ଦିଅରଙ୍କ ହାତରେ ଭାଉଜଙ୍କ ଜୀବନ ଗଲା

କଟକ ଅଫିସ,୨।୪: କଟକ ସହର ଶିଖରପୁର ଉପର ସାହିରେ ଜମିବାଡିକୁ କେନ୍ଦ୍ରକରି ଶୁକ୍ରବାର ସକାଳେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ଦିଅରଙ୍କ ଆକ୍ରମଣରେ ବିଧବା ଭାଉଜଙ୍କର ମୃତ୍ୟୁ ଘଟିଛି। ମୃତ ଭାଉଜ ହେଲେ କାମାକ୍ଷୀ ସ୍ବାଇଁ (୪୫)। କାମାକ୍ଷୀଙ୍କ ଶରୀରର ବିଭିନ୍ନ ସ୍ଥାନରେ ଆଘାତ ଲାଗିଥିବା ଜଣାପଡ଼ିଛି। ଖବର ପାଇ ଚାଉଳିଆଗଞ୍ଜ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି। ପୂର୍ବରୁ ମଧ୍ୟ ଏପରି ଗଣ୍ଡଗୋଳ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଜେଲରୁ ଫେରିଥିବା ନିଖୋଜ ବିର୍ଜୁ ତାଳଚେରରୁ ଉଦ୍ଧାର

ସୁନ୍ଦରଗଡ଼, ୫।୧(ଡି.ଏନ୍‌.ଏ.): ପାକିସ୍ତାନ ଲାହୋର ଜେଲରେ ୨୦ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ବନ୍ଦୀ ଜୀବନ କାଟି ଗାଁକୁ ଫେରିଥିବା ବିର୍ଜୁ କୁଲୁ (୫୫) ଗତ...

ଲକ୍‌ଡାଉନ ବେଳେ ବଢୁଛି ମଦ କାରବାର

କେନ୍ଦୁଝର,୧୬ା୪(ସ୍ବ.ପ୍ର.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଲକ୍‌ଡାଉନ ଘୋଷଣା କରାଯାଇ ଅତ୍ୟାବଶ୍ୟକ ସାମଗ୍ରୀ ବ୍ୟତୀତ ଅନ୍ୟ ଦୋକାନ ବଜାର ବନ୍ଦ ରହିଛି। ସେହିପରି ମଦ ଦୋକାନ...

ବିଜୟା ଦଶମୀରେ ନୀଳମାଧବ ଜୀଉଙ୍କୁ ଶଙ୍ଖ, ଚକ୍ର ସମର୍ପଣ

ଖଣ୍ଡପଡା,୧୦।୧୦(ସ୍ବ.ପ୍ର.): ମହିଷାସୁରର ନିଧନ ପାଇଁ ମା’ଦୁର୍ଗାଙ୍କୁ ପ୍ରଦାନ କରାଯାଇଥିବା ଶଙ୍ଖ, ଚକ୍ର ଆୟୁଧ ମଙ୍ଗଳବାର ବିଜୟା ଦଶମୀ ତିଥିରେ କଣ୍ଟିଲୋ ନୀଳମାଧବ ଜୀଉଙ୍କୁ ସମର୍ପଣ କରାଯାଇଛି...

ଦଶପଲ୍ଲାରୁ ପୁରୀ ପଠାଗଲା ୫୧ ଖଣ୍ଡ ରଥକାଠ

ନୟାଗଡ ଅଫିସ/ଦଶପଲ୍ଲା(ଡି.ଏନ.ଏ.),୧୮ା୨: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ନିମନ୍ତେ ୨ୟ ପର୍ଯ୍ୟାୟରେ ୫୧ଖଣ୍ଡ ରଥକାଠ ସୋମବାର ଦଶପଲ୍ଲା ବନାଞ୍ଚଳରୁ ଦୁଇଟି ଟ୍ରକରେ ପୁରୀ ପଠାଯାଇଛି। ଚଢ଼େୟାପଲ୍ଲୀ ସଂରକ୍ଷିତ...

ପରିସ୍ରା ଯିବା ବାହାନା ଦେଖାଇ କଏଦୀ ଫେରାର

ନବରଙ୍ଗପୁର/ପାପଡାହାଣ୍ଡି, ୧୨।୧୧(ବି.ପ୍ର/ଡି.ଏନ.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ଥାନା ହାଜତରୁ ଜଣେ ବିଚାରଧୀନ କଏଦୀ ମଙ୍ଗଳବାର ରାତିରେ ଫେରାର ହୋଇଯାଇଛନ୍ତି। ତାଙ୍କ ନାମ ଅରୁଣ ହରିଜନ। ତାଙ୍କ...

ଆଜିଠୁ ଟ୍ରାଫିକ୍‌ ନିୟମ କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ : ଜଗିବ ସିସି କ୍ୟାମେରା

ଛତ୍ରପୁର,୧ା୧୨(ଡି.ଏନ.ଏ)-ଗଞ୍ଜାମ ଜିଲାରେ ରବିବାରରୁ ଟ୍ରାଫିକ୍‌ ନିୟମ କଡାକଡି ପାଳନ କରାଯିବ। ନିୟମ ଉଲ୍ଲଂଘନକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପରିବହନ କମିଶନରଙ୍କଠାରୁ ଏକ ଚିଠି ଗଞ୍ଜାମ...

ପାର୍କିଂ ବ୍ୟବସ୍ଥା ଭୁଲିଛି ପୌରପାଳିକା

ଅନୁଗୋଳ ଅଫିସ, ୨୧।୧: ବଢ଼ୁଛି ଅନୁଗୋଳ ସହର, ବଜାର। ଲୋକ ସଂଖ୍ୟାରେ ମଧ୍ୟ ଦ୍ରୁତ ଅଭିବୃଦ୍ଧି ପରିଲକ୍ଷିତ ହେଉଛି। ତଦନୁଯାୟୀ ସହରରେ ବାଇକ୍‌ ଓ ଚାରି...

ବାଲିମେଳାରେ କାର୍‌ଗିଲ ବିଜୟ ଦିବସ: ଚିତାପରି ଗ୍ରାମଠାରୁ ବାଲିମେଳା ମିନି ଷ୍ଟାଡିୟମ ପର୍ଯ୍ୟନ୍ତ ମିନି ମାରାଥନ

କୋରୁକୋଣ୍ଡା,୨୧।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ବାଲିମେଳାରେ ସୀମା ସୁରକ୍ଷା ବାହିନୀ ୧୪୪ ବାଟାଲିୟନ ପକ୍ଷରୁ ରବିବାର ସକାଳେ କାର୍‌ଗିଲ ବିଜୟ ଦିବସ ପାଳନ କରାଯାଇଛି। ଚିତାପରି-୩ ଗ୍ରାମ...

Advertisement

BGU

Archives

Model This Week

Why Dharitri