Advertisement
Posted inଜାତୀୟ

କୁକୁରକୁ ଖାଇବାକୁ ନ ଦେବାରୁ ଭାଇଙ୍କୁ ହତ୍ୟା

ପାଲ୍ଲକଡ଼,୭।୧୧: କେରଳ ରାଜ୍ୟ ପାଲ୍ଲକଡ଼ ଜିଲାର ପେରୁମ୍ବ୍ରାଧୋଡ଼ି ଅଞ୍ଚଳରେ କୁକୁରକୁ ଖାଦ୍ୟ ନ ଦେବାରୁ ଜଣେ ଯୁବକଙ୍କୁ ତାଙ୍କ ସମ୍ପର୍କୀୟ ଭାଇ ପିଟି ହତ୍ୟା କରିଛନ୍ତି। କୋପାମ୍‌ ପୋଲିସ ଅଭିଯୁକ୍ତ ହକିମ୍‌ (୨୭)ଙ୍କୁ ଗିରଫ କରିଛି। ହକିମ ପାଳିଥିବା କୁକୁରକୁ ଶୁକ୍ରବାର ତାଙ୍କ ସମ୍ପର୍କୀୟ ଭାଇ ହର୍ଷଦ (୨୧) ଖାଇବାକୁ ଦେଇ ନ ଥିଲେ। ଏଥିରେ ଉତ୍‌କ୍ଷିପ୍ତ ହୋଇ ହକିମ ହର୍ଷଦଙ୍କୁ କୁକୁର ବନ୍ଧା ବେଲ୍ଟ ଓ କାଠ ଫାଳିଆରେ ନିର୍ଘାତ ପିଟିଥିଲେ।

ଗୁରୁତର ଅବସ୍ଥାରେ ହର୍ଷଦଙ୍କୁ ହସ୍ପିଟାଲ ନିଆଯାଇଥିବାବେଳେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ପଞ୍ଜରା ହାଡ଼ ଭାଙ୍ଗିବା ଏବଂ ଅନ୍ତଃରକ୍ତସ୍ରାବ ଯୋଗୁ ତାଙ୍କର ମୃତ୍ୟୁ ଘଟିଥିବା ପୋଲିସ କହିଛି। ଦୁଇ ଭାଇ ପେରୁମ୍ବ୍ରାଥୋଡ଼ିରେ ଗୋଟିଏ ଘରେ ଏକାଠି ରହି ମୋବାଇଲ କେବୁଲ କାମ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ଗଢିବ ହରିୟାଣାରେ ସରକାର? ୫ ସ୍ବାଧୀନ ବିଧାୟକ ଭାଜପାକୁ ଦେଲେ ସମର୍ଥନ

ଚଣ୍ଡିଗଡ଼,୨୫।୧୦: ୯୦ ବିଧାନସଭା ଆସନ ବିଶିଷ୍ଟ ହରିୟାଣା ବିଧାନସଭା ନିର୍ବାଚନରେ କୌଣସି ଦଳକୁ ସ୍ପଷ୍ଟ ବହୁମତ ମିଳିନାହିଁ। ଫଳରେ ଉଭୟ ଭାଜପା ଏବଂ କଂଗ୍ରେସ ସ୍ବାଧୀନ...

୨୩ ବର୍ଷର ଗବେଷଣା ହେଲା ସଫଳ: ଏବେ ଭେଣ୍ଡିର ରଙ୍ଗ ହେବ ଲାଲ୍‌

ବାରାଣାସୀ,୨୧।୯: ଭାରତୀୟ ପନିପରିବା ଗବେଷଣା ସଂସ୍ଥାନର ଦୀର୍ଘ ୨୩ ବର୍ଷର ଗବେଷଣା ଶେଷରେ ସଫଳ ହୋଇଛି। ବାରାଣାସୀ ସ୍ଥିତ ଏହି ସଂସ୍ଥାନ ଏବେ ‘କାଶୀ ଲାଲିମା’...

ସିମ କାର୍ଡ କିଣିବା ପାଇଁ ନକଲି ପ୍ରମାଣ ପତ୍ର ଦେଲେ, ବର୍ଷେ ଜେଲଦଣ୍ଡ ସହିତ ୫୦ ହଜାର ଜରିମାନା…

ନୂଆଦିଲ୍ଲୀ, ୨୯।୯ : ଯେଉଁମାନେ ନକଲି ପରିଚୟ ମାଧ୍ୟମରେ ସିମ କାର୍ଡ କିଣୁଛନ୍ତି ଏବଂ ହ୍ବାଟସ ଆପ, ସିଗ୍ନାଲ କିମ୍ବା ଟେଲିଗ୍ରାମରେ ମିଥ୍ୟା ପରିଚୟ ଦେଖାଉଛନ୍ତି...

ଶିରିଡ଼ି ବନ୍ଦକୁ ଶିବସେନା ଏମ୍‌ପିଙ୍କ ସମର୍ଥନ

ଶିରିଡ଼ି,୨୦ା୧(ପି.ଟି.): ସାଇବାବାଙ୍କ ଜନ୍ମସ୍ଥାନକୁ ନେଇ ବିବାଦ ପରେ ରବିବାର ମହାରାଷ୍ଟ୍ରର ଶିରିଡ଼ି ସହର ବନ୍ଦ ରହିବା ସହ ଗାଡ଼ିମୋଟର ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ତେବେ ମନ୍ଦିର...

ମଧ୍ୟପ୍ରଦେଶରେ ପ୍ରଥମ ମୁଣ୍ଡ ନେଲା କରୋନା

ଭୋପାଳ,୨୫।୩: କରୋନା ଭାଇରସ୍‌ରେ ସଂକ୍ରମିତ ହୋଇ ମଧ୍ୟପ୍ରଦେଶରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଉଜୈନରେ ରହୁଥିବା ଜଣେ ମହିଳାଙ୍କ ବୁଧବାର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ୍ୟୁ...

‘ଜମ୍ମୁ-କଶ୍ମୀରକୁ ରାଜ୍ୟ ମାନ୍ୟତା ଦିଆଯିବ’

ନୂଆଦିଲ୍ଲୀ, ୧୩।୨: ଲୋକ ସଭାରେ ଶନିବାରେ ଜମ୍ମୁ-କଶ୍ମୀର ପୁନର୍ଗଠନ ସଂଶୋଧନ ବିଲ୍‌ ପାରିତ ହୋଇଛି। ଏହା ପୂର୍ବରୁ ଜମ୍ମୁ-କଶ୍ମୀର ସଂକ୍ରାନ୍ତରେ ଗୃହରେ ଦୀର୍ଘ ସମୟ ଆଲୋଚନା...

କରନ ଜୋହର ସମାପ୍ତ କରିଛନ୍ତି ସୁଶାନ୍ତଙ୍କ କ୍ୟାରିୟର: କଙ୍ଗନା

ମୁମ୍ବାଇ, ୧୮।୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ନେଇ ଚର୍ଚ୍ଚା ଥମିବାର ନାଁ ଧରୁନି। ଏବେ ପୁଣି ଥରେ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ...

କରୋନା ମୁକାବିଲାରେ ଜନଭାଗିଦାରୀକୁ ଗୁରୁତ୍ୱ

ନୂଆଦିଲ୍ଲୀ, ୧୫।୪: ଦେଶରେ ସଂକ୍ରମଣ ପ୍ରତିଦିନ ନୂଆ ରେକର୍ଡ ସୃଷ୍ଟି କରୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରୋନା ସ୍ଥିତି ଏବଂ ଟିକାକରଣ ସମ୍ପର୍କରେ ବୁଧବାର ସମସ୍ତ...

Advertisement
Archives

Model This Week