କଟକରେ ଭାଙ୍ଗିଲା ତୋରଣ: ଚାପି ହୋଇଗଲା କାର୍‌, ବାଇକ୍‌

କଟକ,୧୮।୧୦(ଶିଳ୍ପା ପ୍ରିୟଦର୍ଶିନୀ): କଟକ ନେତାଜୀ ବସ୍‌ ଟର୍ମିନାଲ ନିକଟରେ ଏକ ଅଘଟଣ ଘଟିଛି। ଖପୁରିଆ ଖାନନଗର ଶିଳ୍ପାଞ୍ଚଳ ପୂଜା କମିଟି ପକ୍ଷରୁ ନିର୍ମାଣ ହୋଇଥିବା ଲାଇଟ ଗେଟ୍‌ ତୋରଣ ଶୁକ୍ରବାର ଅପରାହ୍ନରେ ହଠାତ୍‌ ଭୁଶୁଡି ପଡିଛି। ତୋରଣ ତଳେ ବହୁ ଯାନବାହନ ଚାପି ହୋଇ ରହିଥିବା ଜଣାପଡିଛି। ଫଳରେ ବହୁ କ୍ଷୟକ୍ଷତି ଘଟିଛି।

କେଉଁ କାରଣ ଯୋଗୁ ଏଭଳି ଅଘଟଣ ଘଟିଛି ତାହା ସ୍ପଷ୍ଟ ହୋଇପାରି ନାହିଁ। ତୋରଣ ତଳେ ଚାପି ହୋଇ ରହିଥିବା ଜାନବାହନଗୁଡିକ ସ୍ଥାନୀୟ ଲୋକ ଉଦ୍ଧାର କରିବାରେ ଲାଗିଛନ୍ତି। ଅନ୍ୟପକ୍ଷେ ତୋରଣ ଭାଙ୍ଗି ପଡିବାରୁ ରାସ୍ତା ଅବରୋଧ ହୋଇ ଯାତାୟତରେ ବାଧା ସୃଷ୍ଟି ହୋଇଛି।

ଏପରିକି ଦୁଇଟି କ୍ରେନ୍‌ ସାହାର୍ଯ୍ୟରେ ଭାଙ୍ଗିଥିବା ତୋରଣକୁ ହଟାଯାଇ ଚାପି ହୋଇ ରହିଥିବା ଗାଡିଗୁଡିକୁ କଢ଼ାଯାଉଛି। ହେଲେ ଏଥିରେ କୌଣସି ବ୍ୟକ୍ତି ଆହତ ହୋଇ ନ ଥିବା ସୂଚନା ରହିଛି। ପୂଜା କମିଟି ସମ୍ପାଦକ ପ୍ରଫୁଲ୍ଲ ସାହୁ କହିଛନ୍ତି, କୌଣସି ଏକ ଭାରି ଯାନ ତୋରଣକୁ ଧକ୍କା ଦେବାରୁ ଏଭଳି ଅଘଟଣ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

ବେଡ୍‌ରୁମ୍‌ରେ କେବେବି କରିବେନି ଏଭଳି ଭୁଲ୍ : ନହେଲେ

ସ୍ତ୍ରୀସ୍ବାମୀଙ୍କ ସମ୍ପର୍କ ସବୁଠୁ ମଧୁର ଓ ସବୁଠୁ ସୁନ୍ଦର। ଏହି ସମ୍ପର୍କକୁ ଦୀର୍ଘସ୍ଥାୟୀ ଓ ନିବିଡ଼ କରାଇବା ଦିଗରେ ସେମାନଙ୍କ ବେଡ୍‌ରୁମ୍‌ର ବି ଯଥେଷ୍ଟ ଭୂମିକା ରହିଥାଏ…

ଭାଲେଣ୍ଟାଇନ୍ସ ଡେ’ରେ ସାଥୀଙ୍କୁ ଦେବାକୁ ଭୁଲନ୍ତୁନି ଏସବୁ , ନହଲେ…

ବାସ୍ତୁଶାସ୍ତ୍ର ଅନୁଯାୟୀ ଭାଲେଣ୍ଟାଇନ୍ସ ଡେ’ରେ ଏମିତି କିଛି ଉପହାର ସାଥୀକୁ ଦିଅନ୍ତୁ; ଯାହା ତାଙ୍କୁ ଖୁସି ଦେବା ସହ ତାଙ୍କ ଜୀବନରେ ସୁଖ, ସମୃଦ୍ଧି ବି ଆଣିଦେଉଥିବ……

ଭାଲେଣ୍ଟାଇନ ସପ୍ତାହ, ୪ ରାଶିର ବ୍ୟକ୍ତିଙ୍କ ଜୀବନରେ ପ୍ରେମ…

ଭାଲେଣ୍ଟାଇନ୍ସ ସପ୍ତାହ ଫେବୃଆରୀ ୭ ତାରିଖରୁ ଆରମ୍ଭ ହୋଇଛି ଏବଂ ଫେବୃଆରୀ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଭାଲେଣ୍ଟାଇନ୍ସ ସପ୍ତାହ ପ୍ରେମୀ, ବିବାହିତ ଦମ୍ପତି ଏବଂ ଅବିବାହିତମାନଙ୍କ…

ଭୀମ ଭୋଇ ସାମର୍ଥ୍ୟ ଶିବିରରେ ଅଧିକାରୀଙ୍କ ଦାଦାଗିରି: ସେବା ଅପେକ୍ଷା ‘ଫଟୋ ସୋ’ ଅଧିକ 

ଥୁଆମୂଳରାମପୁର,୭ା୨(ଦୁର୍ଗା କୀର୍ତ୍ତି): କଳାହାଣଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକ ଗୋପୀନାଥପୁର ପଞ୍ଚାୟତର ଫଟକି ମହୁଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ଅନୁଷ୍ଠିତ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ…

USA ବିପକ୍ଷରେ ବିଜୟ ପରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବଡ଼ ଖୁଲାସା, ୱାଶିଂଟନ୍ ସୁନ୍ଦର…..

ଟିମ୍ ଇଣ୍ଡିଆ ICC ଟି୨୦ ବିଶ୍ୱକପରେ ବିଜୟ ସହିତ ଅଭିଯାନ ଆରମ୍ଭ କରିଛି। ଭାରତୀୟ ଦଳ ତା’ର ପ୍ରଥମ ମ୍ୟାଚରେ ଆମେରିକା ଦଳକୁ ପରାସ୍ତ କରିଥିଲା। ଟିମ୍ ଇଣ୍ଡିଆର…

ଏଇ ଭାରତରେ

ଉତ୍ତରପ୍ରଦେଶର ଧୀରଜ ବର୍ମା ବିନା ମାଟି ଅର୍ଥାତ୍‌ କେବଳ ପାଣି (ହାଇଡ୍ରୋପୋନିକ୍ସ ପଦ୍ଧତି)ରେ ଚାଷକରି ପ୍ରଥମ ପର୍ଯ୍ୟାୟରେ ୫ ଟନ୍‌ ଷ୍ଟ୍ରବେରି ଉତ୍ପାଦନ କରିବାକୁ ସକ୍ଷମ ହୋଇଛନ୍ତି।…

ବିଶ୍ୱାସ ଅଛି, ଭରସା ନାହିଁ

ଆଗକୁ ଅନ୍ଧାରପକ୍ଷ ଆସୁଛି। କୁଞ୍ଜବଦଳିଆ, ଦାଆଗେଣ୍ଡାଳିଆ, ସାରସ, ପାତିହଂସ, ଜଡ଼ାହଂସ ସମସ୍ତଙ୍କ ମଧ୍ୟରେ ଭାଳେଣି, ମାଫିଆଙ୍କ ହାତରୁ ଏଥର ନିସ୍ତାର ନାହିଁ। କାକଟପୁର, ଅସ୍ତରଙ୍ଗ, ଦେବୀନଦୀ ମୁହାଣ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri