ଭାଙ୍ଗିଲା ବହୁବର୍ଷର ପରମ୍ପରା: ଏଥର ହେବନି ବରଗଡ଼ ଧନୁଯାତ୍ରା

ବରଗଡ଼ ଅଫିସ,୧୩।୧୨: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ପାଇଁ ଜିଲାର ଏକ ସ୍ବତନ୍ତ୍ର ପରିଚୟ ରହିଛି। ଆସନ୍ତା ୨୦୨୧ ମସିହା ଜାନୁଆରୀ ୧୮ତାରିଖରୁ ୭୨ତମ ବରଗଡ଼ ଧନୁଯାତ୍ରା ମହୋତ୍ସବ ହେବାକୁ ଥିଲା। ତେବେ ମହାମାରୀ କରୋନା(କୋଭିଡ-୧୯) ସଂକ୍ରମଣ ତଥା ଏଥିପାଇଁ ରହିଥିବା କଟକଣା ଏଥିରେ ବାଧକ ସାଜିଛି। ଏହି କ୍ରମରେ ରବିବାର ସ୍ଥାନୀୟ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଧନୁଯାତ୍ରା କୋର୍‌ କମିଟି ବୈଠକରେ ଆସନ୍ତା ଜାନୁଆରୀ ମାସରେ ହେବାକୁ ଥିବା ୭୨ତମ ଧନୁଯାତ୍ରା ମହୋତ୍ସବକୁ ବାତିଲ କରାଯାଇଛି। ଧନୁଯାତ୍ରା ମହୋତ୍ସବ ସମିତିର ସଭାପତି ତଥା ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି। ବୈଠକରେ ଧନୁଯାତ୍ରା କୋର୍‌ କମିଟିର ଅନା କର୍ମକର୍ତ୍ତାମାନେ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ ନିର୍ଦେଶ ଦେଲେ ଓଡିଶା ହାଇକୋର୍ଟ, ପେଣ୍ଡିଂ ଚାଲାଣ କାଟିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ…

ଦିଲ୍ଲୀ କର୍ତ୍ତବ୍ୟ ପଥ ପରେଡରେ ଭାଗ ନେଇ ଫେରିଲେ ରାଜ୍ୟର ଗୌରବ ରାକେଶ

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏନ୍‌ସିସି ଆର୍ମି ୱିଂଗର କ୍ୟାଡେଟ ରାକେଶ ଭୂୟାଁଙ୍କୁ ମଙ୍ଗଳବାର କଲେଜ ପକ୍ଷରୁ ସମ୍ବର୍ଦ୍ଧନା…

ଅଷ୍ଟମ ବେତନ କମିଶନ: ଏହି କର୍ମଚାରୀଙ୍କୁ ମିଳିପାରେ ୩ ରୁ ୯ ଲକ୍ଷ ଟଙ୍କାର ବକେୟା

ନୂଆଦିଲ୍ଲୀ,୧୦।୨: ଆଗକୁ ଲାଗୁ ହେବାକୁ ଯାଉଛି ଅଷ୍ଟମ ବେତନ କମିଶନ। ଏହା ପିଛିଲା ଭାବେ ଲାଗୁ ହେବାକୁ ଥିବାରୁ କର୍ମଚାରୀମାନଙ୍କୁ ବକେୟା ଦରମା ମଧ୍ୟ ମିଳିବ। ଫଳରେ…

ଭାରତ ବନ୍ଦ ଡାକରା, ଓଡ଼ିଶାରେ ଏହି ୫ଟି ସେବାରେ ପଡିବ ବଡ ପ୍ରଭାବ!

ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ…

ସତ୍ୟବ୍ରତ ହତ୍ୟାକାଣ୍ଡ: ପ୍ରେମିକାଙ୍କୁ ଥାନାକୁ ନେଇ ଖଟାପାଣି ପିଆଇଥିଲା ପୋଲିସ

ଭୁବନେଶ୍ୱର,୧୦।୨: ଭୁବନେଶ୍ବର ଚନ୍ଦ୍ରଶେଖରପୁର ଟ୍ୟାକ୍ସି ଡ୍ରାଇଭର ହତ୍ୟା ଘଟଣା ଦିନକୁ ଦିନ ନୂଆ ମୋଡ ନେଇଛି। ଯାହା ଚାଞ୍ଚଲ୍ୟ ସୃଷ୍ଟ କରିଛି। ଏବେ ଯେଉଁ ଘଟଣା ସାମ୍ନାକୁ…

ଏମ୍‌କେସିଜିରେ ଭର୍ତ୍ତି ହେଲେ ବିକ୍ରମ: ହୋଇପାରେ ଅସ୍ତ୍ରୋପଚାର

ବ୍ରହ୍ମପୁର,୧୦ା୨(ସୁବାସ ଚନ୍ଦ୍ର ପାଢ଼ୀ): ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ମଙ୍ଗଳବାର ଏମ୍‌କେସିଜି ମେଡିକାଲରେ…

ପାଞ୍ଜି, କ୍ୟାଲେଣ୍ଡରରେ ତଥ୍ୟ ନିର୍ଭୁଲ ରହିବ: ଭୁଲ ଛାପିଲେ ହେବ…

ପୁରୀ,୧୦।୨: ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମଙ୍ଗଳବାର ପଞ୍ଜିକା ସମୀକରଣ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଗଣମାଧ୍ୟମକୁ ଏକ୍‌…

ଅଚାନକ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ: କାଫେରେ ତାଲା ଝୁଲୁଥିବା ଦେଖି…

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ଆସିଛନ୍ତି  ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ ପର୍ଯ୍ୟଟନସ୍ଥଳ ବୁଲି ଇଲୋ ରିଟ୍ରିଟ୍‌କୁ ଫେରିବା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri