Posted inଜାତୀୟ

ବନ୍ଦେ ଭାରତ ଟ୍ରେନରେ ଛୋଟ ପିଲା ଯାତ୍ରା କରିବା ନେଇ ଅସନ୍ତୋଷ ଝାଡିଲେ ରେଳ ଅଧିକାରୀ, ଏକ୍ସରେ ଜାରି କଲେ ଫଟୋ

ଚେନ୍ନାଇ,୨୩।୧୧: ସେମି ହାଇସ୍ପିଡ ବନ୍ଦେ ଭାରତ ଟ୍ରେନ ଯାତ୍ରା ସେବା ସବୁ ଯାତ୍ରୀ ଉପଭୋଗ କରୁଛନ୍ତି। କିନ୍ତୁ ଯାତ୍ରା ଅନ୍ତରାଳରେ ରେଳ ସମ୍ପତ୍ତିକୁ ମଧ୍ୟ ନଷ୍ଟ କରାଯାଉଥିବା ଅଭିଯୋଗ ହୋଇଛି। ନିକଟରେ ସୋସିଆଲ ମିଡିଆରେ କିଛି ଛୋଟ ପିଲାଙ୍କର ଫଟୋ ଜାରି କରାଯାଇଛି। ରେଲଓ୍ବେର ଜଣେ ବଡ ଅଧିକାରୀ ଏହି ଫଟୋ ଭାଇରାଲ କରି ରେଳ ସମ୍ପତ୍ତି ନଷ୍ଟ କରାଯାଉଥିବା ନେଇ କହିଛନ୍ତି।

ଅଧିକାରୀ ଜଣକ ହେଉଛନ୍ତି, ଚେନ୍ନାଇର ଏଡିଆରଏମ ପଦରେ ଥିବା ଆଇଆରଏଏସ ଅଧିକାରୀ ଅନନ୍ତ ରୁପନଗୁଡି। ରେଳଗାଡିରେ ସ୍ନାକ୍ସ ଟ୍ରେ ଭାଙ୍ଗି ଥିବାରୁ ସେ ଛୋଟ ପିଲାଙ୍କୁ ଦାୟୀ କରିଛନ୍ତି। ଫଟୋ ପୋଷ୍ଟ କରିବା ପରେ ବହୁ ୟୁଜର୍ସ ତାଙ୍କୁ ସମର୍ଥନ କରିଛନ୍ତି। ଏପରି ଟ୍ରେନରେ ଦୁଇ ବର୍ଷ କିମ୍ବା ତା’ଠାରୁ ଅଧିକ ବୟସର ପିଲାଙ୍କ ବାଇଁ ଅଲଗା ସିଟ୍‌ ବ୍ୟବସ୍ଥା କରିବାକୁ ୟୁଜର୍ସ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ନିର୍ବାଚନ ମଣ୍ଡଳୀ ଫେରାଇ ଆଣିବାକୁ ଜୋର୍‌ ଧରିଲା ଦାବି, ସହରରେ ଲାଗିଲା ପୋଷ୍ଟର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ନିର୍ବାଚନ ମଣ୍ଡଳୀ ଭାବରେ ପରିଚିତ କେସିଙ୍ଗା ନିର୍ବାଚନ ମଣ୍ଡଳୀ ଜିଲାର ଏକ ମାତ୍ର ମୁଖ୍ୟ ମଣ୍ଡଳୀ ଥିଲା। ଗତ ୨୦୦୮ରୁ…

ଦୁର୍ଘଟଣା ଘଟାଇ ଫେରାର ହୋଇଯିବାବେଳେ ଡ୍ରାଇଭର ହେଲେ ଦୁର୍ଘଟଣାର ଶିକାର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ଖଜୁରପଡ଼ା ଛକ ନିକଟରେ ବୁଧବାର ରାତିରେ ଏକ ଦୁର୍ଘଟଣା ଘଟିଛି। ସୂଚନାନୁଯାୟୀ, ଖଜୁରୀପଡ଼ା ଛକରେ ଅବସ୍ଥିତ ଅରିହନ୍ତ୍‌…

ଶାଳୀ ବାହାଘରକୁ ଆସି ଚାଲିଗଲା ଭିଣୋଇଙ୍କ ଜୀବନ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ କୋଡ଼ଖମଣ ଗ୍ରାମରେ ଏକ ବିବାହ ଉତ୍ସବ ଚାଲିଥିବା ବେଳେ ବୁଧବାର ରାତିରେ ଘଟିଛି ଦୁଃଖଦ ଘଟଣା। ପରମ୍ପରା…

LED ଲାଇଟ୍‌ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଆରମ୍ଭ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଲାଗିଥିବା ଏଲ୍‌ଇଡି ଲାଇଟ୍‌ର ତଦନ୍ତ ଆରମ୍ଭ ହୋଇଛି। ଭୁବନେଶ୍ୱରରୁ ଆସିଥିବା ୨ଟି ଭିଜିଲାନ୍ସ ଟିମ୍‌ ପହଞ୍ଚି ପାଟଣା ବ୍ଲକର…

ବାଲିଘାଟରୁ ଶ୍ରମିକଙ୍କ ମୃତଦେହ ମିଳିବା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କରିବାରେ ପୋଲିସ ବିଫଳ, ବଢୁଛି ଉତ୍ତେଜନା

ଦେବଗଡ଼,୨୫ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ପୋଲିସ ୨୧ ତାରିଖ ରାତିରେ ଶ୍ରମିକ ଈନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ…

ବଡ଼ ଭୂକମ୍ପରେ ଶ୍ମଶାନ ପାଲଟିଲା ଭେନେଜୁଏଲା! ମୃତ୍ୟୁସଂଖ୍ୟା ୧୦ ହଜାର ଟପିବା ଆଶଙ୍କା

ଭେନେଜୁଏଲା,୨୫।୬: ଭେନେଜୁଏଲାରେ ମାତ୍ର ଗୋଟିଏ ମିନିଟ୍‌ ଭିତରେ ଆସିଥିବା ଦୁଇଟି ଶକ୍ତିଶାଳୀ ଭୂକମ୍ପ ଝଟକା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଶତାଧିକ ଅଟ୍ଟାଳିକା ଭୁଶୁଡ଼ି ପଡ଼ିଥିବା ବେଳେ…

ମହାକାଳପଡ଼ାର ଏହି ସ୍ଥାନରେ ହେବ ଜାହାଜ କାରଖାନା, ଆରମ୍ଭ ହେଲା ସର୍ଭେ

ମହାକାଳପଡ଼ା, ୨୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତୀଘର ପଞ୍ଚାୟତ ବଡ଼ଟୁବି, ସାନଟୁବି ଓ ନିପାଣିଆ ଗ୍ରାମରେ ଜାହାଜ କାରଖାନା ପ୍ରତିଷ୍ଠା ପାଇଁ…

‘ଇ୨୦’ ପେଟ୍ରୋଲ ବ୍ୟବହାର କଲେ ବୀମା ବାତିଲ ହେବନାହିଁ: କେନ୍ଦ୍ର

ନୂଆଦିଲ୍ଲୀ, ୨୫ା୬ : ୨୦ ପ୍ରତିଶତ ଇଥାନଲ୍‌ ମିଶ୍ରିତ ପେଟ୍ରୋଲ୍‌ ବା ‘ଇ୨୦’ ଇନ୍ଧନ ବ୍ୟବହାର କଲେ ଗାଡ଼ିର ବୀମା ଅବଧି ବା ବୈଧତା ବାତିଲ ହୋଇଯିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri