Posted inଖେଳ

ମୋହିତଙ୍କୁ ବ୍ରୋଞ୍ଜ

ଭୁବନେଶ୍ୱର,୨୩ା୨ (ସ୍ପୋଟର୍‌ସ ବ୍ୟୁରୋ): ମଧ୍ୟପ୍ରଦେଶର ଇନ୍ଦୋର ଠାରେ ଚାଲିଥିବା ୨୫ ତମ ସର୍ବଭାରତୀୟ ବଧିର ଶୁଟିଂ ପ୍ରତିଯୋଗିତାରେ ଓଡିଶାର ମୋହିତ କୁମାର ପସାନ ୧୦ ମିଟର ଏୟାର ରାଇଫଲ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ଏହି ପ୍ରତିଯୋଗିତାରେ ସର୍ବମୋଟ ୧୪ ଜଣ ଖେଳାଳିଙ୍କ ମଧ୍ୟରୁ ମୋହିତ ଭଲ ପ୍ରଦର୍ଶନ କରି ଶ୍ରେଷ୍ଟ ୮ ଜଣ ଫାଇନାଲିଷ୍ଟଙ୍କ ମଧ୍ୟରେ ସାମିଲ ହୋଇଥିଲେ । ଫାଇନାଲ ରାଉଣ୍ଡରେ ମଧ୍ୟ ଉତ୍ତମ ପ୍ରଦର୍ଶନ କରି ତୃତୀୟ ସ୍ଥାନ ହାସଲ କରିଥିଲେ। ଓଡିଶାର ପ୍ରଥମ ବଧିର ଶୁଟର ଭାବେ ମୋହିତ ଏହି ସଫଳତା ହାସଲ କରିଛନ୍ତି। ଏହି ସଫଳତା ପାଇଁ ଓଡିଶା ରାଇଫଲ ସଂଘର ସଭାପତି ଅନଙ୍ଗ ଉଦୟ ସିଂହ ଦେଓ, ପୃଷ୍ଟପୋଷକ କଳିକେଶ ନାରାୟଣ ସିଂହଦେଓ ଓ ସଂଘର ସମ୍ପାଦକ ଡ. ହରି ପ୍ରସାଦ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ବିଜୟନ୍‌: ସ୍ବାଧୀନତା ପରେ ପ୍ରଥମଥର ପାଇଁ…

ଥିରୁଭାନନ୍ତପୁରମ୍‌,୪।୫: କେରଳମ୍‌ ବିଧାନସଭା ନିର୍ବାଚନର ଫଳାଫଳ ଆସିଛି, ଯଦିଓ ବର୍ତ୍ତମାନ ଅନେକ ନିର୍ବାଚନମଣ୍ଡଳୀରେ ଭୋଟ ଗଣତି ଚାଲିଛି। ଧାରା ଅନୁସାରେ, ବାମପନ୍ଥୀମାନେ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ…

ବହୁ ସଂଖ୍ୟାରେ କର୍ମୀମାନେ ଏକଜୁଟ ହୋଇ ମନାଇଲେ ବିଜୟ ଉତ୍ସବ: ପରସ୍ପରକୁ ମିଠା ଖୁଆଇ…

ହାଟଡିହୀ,୪l୫(ଶୁଭକାନ୍ତ ନାୟକ): ପଶ୍ଚିମବଙ୍ଗରେ ଭାଜପାର ବାଜିମାତକୁ ନେଇ କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀଠାରେ ସୋମବାର ସନ୍ଧ୍ୟାରେ ଭାଜପା ବିଜୟ ଉତ୍ସବ ପାଳନ କରିଛି ।…

ଭାଜପାର ପ୍ରଚଣ୍ଡ ବିଜୟ: ବାଣ ଫୁଟାଇ, ବାଜା ବଜାଇ ନାଚ ଗୀତରେ ମସଗୁଲ ହେଲେ ଭାଜପାକର୍ମୀ

ଅତାବିରା, ୪।୫(ଯୁଧିଷ୍ଠିର ମହାପାତ୍ର): ପଶ୍ଚିମବଙ୍ଗର ଜନସାଧାରଣ ଅନ୍ୟାୟ ବଦଳରେ ନ୍ୟାୟ ଏବଂ ଭୟ ବଦଳରେ ଭରସାକୁ ବାଛିଛନ୍ତି । ଭାଜପାକୁ ବିପୁଳ ସମର୍ଥନ ପାଇଁ ପଶ୍ଚିମବଙ୍ଗର ଏହି…

ଶିବ ମନ୍ଦିର ନିକଟରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦିଆଯାଇଥିବା ସନ୍ଦେହ

ଦିଗପହଣ୍ଡି,୪।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ଗ୍ରାମ ଶ୍ରୀ ନାଗେଶ୍ୱର ଶିବ ମନ୍ଦିର ନିକଟରୁ ସୋମବାର ସନ୍ଧ୍ୟାରେ ପୋଲିସ ଜଣେ ବ୍ୟକ୍ତିଙ୍କ ମୃତଦେହ…

ଋଣ ଟଙ୍କା ପାଇଁ ଖଣ୍ଡଯୁଦ୍ଧ: ଆକ୍ରମଣ ପ୍ରତି ଆକ୍ରମଣରେ ୫ ଆହତ

ଦିଗପହଣ୍ଡି,୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଲ୍ଲୀ ସାମନ୍ତରାପୁର ଗ୍ରାମରେ ୫ ହଜାର ଋଣ ଟଙ୍କା ପରିଶୋଧକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ ଘଟିଛି।ଏହି ଆକ୍ରମଣ…

ବିଭିନ୍ନ ରାଜ୍ୟରେ ଭାଜପାର ବିପୁଳ ବିଜୟ: ବାଣ ଫୁଟାଇ, ମିଠା ବାଣ୍ଟି ପରସ୍ପରକୁ ଶୁଭେଚ୍ଛା ଜଣାଇଲେ ଭାଜପାକର୍ମୀ

ଗଞ୍ଜାମ,୪।୫(ଅନାଥ ତରାଇ): ଦେଶର ବିଭିନ୍ନ ରାଜ୍ୟରେ ଅନୁଷ୍ଠିତ ନିର୍ବାଚନରେ ଭାରତୀୟ ଜନତା ପାର୍ଟିର ଏକତରଫା ଓ ଚିତ୍ତାକର୍ଷକ ବିଜୟକୁ ନେଇ ଆଜି ଗଞ୍ଜାମ ମଣ୍ଡଳ ପକ୍ଷରୁ ଏକ…

ଦିଲ୍ଲୀ ଗ୍ରସ୍ତ ସ୍କିପ୍‌ କଲେ ଧୋନୀ

ଚେନ୍ନାଇ,୪ା୫: ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ର ପୂର୍ୱତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଦଳ ସହିତ ପରବର୍ତ୍ତୀ ମ୍ୟାଚ୍‌ ଲାଗି ଦିଲ୍ଲୀ ଯାତ୍ରା କରି ନାହାନ୍ତି। ସିଏସ୍‌କେ…

ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି: ଏହି ସବୁ ସମସ୍ୟାର ସମାଧାନ ପାଇଁ ଗୁହାରି କଲେ ଲୋକେ

ଦିଗପହଣ୍ଡି,୪।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ଖମାରିଗାଁ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri