ଭାଙ୍ଗିଲା ବହୁବର୍ଷର ପରମ୍ପରା: ଏଥର ହେବନି ବରଗଡ଼ ଧନୁଯାତ୍ରା

ବରଗଡ଼ ଅଫିସ,୧୩।୧୨: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ପାଇଁ ଜିଲାର ଏକ ସ୍ବତନ୍ତ୍ର ପରିଚୟ ରହିଛି। ଆସନ୍ତା ୨୦୨୧ ମସିହା ଜାନୁଆରୀ ୧୮ତାରିଖରୁ ୭୨ତମ ବରଗଡ଼ ଧନୁଯାତ୍ରା ମହୋତ୍ସବ ହେବାକୁ ଥିଲା। ତେବେ ମହାମାରୀ କରୋନା(କୋଭିଡ-୧୯) ସଂକ୍ରମଣ ତଥା ଏଥିପାଇଁ ରହିଥିବା କଟକଣା ଏଥିରେ ବାଧକ ସାଜିଛି। ଏହି କ୍ରମରେ ରବିବାର ସ୍ଥାନୀୟ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଧନୁଯାତ୍ରା କୋର୍‌ କମିଟି ବୈଠକରେ ଆସନ୍ତା ଜାନୁଆରୀ ମାସରେ ହେବାକୁ ଥିବା ୭୨ତମ ଧନୁଯାତ୍ରା ମହୋତ୍ସବକୁ ବାତିଲ କରାଯାଇଛି। ଧନୁଯାତ୍ରା ମହୋତ୍ସବ ସମିତିର ସଭାପତି ତଥା ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି। ବୈଠକରେ ଧନୁଯାତ୍ରା କୋର୍‌ କମିଟିର ଅନା କର୍ମକର୍ତ୍ତାମାନେ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆଆଡ୍ଡାରେ ଚଢ଼ାଉ: ପୋଲିସକୁ ଦେଖି ଦୌଡ଼ି ପଳାଉଥିଲେ, ୪ ଜୁଆଡ଼ିଙ୍କୁ ମାଡ଼ି ବସି…

ଦିଗପହଣ୍ଡି,୨୫ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଆଶ୍ୱିନ କୁମାର ପୂର୍ଣ୍ଣମୀ ଅବ୍ୟବହିତ ପୂର୍ବରୁ ୪ ଦିନ ମଧ୍ୟରେ ୩ଟି ଜୁଆଖେଳର ଅତର୍କିତ ଚଢ଼ାଉ କରି…

ସ୍କୁଲ ବସ୍‌ରେ ଲାଗିଲା ନିଆଁ, ଜାଣିଶୁଣି କେହି…

ନବରଙ୍ଗପୁର,୨୫ା୧୦(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଉମରକୋଟସ୍ଥିତ ସ୍ବାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ସ୍କୁଲ ପରିସରରେ ଥିବା ଏକ ଅବ୍ୟବହୃତ ବସ୍‌ରେ ନିଆଁ ଲାଗି ଜଳିଯାଇଛି। ବସ୍‌ଟି ହୁତୁହୁତୁ ହୋଇ…

ସ୍ବାସ୍ଥ୍ୟକେନ୍ଦ୍ର ଉଦ୍‌ଘାଟନ କଲେ ଏମ୍‌ପି-ବିଧାୟକ, ପ୍ରତିଶ୍ରୁତି ଦେଇ କହିଲେ ଖୁବ୍‌ଶୀଘ୍ର ଜିଲାରେ ପ୍ରତିଷ୍ଠା ହେବାକୁ ଯାଉଛି…

ମହାକାଳପଡ଼ା,୨୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ଉପକୂଳବର୍ତ୍ତୀ ନଦୀନାଳ ଘେରା ବତୀଘର ପଞ୍ଚାୟତରେ ଏକ ନୂତନ ସ୍ୱାସ୍ଥ୍ୟକେନ୍ଦ୍ରକୁ ଏମ୍‌ପି ବୈଜୟନ୍ତ ପଣ୍ଡା ଓ ମହାକାଳପଡ଼ା ବିଧାୟକ ଡ.…

ଏହି ୪ ଗୁଣ ଥିଲେ ମଣିଷ ହୋଇଥାଏ ଭାଗ୍ୟଶାଳୀ, ମିଳିଥାଏ ଗୋଟିଏ ପରେ ଗୋଟିଏ ସଫଳତା

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିଶାସ୍ତ୍ରରେ ଏପରି କିଛି ବିଶେଷ ଗୁଣ ସମ୍ବନ୍ଧରେ ବର୍ଣ୍ଣନା କରାଯାଇଛି, ଯାହା ଜଣେ ବ୍ୟକ୍ତିକୁ ଜୀବନରେ ସଫଳତା ଏବଂ ପ୍ରସିଦ୍ଧି ଆଣିଦେଇଥାଏ। ଏହି ଗୁଣଗୁଡ଼ିକ…

ନଦୀପଠା ଜମିରେ ବିଲ୍ଡରଙ୍କ ଆଖି: ଏନ୍‌ଜିଟି ନିର୍ଦ୍ଦେଶ ସମ୍ପର୍କରେ ଅବଗତ ନାହିଁ ରାଜସ୍ୱ ବିଭାଗ

କଟକ ସଦର, ୨୫ା୧୦ (ସୁଶାନ୍ତ କୁମାର ଜେନା): ୨୦୨୨ ମସିହାରେ କଟକ ଜିଲା କିଶନନଗର ତହସିଲ ଅନ୍ତର୍ଗତ ରଟିଲୋ ଗ୍ରାମରେ ମହାନଦୀ ପଠାରେ ଥିବା ଏକ ହନୁମାନ…

କୋଟିଆରେ ଆନ୍ଧ୍ର ପୋଲିସକୁ କୋରାପୁଟ ବିଧାୟକଙ୍କ ବିରୋଧ: ‘ଆବଶ୍ୟକ ପଡ଼ିଲେ ଓଡ଼ିଶାର ଅନୁମତି ନେଇ ଆସ

ପଟ୍ଟାଙ୍ଗି, ୨୫ା୧୦ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅନ୍ତର୍ଗତ କୋଟିଆ ପଞ୍ଚାୟତକୁ ନେଇ ଦିନକୁ ଦିନ ସ୍ଥିତି ଜଟିଳ ହେବାରେ ଲାଗିଛି। ଏପରି…

ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା: ୨୮ରେ ଆନ୍ଧ୍ର ଉପକୂଳ ଛୁଇଁବା ଆଶଙ୍କା

ଭୁବନେଶ୍ୱର, ୨୫।୧୦ : ବଙ୍ଗୋପସାଗରରେ ସୃଷ୍ଟ ଅବପାତ କ୍ରମଶଃ ଘନୀଭୂତ ହେଉଛି। ଏହା ଶକ୍ତିଶାଳୀ ହୋଇ ଗଭୀର ଅବପାତ ଏବଂ ପରେ ଘୂର୍ଣ୍ଣିବାତ୍ୟାର ରୂପ ନେବାର ଆଶଙ୍କା…

ନବୀନଙ୍କୁ ଭେଟି ଆଶୀର୍ବାଦ ନେଲେ ବାୟାବାବା କଲେଜ ଛାତ୍ର ସଂସଦ ପ୍ରତିନିଧି , ସୁଜାତାଙ୍କ ସହ ସାକ୍ଷାତ କରି…

ମହାକାଳପଡ଼ା/କେନ୍ଦ୍ରାପଡ଼ା, ୨୫ା୧୦ (ପ୍ରତାପ ଚନ୍ଦ୍ର ସ୍ବାଇଁ/ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାକପଡ଼ା ବ୍ଲକ ବାୟାବାବା କଲେଜ ଛାତ୍ର ସଂସଦ ନିର୍ବାଚନରେ ନିର୍ବାଚିତ ପ୍ରାର୍ଥୀମାନେ ଶନିବାର ନବୀନ ନିବାସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?