ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ ତାଙ୍କୁ ପ୍ରତାରଣା କରିବା ଅଭିଯୋଗରେ ଅଭିଯୁକ୍ତ ଦିଅରଙ୍କୁ ଶୁକ୍ରବାର ଗିରଫ କରିଛି। ଅଭିଯୁକ୍ତ ଜଣଙ୍କ ହେଲେ ସାହାରପଡ଼ା ବ୍ଲକ୍‌ ଖଜିରାପାଟ ପଞ୍ଚାୟତ ଜୁମେଇ ଗ୍ରାମର ଅଜୟ ନାଏକ (୨୨)। ଅଭିଯୋଗ ଅନୁଯାୟୀ, ତୁରୁମୁଙ୍ଗା ଥାନା ଅଞ୍ଚଳର ଜଣେ ୩୩ ବର୍ଷୀୟ ବିଧବା ମହିଳାଙ୍କୁ ଅଜୟ ବିବାହର ପ୍ରତିଶ୍ରୁତି ଦେଇ ବାରମ୍ବାର ଶାରୀରିକ ସମ୍ପର୍କ ରଖିଥିଲେ। ମହିଳା ଜଣଙ୍କ ଗର୍ଭବତୀ ହେବା ପରେ ଅଜୟ ବିବାହ କରିବାକୁ ମନା କରିଥିଲେ। ଏ ନେଇ ମହିଳା ଗୁରୁବାର ତୁରୁମୁଙ୍ଗା ଥାନାର ଦ୍ୱାରସ୍ଥ ହୋଇଥିଲେ। ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ଶୁକ୍ରବାର ଉଭୟଙ୍କର କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ପରୀକ୍ଷା କରିବା ପରେ ମୁଦାଲାଙ୍କୁ କୋର୍ଟଚାଲାଣ କରିଛି। ବେଲ୍‌ ଖାରଜ ହେବା ପରେ ଅଭିଯୁକ୍ତଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଏନେଇ ତୁରୁମୁଙ୍ଗା ଥାନାରେ ଏକ ମାମଲା(ନଂ.୯୫/୨୬)ରୁଜୁ ହୋଇଥିବା ଏସ୍‌ଆଇ ସୁରେଶ ସାହୁ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri