Posted inଜାତୀୟ

ବଡ଼ ଭାଉଜଙ୍କୁ ଧରି ଦିଅର ଫେରାର: ଭଉଣୀ ନେଲେ ଏମିତି ପଦକ୍ଷେପ

ପାଟନା,୨୭।୬: ବିହାରର ବାଙ୍କା ଜିଲାର ଅମରପୁର ଥାନା ଅଞ୍ଚଳର ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଜଣେ ଯୁବକ ତାଙ୍କ ନିଜ ଭାଉଜଙ୍କୁ ନେଇ ଫେରାର ହୋଇଯାଇଛନ୍ତି। ଏନେଇ ଭଉଣୀ ପୋଲିସରେ ଅଭିଯୋଗ କରିଛନ୍ତି। ସେ କହିଛନ୍ତି, ମୋର ବଡ଼ ଭାଇ ଗୁଜରାଟରେ ଶ୍ରମିକ ଭାବରେ କାମ କରନ୍ତି। କିଛି ଦିନ ପୂର୍ବେ ସେ ତାଙ୍କ ସାନ ଭାଇକୁ ଫୋନ ମାଧ୍ୟମରେ ଭାଉଜଙ୍କୁ ତାଙ୍କ ବାପଘରୁ ନେଇଆସିବାକୁ କହିଥିଲେ। ସେ ଆଣିବାକୁ ଯାଇ ସେଠାରୁ ଫେରାର ହୋଇଯାଛନ୍ତି।

ଅଭିଯୋଗ ହୋଇଛି, ସାନ ଭାଇ ତାଙ୍କ ଭାଉଜକୁ ଆଣିବା ପାଇଁ ତାଙ୍କ ବଡ଼ ଭାଇର ଶ୍ୱଶୁର ଘରେ ପହଞ୍ଚିଥିଲେ। ସେ ସେଠାରେ ଗୋଟିଏ ଦିନ ରହିଲେ ଏବଂ ତା’ପରଦିନ ଉଭୟ ସେଠାରୁ ଫେରାର ହୋଇଯାଇଥିଲେ। ପରିବାର ଲୋକ ବହୁତ ଖୋଜାଖୋଜି କଲେ ମଧ୍ୟ କୌଣସି ସୁରାକ ମିଳିଲା ନାହିଁ। ଏହା ପରେ, ଭଉଣୀ ଅମରପୁର ଥାନାରେ ଏ ସମ୍ପର୍କରେ ଏକ ଲିଖିତ ଅଭିଯୋଗ କରିଥିଲେ। ମୋ ଭାଇକୁ ପ୍ରଲୋଭନ ଦେଖାଇ ଫସାଇ ଦେଇଥିବା ସେ ଅଭିଯୋଗ କରିଛନ୍ତି।

ପୋଲିସ ଷ୍ଟେଶନ ଇନଚାର୍ଜ ପଙ୍କଜ କୁମାର ଝା କହିଛନ୍ତି, ଆବେଦନ ଗ୍ରହଣ କରାଯାଇଛି। ମାମଲାର ତଦନ୍ତ କରାଯାଉଛି। ଖୁବ ଶୀଘ୍ର ଉଭୟଙ୍କ ସ୍ଥାନ ଖୋଜାଯିବ ଏବଂ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହି ଘଟଣା ସମ୍ପର୍କରେ ଗାଁରେ ବିଭିନ୍ନ ଆଲୋଚନା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

ଇତିହାସ ରଚିଲା ‘ଭେରୋନିକା’: ବିଶ୍ୱର ପ୍ରଥମ ଗାଈ ଭାବେ କଲା ଏପରି କାରନାମା

ପଶୁ ଜଗତର ବୁଦ୍ଧିମତାକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଅଷ୍ଟ୍ରିଆର ‘ଭେରୋନିକା’ ନାମକ ଏକ ଗାଈ ନିଜର ଚତୁରତା ପାଇଁ ଏବେ ସାରା...

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri