Posted inଖେଳ

କାଦୁଲୁରି ଅଭିଷିକ୍ତାଙ୍କୁ ବ୍ରୋଞ୍ଜ ପଦକ

ଭୁବନେଶ୍ୱର,୭ା୧(ସ୍ପୋଟର୍‌ସ ବ୍ୟୁରୋ): ଡିସେମ୍ବର ୨୯ରୁ ତାମିଲନାଡୁର ନାଗର କଏଲ୍‌ଠାରେ ଚାଲିଥିବା ଆଇଡବ୍ଲ୍ୟୁଏଫ୍‌ ୟୁଥ୍‌ (ବାଳକ ଓ ବାଳିକା) ଜୁନିୟର ଓ ସିନିୟର (ପୁରୁଷ ଓ ମହିଳା) ଜାତୀୟ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ ୨୦୨୨-୨୩ ଅନୁଷ୍ଠିତ ହେଉଛି। ଏଥିରେ ମହିଳା ୮୭ କେଜି ଜୁନିୟର କାଟେଗୋରିରେ କିଟ୍‌ ବିଶ୍ୱବିଦ୍ୟାଳୟର କାଦୁଲୁରି ଅଭିଷିକ୍ତା ଏକ ବ୍ରୋଞ୍ଜ ଜିତିଛନ୍ତି। ସେ ମୋଟ ୧୬୭ କେଜି (ସ୍ନାଚ୍‌-୭୩ କେଜି ଏବଂ କ୍ଲିନ ଓ ଜର୍କରେ ୯୪କେଜି) ଓଜନ ଉଠାଇ ପଦକ ଜିତିଛନ୍ତି। କାଦୁଲୁରି କିଟ୍‌ ବିଶ୍ୱବିଦ୍ୟାଳୟରେ ସୋସିଓଲୋଜିରେ ବି.ଏ.ର ଦ୍ୱିତୀୟ ବର୍ଷ ଛାତ୍ରୀ। କିଟ୍‌ ୟୁନିଭର୍ସିଟି ଖେଲୋ ଇଣ୍ଡିଆ ଓ୍ବେଟ୍‌ଲିଫ୍ଟିଂ ସେଣ୍ଟରରେ ସେ ଟ୍ରେନିଂ ନେଉଛନ୍ତି। ସେ କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ପ୍ରଫେସର ଅଚ୍ୟୁତ ସାମନ୍ତଙ୍କୁ ତାଙ୍କର ନିରନ୍ତର ମାର୍ଗ ଦର୍ଶନ ଓ ସମର୍ଥନ ପାଇଁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri