଇ ନ ଥାନ୍ତା ବୋଲି କହିଛନ୍ତି ସାମାଜିକ କର୍ମୀ ପ୍ରଦୀପ ମହାନ୍ତି। ଏଣୁ ସହରରେ ଏଭଳି ପରିବେଶ ଓ ଅବସ୍ଥା ପାଇଁ କିଏ ଦାୟୀ ବୋଲି ସାହିବାସୀ ପ୍ରଶ୍ନ କରିବା ସହ ପ୍ରତିବାଦ କରିବାକୁ ଏକାଠି ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପାଇଲେ ୫୭ ଶିକ୍ଷକ: ଦୀର୍ଘ ଅପେକ୍ଷାର ଘଟିଲା ଅନ୍ତ

ହାଟଡିହୀ/ଛେନାପଦୀ,୨୪l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ଶିକ୍ଷା ଜିଲାର ୫୭ ଜଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି l…

ଗୁପଚୁପ ଖାଇବା ପରେ ଆସିଲା ନିଦ; ବାକ୍ସ ଉପରେ ଶୋଇପଡ଼ିଲା ହନୁ ମାଙ୍କଡ଼, ଭାଇରାଲ ହେଉଛି Video

ପାଟଣା,୨୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଷ୍ଟେଟବ୍ୟାଙ୍କ ସମ୍ମୁଖରେ ରବିବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ବଜାର ଅଞ୍ଚଳର ବିଭିନ୍ନ ଦୋକାନରୁ ଖାଦ୍ୟ ମାଗି…

ଭୂସ୍ଖଳନ ଯୋଗୁ ବାରବାଙ୍କ ଘାଟିରେ ଖସୁଛି ପଥର, ପୋଲିସ ଦେଲା ସତର୍କ ସୂଚନା

କେନ୍ଦୁଝର,୨୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜାତୀୟ ରାଜପଥ କଡ଼ରେ ଥିବା ପାହାଡରୁ ମାଟି ଓ ପଥର ଅତଡ଼ା ଖସି ରାସ୍ତା…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ହଷ୍ଟେଲରେ ଭୂତ, ଘରକୁ ଫେରିଗଲେ ଛାତ୍ରୀ

ଯୋଡ଼ା,୨୨ା୮(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଭୂୟଁା ରୋଇଡା ପଞ୍ଚାୟତରେ ଥିବା ଭୂୟଁା ରୋଇଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀ ନିବାସରେ ଭୂତ ଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri