ଗାଧୋଇବା ବେଳେ ନଦୀରେ ବୁଡ଼ିଗଲେ ଭଉଣୀ-ଭାଇ

ନୟାଗଡ଼,୬ା୬(ଲୋକନାଥ ମିଶ୍ର): କୁସୁମୀ ନଦୀରେ ବୁଡ଼ି ଗୁରୁବାର ପୂର୍ବାହ୍ନରେ ଭଉଣୀ ଭାଇଙ୍କ ମୃତ୍ୟୁ ହୋଇଛି। ଏଭଳି ଅଘଟଣ ନୟାଗଡ଼ ଜିଲା ଇଟାମାଟି ଥାନା ବାଉଁଶିଆପଡ଼ା ଗାଁରେ ଘଟିଛି। ବାଉଁଶିଆପଡ଼ା ଗାଁର ଦୁତିକୃଷ୍ଣ ସେଠୀଙ୍କ ଝିଅ ପୁଅ ଅନ୍ୟ ଜଣେ ନାବାଳକ ନିକଟସ୍ଥ କୁସୁମୀ ନଦୀକୁ ଗାଧେଇବାକୁ ଯାଇଥିଲେ। ଗାଧେଇବା ବେଳେ ନଦୀରେ ଗର୍ଭରେ ଭଉଣୀ-ଭାଇ ବୁଡି ଯାଇଥିଲେ। ସାଙ୍ଗରେ ଥିବା ନାବାଳକ ଭଉଣୀ -ଭାଇ ବୁଡିଯିବା ଦେଖି ସେ ପାଟିକରି ଡାକିଥିଲେ। ତାଙ୍କ ଡାକ ଶୁଣି ସଙ୍ଗେ ସଙ୍ଗେ ଗ୍ରାମବାସୀ ଉଭୟ ଭଉଣୀ-ଭାଇଙ୍କୁ ଉଦ୍ଧାର କରି ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ।ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଇଟାମାଟି ଥାନା ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦ ଡ୍ୟାମ୍‌ର ପୁଣି ୨ ଗେଟ୍‌ ଖୋଲିଲା, ୧୧୦ ଫୁଟ ଟପିଲା ଜଳପତ୍ତନ

ସମ୍ବଲପୁର,୧୮ା୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଛି। କ୍ରମଶଃ ଜଳଭଣ୍ଡାର ମଧ୍ୟକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ପାଉଥିବାରୁ ଶୁକ୍ରବାର ଅପରାହ୍ନରେ...

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି! D ଏରିଆରେ ପ୍ରବେଶ କଲେ ୩ ସନ୍ଦିଗ୍ଧ

ମୋତିହାରୀ,୧୮।୭: ମୋତିହାରୀର ଗାନ୍ଧୀ ମଇଦାନରେ ଶୁକ୍ରବାର ଆୟୋଜିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାଲି ସମୟରେ କଡ଼ା ସୁରକ୍ଷା ମଧ୍ୟରେ, ସନ୍ଦେହଜନକ ପରିସ୍ଥିତିରେ ତିନି ଜଣ ବ୍ୟକ୍ତି...

ଇନ୍‌କମ୍‌ ଟ୍ୟାକ୍ସ ଦେବା ଏବେ ଆହୁରି ହେଲା ସହଜ, ଅନ୍‌ଲାଇନ୍‌ରେ ଏମିତି ପୂରଣ କରିପାରିବେ ITR-2 ଫର୍ମ

ନୂଆଦିଲ୍ଲୀ,୧୮ା୭: ଆୟକର ବିଭାଗ ୧୮ ଜୁଲାଇ ୨୦୨୫ରୁ ଅନ୍‌ଲାଇନ୍‌ରେ ITR-୨ ଫର୍ମ ଦାଖଲ କରିବାର ସୁବିଧା ଆରମ୍ଭ କରିଛି। ଏବେ ଯେଉଁ ବେତନଭୋଗୀ କରଦାତାମାନଙ୍କର ପୁଞ୍ଜି...

ସୌମ୍ୟାଶୀଙ୍କ ମୃତ୍ୟୁ ଘଟଣା: ପୁଣି ବଡ଼ ଘୋଷଣା କରିଦେଲେ ଭକ୍ତ, ହେବ…

ଭୁବନେଶ୍ୱର,୧୮।୭: ଆସନ୍ତା ୨୧ ତାରିଖରେ ବିଜେଡି ଆରଡିସି ସ୍ତରୀୟ ବିକ୍ଷୋଭ ପାଇଁ ଘୋଷଣା କରିଥିବା ବେଳେ କଂଗ୍ରେସ ମଧ୍ୟ ଏକ ବଡ଼ ନିଷ୍ପତ୍ତି ନେଇଛି। ଏଫ୍‌ଏମ୍‌...

ଶ୍ରାବଣ ମାସରେ KFC ବନ୍ଦ, ହିନ୍ଦୁ ସଂଗଠନର କଡା ଚେତାବନୀ

ଗାଜିଆବାଦ,୧୮।୭: ଉତ୍ତରପ୍ରଦେଶର ଗାଜିଆବାଦର ବସୁନ୍ଧରା ଅଞ୍ଚଳରେ ଶୁକ୍ରବାର ହିନ୍ଦୁ ରକ୍ଷା ଦଳର ସଦସ୍ୟମାନେ ଶ୍ରାବଣ ମାସ ଓ କାଉଡିଆ ଯାତ୍ରା ଚାଲିଥିବା ବେଳେ ଦୁଇଟି ଲୋକପ୍ରିୟ...

କ୍ଲାସ୍‌ ଚାଲିଥିବାବେଳେ ଇଞ୍ଜିନିୟରିଂ କଲେଜରେ ଲାଗିଲା ନିଆଁ: ୬୦ରୁ ଅଧିକ ଛାତ୍ରୀଛାତ୍ର…

ଭୁବନେଶ୍ୱର,୧୮ା୭: ରାଜଧାନୀର ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ଶୁକ୍ରବାର ପୂର୍ବାହ୍ନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ତେବେ ଅଗ୍ନିକାଣ୍ଡ ପରେ ୬୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ସୁରକ୍ଷିତ ଭାବେ...

FM କଲେଜ ଛାତ୍ର ମୃତ୍ୟୁ ଘଟଣା: ପୁଣି ଆନ୍ଦୋଳନ କରିବ ବିଜେଡି

ଭୁବନେଶ୍ୱର,୧୮।୭: ଆସନ୍ତା ୨୧ ତାରିଖରେ ବିଜେଡିର ଆରଡିସି ସ୍ତରୀୟ ବିକ୍ଷୋଭ। କଟକ, ସମ୍ବଲପୁର, ବ୍ରହ୍ମପୁର ଆରଡିସି ଜୋନରେ ବିକ୍ଷୋପ କରିବ ବୋଲି ବିଜେଡି ନିଷ୍ପତ୍ତି ନେଇଛି।...

ଗୋଟିଏ ଯୁବତୀଙ୍କୁ ବିବାହ କଲେ ୨ ଭାଇ: ଏହି ଜିଲାର ପରମ୍ପରା ବିଷୟରେ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମହାଭାରତ ଯୁଗରେ ଦ୍ରୌପଦୀ ପାଞ୍ଚ ଭାଇଙ୍କୁ ବିବାହ କରିଥିଲେ ଏବଂ ସେ ପାଞ୍ଚ ଭାଇଙ୍କ ସହିତ ସମୟ ବିତାଉଥିଲେ। କିନ୍ତୁ ଆଜିର ସମୟରେ, ଯଦି କେହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri