ବଇଣ୍ଡା,୨୨।୧(ଡି.ଏନ.ଏ.): ଅନୁଗୋଳ ଜିଲା କିଶୋରନଗର ଥାନା ଅଙ୍ଗପଡା ନିକଟସ୍ଥ ଦଳିତ ସାହିରେ ବୁଧବାର ମଝିଆଁ ଭାଇ ଗୁଣନିଧି ବେହେରା (୨୬)ଙ୍କୁ ତାଙ୍କ ସାନ ଭାଇ ଜେନାମଣି ବେହେରା ଶାବଳରେ ପିଟି ହତ୍ୟା କରିଛନ୍ତି। ଏ ନେଇ ଗୁଣନିଧିଙ୍କ ସ୍ତ୍ରୀ ମମତା ବେହେରା ଥାନାରେ ଅଭିଯୋଗ କରିବା ପରେ ପୋଲିସ ନଂ. ୧୧/୨୧ ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତ ଜେନାମଣିଙ୍କୁ ଗୁରୁବାର ଗିରଫ କରିଛି।
ଗୁଣନିଧିଙ୍କ ପରିବାର ଦଳିତ ସମ୍ପ୍ରଦାୟର ହୋଇଥିବାବେଳେ ତାଙ୍କର ପର୍ବ ପାଇଁ କିଛିଦିନ ହେବ ଜେନାମଣି ଓ ଗୁଣନିଧି ବିଭିନ୍ନ ସ୍ଥାନରେ ଟଙ୍କା ମାଗିଥିଲେ। ଏହି ଟଙ୍କା ଭାଗବଣ୍ଟାକୁ ନେଇ ଉଭୟଙ୍କ ମଧ୍ୟରେ ମଙ୍ଗଳବାର ଗଣ୍ଡଗୋଳ ହୋଇଥିଲା। ଏଥିରେ ଉତ୍କ୍ଷିପ୍ତ ହୋଇ ଜେନାମଣି ଗୁଣନିଧିଙ୍କୁ ଶାବଳରେ ମାଡ଼ ମାରିଥିଲେ। ସେ ଗୁରୁତର ଅବସ୍ଥାରେ ଅଙ୍ଗପଡା ମେଡିକାଲରେ ଭର୍ତ୍ତି ହେବା ପରେ ବୁଧବାର ତାଙ୍କର ମୃତ୍ୟୁ ଘଟିଥିବା ପୋଲିସ କହିଛି। ପରେ ପୋଲିସ ଜେନାମଣିଙ୍କୁ ଗିରଫ କରି ଆଠମଲିକ କୋର୍ଟ ଚାଲାଣ କରିଛି।
Posted inଅନୁଗୋଳ, ଆମ ଜିଲା ଖବର View All
ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର
ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…
ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…
ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…
ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…
ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…
ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…
ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…
ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ
ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…
କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ
ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…
ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ
ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…
ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…
ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…
Archives

