Posted inଜାତୀୟ

ଭାଇ ଆଉ ମାମା: ଶିବରାଜ ୨୪ ଘଣ୍ଟାରେ ୨ ଥର ବଦଳାଇଲେ ନିଜ ସୋସିଆଲ ମିଡିଆ ପ୍ରୋଫାଇଲ…

ଭୋପାଳ,୧୪।୧୨ : ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଯାଦବ ବୁଧବାର ଶପଥ ଗ୍ରହଣ କରିଛନ୍ତି। ଏହା ପରେ, ପ୍ରଥମ କ୍ୟାବିନେଟ ବୈଠକରେ ସେ ଅନେକ ବଡ଼ ଏବଂ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଥିଲେ। ସେପଟେ ପୂର୍ବତନ ସିଏମ ଶିବରାଜ ସିଂ ଚୌହ୍ବାନ ହେଡଲାଇନରେ ରହିଛନ୍ତି। ବିଧାନସଭା ପାର୍ଟି ବୈଠକ ପରେ ସେ ଖବରଦାତାଙ୍କୁ ୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କହିଥିଲେ ମୁଁ ମରିଯିବି ପଛେ ପଦବୀ ମାଗିବି ନାହିଁ। ଏହା ପୂର୍ବରୁ ସେ ଲାଡଲି ଭଉଣୀମାନଙ୍କୁ ମଧ୍ୟ ଭେଟିଥିଲେ। ଶିବରାଜ ତାଙ୍କର ପ୍ରିୟ ଭଉଣୀମାନଙ୍କୁ ଭେଟିବା ପରେ ଭାବପ୍ରବଣ ହୋଇଥିଲେ।

ଇତି ମଧ୍ୟରେ ଶିବରାଜ ଗତ ୨୪ ଘଣ୍ଟା ମଧ୍ୟରେ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ରେ ନିଜର ବାୟୋ ପରିବର୍ତ୍ତନ କରିଛନ୍ତି। ସେ ତାଙ୍କ ପ୍ରୋଫାଇଲରେ ଲେଖିଛନ୍ତି ଭାଇ ଆଉ ମାମୁଁ ପୂର୍ବତନ ମୁଖ୍ୟମନ୍ତ୍ରୀ ମଧ୍ୟପ୍ରଦେଶ ଲେଖିଥିଲେ। ବୁଧବାର ଦିନ ସେ ତାଙ୍କ ବାୟୋରେ ‘ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ’ ଲେଖିଥିଲେ। କିନ୍ତୁ ଏହି ପରିବର୍ତ୍ତନର ମାତ୍ର ୨୪ ଘଣ୍ଟା ପରେ ସେ ନିଜ ବାୟୋରେ ଭାଇ ଆଉ ମାମୁଁ ଶବ୍ଦ ଯୋଡିଥିଲେ। ବର୍ତ୍ତମାନ ଏହାକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଛି।

Former CM Shivraj Singh Chouhan Changed Social Media Bio


Enter your email to get our daily news in your inbox.

All Right Reserved By Dharitri.Com

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ଇରାନକୁ ନୂଆ ଧମକ ଦେଲେ ଟ୍ରମ୍ପ, ଇରାନୀ କୋଠରୀ ଭିତରେ ନିବେଦନ କରନ୍ତି କିନ୍ତୁ…

ନୂଆଦିଲ୍ଲୀ,୨୬ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅତ୍ୟନ୍ତ ଆକ୍ରମଣାତ୍ମକ ହୋଇଯାଇଛନ୍ତି। ତାଙ୍କ ପ୍ଲାଟଫର୍ମ, ଟ୍ରୁଥ୍ ସୋସିଆଲରେ, ସେ ଇରାନକୁ ଏକ ନୂତନ ଧମକ ଦେଇଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri