ଏହି ୫୪ଟି ଷ୍ଟକ୍ ତାଲିକା କଲେ ପ୍ରସ୍ତୁତ କଲେ ବ୍ରୋକର, ଭାଜପା ଜିତିଲେ ମିଳିବ ଫାଇଦା

ନୂଆଦିଲ୍ଲୀ,୨୯।୫: କେନ୍ଦ୍ରରେ ମୋଦି ସରକାର ପୁଣିଥରେ କ୍ଷମତାକୁ ଫେରିଲେ କେଉଁ କମ୍ପାନୀ ସବୁ ଲାଭାନ୍ବିତ ହେବେ ଏବଂ ସେମାନଙ୍କର ଷ୍ଟକ ମୂଲ୍ୟ ବୃଦ୍ଧି ପାଇବ ତାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହାରି ମଧ୍ୟରେ ବ୍ରୋକରମାନେ ୫୪ ଟି କମ୍ପାନୀର ଷ୍ଟକ୍ ଚିହ୍ନଟ କରିଛନ୍ତି ଯେଉଁଗୁଡିକର ଷ୍ଟକ ମୂଲ୍ୟ ବଢିପାରେ।

ସେମାନଙ୍କ ମଧ୍ୟରୁ ଅଧିକାଂଶ ସରକାରୀ କ୍ଷେତ୍ର (ପିଏସୟୁ) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ବର୍ତ୍ତମାନର ସରକାରଙ୍କ ନୀତିର ପ୍ରତ୍ୟକ୍ଷ ଲାଭକାରୀ ହୋଇପାରନ୍ତି ବୋଲି ଆନ୍ତର୍ଜାତୀୟ ବ୍ରୋକର କହିଛନ୍ତି। ରିପୋର୍ଟରେ ପୂର୍ବାନୁମାନ କରାଯାଇଛି ଯେ ନୂତନ ସରକାରଙ୍କ ଦ୍ୱାରା ବଜେଟ୍ ଉପସ୍ଥାପନ ପୂର୍ବରୁ ଭାରତର ରାଷ୍ଟ୍ରାୟତ୍ତ କମ୍ପାନୀ କିମ୍ବା ପିଏସୟୁ ଗୁଡ଼ିକର ଷ୍ଟକ୍ ଜୁନ୍ କିମ୍ବା ଜୁଲାଇରେ ଏକ ଶୀର୍ଷକୁ ଛୁଇଁପାରେ।

ଗତ ଦୁଇଟି ସାଧାରଣ ନିର୍ବାଚନରେ ​​ସମାନ ଢାଞ୍ଚା ପରିଲକ୍ଷିତ ହୋଇଥିଲା ଯେତେବେଳେ ନିର୍ବାଚନ ଫଳାଫଳ ପରେ ପିଏସୟୁ ଲାଭ ହାସଲ କରିଥିଲା।

ଏହି ଗୁଡ଼ିକ ମୋଦି ଷ୍ଟକ୍ ?

ଷ୍ଟକ୍ ଗୁଡିକରେ L&T, NTPC, NHPC, PFC, ONGC, IGL, ମହାନଗର ଗ୍ୟାସ, HDFC ବ୍ୟାଙ୍କ, ଆଇସିଆଇସିଆଇ ବ୍ୟାଙ୍କ, ଆକ୍ସିସ୍ ବ୍ୟାଙ୍କ ଏବଂ ଇଣ୍ଡୁସ୍ ଇଣ୍ଡିଆ ବ୍ୟାଙ୍କ, ଅଶୋକ ଲେଲ୍ୟାଣ୍ଡ, ଅଲଟ୍ରା ଟେକ୍, ବଜାଜ ଫାଇନାନ୍ସ, ମ୍ୟାକ୍ସ ଫାଇନାନ୍ସ, ଜୋମାଟୋ, ଏବଂ ଡିଏମାର୍ଟ, ଭାରତୀ ଏୟାରଟେଲ୍, ଇଣ୍ଡସ୍ ଟାୱାର୍ ଏବଂ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଭଲ କମ୍ପାନୀ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରସ୍କାର ବିତରଣ ଉତ୍ସବରୁ ବାଦ୍‌ ପଡ଼ିଲେ ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ଟପ୍ପର ଛାତ୍ର

ଦାରିଙ୍ଗବାଡ଼ି,୧୭ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆଠାରେ ବ୍ଲକସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ବ୍ଲକ ଅଞ୍ଚଳରେ ରହିଥିବା ବିଭିନ୍ନ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ,…

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri