Posted inଜାତୀୟ

ଭିଣୋଇଙ୍କ କାର୍‌ ଚୋରି କରୁଥିଲେ ଶଳା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗାଜିଆବାଦ,୧୪।୧୧: ଗାଜିଆବାଦର ବସୁନ୍ଧରା ସେକ୍ଟର ୩ରୁ ଏକ ଆଶ୍ଚର୍ଯ୍ୟଜନକ ଖବର ଆସିଛି। ଏଠାରେ ଜଣେ ଯୁବକ ନିଜ ଭିଣୋଇଙ୍କ ଦୁଇଟି କାର ଚୋରି କରନେଇଛନ୍ତି। ଚୋରି କରିବାର କାରଣ ଜାଣି ଯୋ କେହି ନିଜ ମୁଣ୍ଡରେ ହାତ ଦେବେ। ସମ୍ପୃକ୍ତ ଯୁବକ ଫର୍ମୁଲା ୱାନ ରେସରେ ଭାଗ ନେବାକୁ ଭଲ ପାଉଥିଲେ। ତାଙ୍କ ହବି ପୂରଣ କରିବା ପାଇଁ ଭିଣୋଇଙ୍କ ଦୁଇଟି କାର ଚୋରି କରିଥିଲେ। ଚୋରି କାର ବିକ୍ରି କରି ଏକ ସ୍ପୋର୍ଟସ କାର କିଣି ଫର୍ମୁଲା ୱାନ ରେସ୍‌ରେ ଭାଗ ନେବାକୁ ଚାହୁଁଥିଲେ।
ବରୁଣ ପାଠକ ନାମକ ଜଣେ ବ୍ୟକ୍ତି ତାଙ୍କ ପରିବାର ସହିତ ଗାଜିଆବାଦର ବସୁନ୍ଧରା ସେକ୍ଟର ୩ରେ ରୁହନ୍ତି। ଚଳିତ ବର୍ଷ ଏପ୍ରିଲରେ ତାଙ୍କ ଇକୋ ସ୍ପୋର୍ଟସ କାର ତାଙ୍କ ଘରର ପାର୍କିଂ ସ୍ଥାନରୁ ଚୋରି ହୋଇଥିଲା। ଇନ୍ଦିରାପୁର ପୋଲିସ ଷ୍ଟେଶନରେ ସେ ଏନେଇ ଅଭିଯୋଗ କରିଥିଲେ। ଏହା ପରେ ସେ ଏକ ପୋଲୋ କାର କିଣିଥିଲେ। ସେ ଏହି ନୂଆ କାରକୁ ମାତ୍ର କିଛି ସପ୍ତାହ ଚଳାଇବା ପରେ ତାହା ମଧ୍ୟ ଅକ୍ଟୋବର ମାସରେ ଚୋରି ହୋଇଥିଲା। ନୂଆ କାର ଚୋରି ହେବା ପରେ ସେ ପୁଣି ଥରେ ପୋଲିସ ନିକଟରେ ଅଭିଯୋଗ କରିଥିଲେ। ଗୋଟିଏ ପରେ ଗୋଟିଏ କାର ଚୋରି ହେବା ପରେ ପୋଲିସ ଏହି ଚୋରିରେ ସମ୍ପୃକ୍ତ ଥିବା ବରୁଣ ପାଠକଙ୍କ ଜଣେ ପରିଚିତ ବୋଲି ସନ୍ଦେହ କରିଥିଲା। ପୋଲିସ ତଦନ୍ତ ପରେ ଚୋରି କରିଥିବା ଯୁବକ ଜଣଙ୍କ ବରୁଣଙ୍କ ଶଳା ପୁଲକିତ ଶର୍ମା ବୋଲି ଜଣାପଡିଥିଲା। ପଚରାଉଚରା ପରେ ସେ ଏକଥା ସ୍ବୀକାର ମଧ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳିଙ୍ଗା ଘାଟି ବନ୍ଦ: ବିକଳ୍ପ ରାସ୍ତାରେ ଟ୍ରାଫିକ୍ ଜାମ୍, ଜବରଦଖଲ ହଟାଇବାକୁ ତହସିଲଦାରଙ୍କ କଡ଼ା ପଦକ୍ଷେପ

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲାକୁ ସଂଯୋଗ କରୁଥିବା କଳିଙ୍ଗା ଘାଟିରେ ଭୂସ୍ଖଳନ ଯୋଗୁ ଯାତାୟାତ ବନ୍ଦ ରହିଛି। ଫଳରେ ଗଞ୍ଜାମରୁ କନ୍ଧମାଳ ଏବଂ କନ୍ଧମାଳରୁ…

IPL ୨୦୨୭ ପୂର୍ବରୁ CSKରେ ଲାଗିଲା ଜୋରଦାର ଝଟ୍‌କା: ୧୫ ବର୍ଷ ପରେ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ,୧୦।୧୦: IPL ୨୦୨୭ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର କୋଚିଂ ଟିମ୍‌ରେ ବଡ଼ ପରିବର୍ତ୍ତନ ଜାରି ରହିଛି। ଏହି ଫ୍ରାଞ୍ଚାଇଜ ନିଜର କିମ୍ବଦନ୍ତୀ ବ୍ୟାଟିଂ କୋଚ…

ଔଷଧ ସେବନ ପରେ ଆଶ୍ରମ ବିଦ୍ୟାଳୟର ୨ ଛାତ୍ର ଗୁରୁତର

ଝରିଗାଁ,୧୦ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ପାଲିଆ ଆଶ୍ରମ ବିଦ୍ୟାଳୟର ଦୁଇଜଣ ଛାତ୍ର ଔଷଧ ସେବନ ପରେ ଗୁରୁତର ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି।…

ଶହୀଦ ଭଗତ ସିଂ କଲେଜରେ ପ୍ରଥମଥର ଛାତ୍ର ସଂସଦ ନିର୍ବାଚନ: ୮ ପଦବୀ ପାଇଁ ୧୫ ପ୍ରାର୍ଥୀ

ଗଞ୍ଜାମ, ୧୦।୧୦ (ଅନାଥ ତରାଇ): ଦୀର୍ଘବର୍ଷର ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି। ଗଞ୍ଜାମ ବ୍ଲକର ଖଣ୍ଡଦେଉଳିସ୍ଥିତ ଶହୀଦ ଭଗତ ସିଂ କଲେଜରେ ଆସନ୍ତା ୧୫ ତାରିଖରେ ପ୍ରଥମଥର…

ସଫେଇ କଲେ ଧର୍ମେନ୍ଦ୍ର: ସମ୍ବଲପୁର ସହରକୁ ପରିଷ୍କାର ରଖିବା ଲକ୍ଷ୍ୟ

ସମ୍ବଲପୁର,୧୦।୧୦ (ପ୍ରମୋଦ ବହିଦାର):ସ୍ବଚ୍ଛତା ହିଁ ସେବା ଏବଂ ଏହା ସମାଜର ମୂଳମନ୍ତ୍ର ହେବା ଉଚିତ। ସୁସ୍ଥ ଜୀବନ ପାଇଁ ସ୍ବଚ୍ଛତା ଅପରିହାର୍ଯ୍ୟ ବୋଲି କହିଛନ୍ତି ସମ୍ବଲପୁର ଏମ୍‌ପି…

ଘୂର୍ଣ୍ଣିବଳୟ ସକ୍ରିୟ: ଏହିସବୁ ଜିଲାରେ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

ରାଜମିସ୍ତ୍ରୀ କାମ କରୁଥିଲେ ସୌରଭ, ହଠାତ୍‌ ଲାଗିଲା କରେଣ୍ଟ: ଆଉ ତା’ପରେ…

ଦିଗପହଣ୍ଡି/ଚିକିଟି, ୧୦।୧୦(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ କାର୍ଯ୍ୟାଳୟ ନିକଟସ୍ଥ ମା’ ରତନେଇ ଠାକୁରାଣୀ ମନ୍ଦିର ପାଖରେ କୋଠା ନିର୍ମାଣ କାମ…

ପ୍ରସିଦ୍ଧ ୟୁଟ୍ୟୁବର୍‌ ଧ୍ରୁବ ରାଠୀ ଅଟକ: ଜନ୍ତରମନ୍ତରରେ CJPର ପ୍ରତିବାଦ ଆରମ୍ଭ

ନୂଆଦିଲ୍ଲୀ,୧୦।୧୦: SIR ଏବଂ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଆଜି ଦିଲ୍ଲୀର ଜନ୍ତରମନ୍ତରଠାରେ କକରୋଚ ଜନତା ପାର୍ଟି (CJP) ପକ୍ଷରୁ ପ୍ରତିବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?