ପ୍ରତି ରାତିରେ ଭିଣୋଇ ସାଜୁଥିଲେ ସଇତାନ: ଶାଳୀଙ୍କୁ ନିଶା ଦେଇ କରୁଥିଲେ ବଳାତ୍କାର ପରେ…

ଭୁବନେଶ୍ୱର,୨୮।୧୦: ପ୍ରତି ରାତିରେ ଭିଣୋଇ ସାଜୁଥିଲା ନର ରାକ୍ଷାସ। ରାତିରେ ଜାଗ୍ରତ ହେଉଥିଲା ତାଙ୍କର ସଇତାନ ପ୍ରକୃତି। ଶାଳୀଙ୍କ ବିସ୍ବାସରେ ଦେଇ ଚାଲିଥିଲା ବିଷ ପରେ ବିଷ। ଶେଷରେ ଗର୍ଭବତୀ ହେଲେ ନାବାଳିକା ଶାଳୀ। ୩ ମାସର ପିଲାକୁ ପେଟରେ ଧରି ଫେରିଲେ ଗାଁକୁ । ଏଭଳି ଅଭିଯୋଗ ଆସିଛି ମାଲକାନଗିରି ଜିଲା ଏମଭି ୭୯ ଥାନା ଅଞ୍ଚଳରୁ । ନିଶା ଦେଇ ନାବାଳିକା ଶାଳୀକୁ ବାରମ୍ବାର ବଳାତ୍କାର କରିଥିବା ନେଇ ଅଭିଯୋଗ ହୋଇଛି। ଏ ନେଇ ପୀଡିତାଙ୍କ ମା’ ଥାନାରେ ଅଭିଯୋଗ କରିଥିଲେ। ପରେ ଅଭିଯୁକ୍ତ ଅମିତ ବିଶ୍ୱାସଙ୍କୁ ଏମ୍‌ଭି ୭୯ ଥାନା ପୋଲିସ ଗିରଫ କରିଛି ।

ସୂଚନାଯୋଗ୍ୟ, ନାବାଳିକା ଶାଳୀଙ୍କୁ ଆନ୍ଧ୍ରକୁ କାମ କରାଇବାକୁ ନେଇ ଅମିତ ଆନ୍ଧ୍ରପ୍ରଦେଶ ଯାଇଥିଲେ। ଆନ୍ଧ୍ରରେ ଶାଳୀକୁ ରାତିରେ ନିଶା ଦେଇ ବାରମ୍ବାର ବଳାତ୍କାର କରିଥିଲେ । ନାବାଳିକା ଜଣକ ଗର୍ଭବତୀ ହୋଇଥିବା ଜାଣିବା ପରେ ପୀଡିତାଙ୍କ ମା’ ତଥା ଅମିତଙ୍କ ଶାଶୂ ଏମଭି ୭୯ ଥାନାରେ ଅଭିଯୋଗ କରିଥିଲେ । ପୋଲିସ ଅମିତଙ୍କୁ ଗିରଫ କରି ତଦନ୍ତ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri