Posted inଖେଳ

ଗଦାଧର ସାହୁଙ୍କୁ ବ୍ରୋଞ୍ଜ୍‌ ପଦକ

ଭୁବନେଶ୍ୱର, ୨୮।୩ (କ୍ରୀଡ଼ା ପ୍ରତିନିଧି): ନୂଆଦିଲ୍ଲୀରେ ଚାଲିଥିବା ୨୦ତମ ଜାତୀୟ ସିନିୟର ପାରା ଶକ୍ତି ଉତ୍ତୋଳନ ପ୍ରତିଯୋଗିତାରେ ଓଡ଼ିଶାର ଗଦାଧର ସାହୁ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ୫୯ କେଜି ବର୍ଗରେ ସେ ୧୩୫ କେଜି ଶକ୍ତି ଉତ୍ତୋଳନ କରି ବ୍ରୋଞ୍ଜ ପାଇଛନ୍ତି। ଦିଲ୍ଲୀର ବିନୋଦ ଠାକୁର ୧୬୦ କେଜି ଉଠାଇ ସ୍ବର୍ଣ୍ଣ ଏବଂ କେରଳର ଯୋବି ମାଥ୍ୟୁ ୧୫୦ କେଜି ସହ ରୌପ୍ୟ ପଦକ ହାସଲ କରିଛନ୍ତି। ୨୮ ତାରିଖରେ ଉଦ୍‌ଯାପିତ ହେବାକୁଥିବା ଏହି ପ୍ରତିଯୋଗିତାରେ ଓଡ଼ିଶାର ଅନ୍ୟତମ ପ୍ରତିଯୋଗୀ ଚନ୍ଦନ କୁମାର ବେହେରା ୯୭ କେଜି ବର୍ଗରେ ପ୍ରତିନିଧିତ୍ୱ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri