ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ।
ରଜ ସମୟରେ ନାବଳିକାଙ୍କ ପରିବାର ଲୋକେ ଘରେ ନ ଥିବା ସୁଯୋଗ ନେଇ ଦାଦା ସିନୁ ମୁର୍ମୁ(୪୦) ତାଙ୍କ ଘରକୁ ଯାଇଥିଲେ। ବିଭିନ୍ନ ପ୍ରଲୋଭନ ଦେଖାଇ ସମ୍ପର୍କୀୟ ଝିଆରୀଙ୍କୁ ବଳାତ୍କାର କରିଥିଲେ। ଏକଥା ପରିବାର ଲୋକଙ୍କୁ ନ ଜଣାଇବାକୁ ଧମକ ଦେଇଥିଲେ। ନାବାଳିକା ଜଣକ କିଛିଦିନ ଚୁପ୍‌ ରହିବା ପରେ ପରିବାର ଲୋକେ ଘରକୁ ଫେରିବା ପରେ ଘଟଣା ବିଷୟରେ ଜଣାଇଥିଲେ। ପରିବାର ଲୋକେ ମଙ୍ଗଳବାର ରାତିରେ ଟାଉନ ଥାନାରେ ପହଞ୍ଚତ୍ ଅଭିଯୋଗ କରିଥିଲେ। ଏନେଇ ମାମଲା (ନଂ. ୪୧୮/୨୬) ରୁଜୁ କରି ଅଭିଯୁକ୍ତ ଦାଦା ସିନୁଙ୍କୁ ପୋଲିସ ମଙ୍ଗଳବାର ରାତିରେ ଗିରଫ କରିଛି। ଡାକ୍ତରୀମାଇନା ପରେ ଅଭିଯୁକ୍ତଙ୍କୁ ଗୁରୁବାର କୋର୍ଟଚାଲାଣ କରାଯିବ ବୋଲି ଥାନାଧିକାରୀ ପ୍ରଭାଂଶୁ ମିଶ୍ର ସୂଚନା ଦେଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍‌ ଠାବ

ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…

IVF ମାଧ୍ୟମରେ ଏହି ରାଜ୍ୟରେ ଜନ୍ମ ନେଲା ବାଛୁରୀ: ବିଶ୍ୱରେ ପ୍ରଥମ

ଗୌହାଟି,୨୪।୮: ଆସାମ ପଶୁପାଳନ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଏକ ପ୍ରମୁଖ ସଫଳତା ହାସଲ କରିଛି। IVF (ଇନ-ଭିଟ୍ରୋ ଫର୍ଟିଲାଇଜେସନ) ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ରାଜ୍ୟରେ ସ୍ବଦେଶୀ ‘ଲଖିମୀ’ ପ୍ରଜାତିର…

ଶିକ୍ଷକ ଅଭାବରୁ ତାତିଲେ ଲୋକେ, ସ୍କୁଲରେ ADEO-BEOଙ୍କୁ ପକାଇଲେ ତାଲା

ଭଦ୍ରକ,୨୪ା୮(ସନାତନ ରାଉତ): ଶିକ୍ଷକ ଅଭାବକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛାତ୍ରୀଛତ୍ର । ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଏବଂ ବ୍ଲକ ଶିକ୍ଷାଧିକାରୀଙ୍କୁ ସ୍କୁଲ ଭିତରେ ତାଲା ପକାଇଦେଇଛନ୍ତି ।…

କରେଣ୍ଟ ନେଲା ୨ ଚାଷୀଙ୍କ ଜୀବନ, ଗାଁରେ ଶୋକାକୁଳ

ଜଗତସିଂହପୁର,୨୪।୮: ଜଗତସିଂହପୁର ଜିଲା ସଦର ଥାନା ବେନୁଖଣ୍ଡା ଗାଁରେ ସୋମବାର ଏକ ଅଘଟଣ ଘଟିଛି। ଚାଷ କାମ କରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୨ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri