Posted inଖେଳ

ଭାଲେଣ୍ଟିନା, ମଧୁପ୍ରିୟା, ବ୍ରତତୀଙ୍କୁ ବ୍ରୋଞ୍ଜ୍‌

ଭୁବନେଶ୍ୱର, ୨୯।୧୧(କ୍ରୀଡ଼ା ପ୍ରତିନିଧି):ଶ୍ରୀଲଙ୍କାର କଲମ୍ବୋରେ ଅନୁଷ୍ଠିତ ଦକ୍ଷିଣ ଏସୀୟ କରାଟେ ଚାମ୍ପିୟନଶିପ୍‌ରେ ଓଡ଼ିଶାର ଭାଲେନା ଭାଲେଣ୍ଟିନା, ମଧୁପ୍ରିୟା ବାଇ ଓ ବ୍ରତତୀ ବିଶ୍ୱପ୍ରଭା ପତି ବ୍ରୋଞ୍ଜ୍‌ ପଦକ ହାସଲ କରିଛନ୍ତି। ଭାଲେଣ୍ଟିନା ସିନିୟର ବ୍ୟକ୍ତିଗତ ମହିଳା କାଟା, ମଧୁପ୍ରିୟା କ୍ୟାଡେଟ୍‌ ବ୍ୟକ୍ତିଗତ ମହିଳା କାଟାର ସେମିଫାଇନାଲରେ ପ୍ରବେଶ କରିଥିଲେ। ମାତ୍ର ସେଠାରେ ଶ୍ରୀଲଙ୍କା ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ହାରିବାରୁ ବ୍ରୋଞ୍ଜ ପଦକରେ ସନ୍ତୁଷ୍ଟ ହୋଇଥିଲେ। ବ୍ରତତୀ କିନ୍ତୁ ସେମିଫାଇନାଲରେ ଶ୍ରୀଲଙ୍କା ପ୍ରତିଦ୍ୱନ୍ଦ୍ୱୀଙ୍କ ସମକକ୍ଷ ପଏଣ୍ଟ ପାଇଥିଲେ। ତେବେ ପ୍ରଥମ ପଏଣ୍ଟ ଭିତ୍ତିରେ ବ୍ରୋଞ୍ଜ ପଦକ ପାଇଥିଲେ। ପଦକ ବିଜେତାଙ୍କୁ ଓଡ଼ିଶା ରାଜ୍ୟ କରାଟେ ସଂଘ ସମ୍ପାଦକ ଗୌରୀ ମହାନ୍ତି ଓ କୋଚ୍‌ ହରିପ୍ରସାଦ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟୋକିଓ ଅଲିମ୍ପିକ୍ସ ଟେଷ୍ଟ ଇଭେଣ୍ଟ ହକିଭାରତୀୟ ମହିଳା ଦଳରେ ଲିଲିମା, ଦୀପଗ୍ରେସ୍‌

ନୂଆଦିଲ୍ଲୀ, ୨୭।୭- ୨୦୨୦ ଟୋକିଓ ଅଲିମ୍ପିକ୍ସ ଟେଷ୍ଟ ଇଭେଣ୍ଟ ହକି ଟୁର୍ନାମେଣ୍ଟ ଅଗଷ୍ଟ ୧୭ରୁ ୨୧ ପର୍ଯ୍ୟନ୍ତ ଜାପାନରେ ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତା ପାଇଁ...

ବାଂଲାଦେଶ- ଶ୍ରୀଲଙ୍କା ଟକ୍କର: ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ଶ୍ରୀଲଙ୍କା

ଦୁବାଇ,୧।୯: ଏସିଆ କପ୍‌ ପାଇଁ ଆଜି ମୁହାଁମୁହିଁ ହୋଇଛନ୍ତି ବାଂଲାଦେଶ- ଶ୍ରୀଲଙ୍କା। ତେବେ ଆଜିର ଏହି ମ୍ୟାଚ୍‌ରେ ଶ୍ରୀଲଙ୍କା ଅଧିନାୟକ ଦସୁନ ଶଣକା ଟସ୍‌ ଜିତି...

ଡବଲ ଝଟ୍‌କା ପରେ ସ୍ଥିତି ସମ୍ଭାଳିଲେ ରାହୁଲ-କୋହଲି

ସେଞ୍ଚୁରିଆନ୍‌,୨୬।୧୨: ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ଶନିବାରଠାରୁ ଆରମ୍ଭ ହୋଇଛି ପ୍ରଥମ ଟେଷ୍ଟ ମ୍ୟାଚ୍‌। ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିବା ଟିମ୍‌ ଇଣ୍ଡିଆକୁ...

ଉଇକେଟ୍‌ ନେବା ପରେ ବୋଲର୍‌ କଲେ ଏମିତି କାମ, ଯାହା ପୂର୍ବରୁ କେବେ ଶୁଣି ନ ଥିବେ

ନୂଆଦିଲ୍ଲୀ,୨୮।୭: ରୋମାନିଆର  କ୍ରିକେଟର ପାଭେଲ ଫ୍ଲୋରିନ ପୁଣିଥରେ ସୋସିଆଲ ମିଡିଆରେ ଚର୍ଚ୍ଚାରେ ଅଛନ୍ତି। ତାଙ୍କର ଅନନ୍ୟ ବୋଲିଂ ଆକ୍ସନ  ପାଇଁ ଫ୍ଲୋରିନ ଉଇକେଟ୍‌ ନେବା ପରେ...

ଫିଞ୍ଚଙ୍କ ମୁଣ୍ଡରେ ବାଜିଲ ବଲ

ମେଲବୋର୍ନ,୩୦।୧୧(ଏଏଫ୍‌ପି)- ଅଷ୍ଟ୍ରେଲିଆର ଦିନିକିଆ ଓ ଟି୨୦ ଦଳର ଅଧିନାୟକ ଆରୋନ ଫିଞ୍ଚ ଶନିବାର ଶେଫିଲ୍ଡ ଶିଲ୍ଡ ଟୁର୍ନାମେଣ୍ଟରେ ଆହତ ହୋଇଛନ୍ତି। ଭିକ୍ଟୋରିଆ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା...

ବିଶ୍ୱକପ୍‌ରେ ପ୍ରଥମ ମ୍ୟାଚ୍‌ ଜିତିବା ପରେ ଟିମ୍‌ ଇଣ୍ଡିଆ

ଲଣ୍ଡନ,୭।୬- ଚଳିତ ବିଶ୍ୱକପ୍‌ରେ ଭାରତୀୟ ଦଳ ତା’ର ପ୍ରଥମ ମ୍ୟାଚରେ ଦକ୍ଷିଣ ଆଫ୍ରକାକୁ ହରାଇ ଅଭିଯାନ ଆରମ୍ଭ କରିଛି। ଆଗକୁ ଆହୁରି ଶକ୍ତିଶାଳୀ ଦଳକୁ ଭେଟିବାକୁ...

ବର୍ଷେ ପୂର୍ବରୁ କଥା ଭିନ୍ନ ଥିଲା; ଏବେ ଟି-୨୦ ବିଶ୍ୱକପ୍‌ରେ ଭାରତ ପାଇଁ ଖେଳିବେ…

ନୂଆଦିଲ୍ଲୀ,୯।୯: ଆଇସିସି ଟି-୨୦ ବିଶ୍ୱକପ୍‌ ୨୦୨୧ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଏଥିଲାଗି ୧୫ ଜଣିଆ ସଦସ୍ୟ ଟିମ୍‌ରେ ବ୍ୟାଟ୍ସମ୍ୟାନ୍‌ ସୂର୍ଯ୍ୟକୁମାର ଯାଦବ ସ୍ଥାନ...

ଟସ୍‌ ଜିତି ବ୍ୟାଟିଂ କରୁଛି ଭାରତ, ଦଳକୁ ଫେରିଛନ୍ତି ଅକ୍ଷର ପଟେଲ

ବେଙ୍ଗାଲୁରୁ,୧୨।୩: ଶ୍ରୀଲଙ୍କା ବିପକ୍ଷରେ ଶନିବାର ଖେଳାଯାଉଥିବା ଦିବାରାତ୍ର ଟେଷ୍ଟରେ ଟସ୍‌ ଜିତିଛି ଭାରତ। ଏହାପରେ ଅଧିନାୟକ ରୋହିତ ଶର୍ମା ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି।...

Advertisement
Archives

Model This Week