ନବୀନ ନିବାସରେ ପହଞ୍ଚିଲେ ଭାଇ ପ୍ରେମ ପଟ୍ଟନାୟକ, ନବୀନଙ୍କ ସ୍ବାସ୍ଥ୍ୟକୁ ନେଇ…

ଭୁବନେଶ୍ୱର,୨୨ା୮: ନବୀନ ନିବାସରେ ପହଞ୍ଚିଛନ୍ତି ବଡ଼ ଭାଇ ପ୍ରେମ ପଟ୍ଟନାୟକ। ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ପ୍ରେମ ପଟ୍ଟନାୟକ। ବୁଧବାର ରାତିରେ ସୁସ୍ଥ ହୋଇ ହସ୍ପିଟାଲରୁ ନବୀନ ଫେରିଛନ୍ତି।

ଡିହାଇଡ୍ରେସନ ଯୋଗୁ ଗତ ୧୭ ଅଗଷ୍ଟ ଅପରାହ୍ନରେ ସେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିଲେ। ଚିକିତ୍ସା ପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ହେବା ପରେ ବୁଧବାର ସେ ଡିସଚାର୍ଜ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତି ତାଙ୍କର ଆଶୁ ଆରୋଗ୍ୟ କାମନା କରିଥିଲେ। ସୂଚନା ଅନୁଯାୟୀ, ନବୀନଙ୍କୁ କିଛି ଦିନ ବିଶ୍ରାମ କରିବାକୁ ଡାକ୍ତର ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଆୟୁର୍ବେଦିକ ମହାବିଦ୍ୟାଳୟରେ ସ୍ୱର୍ଣ୍ଣପ୍ରାଶନ କାର୍ଯ୍ୟକ୍ରମ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସରକାରୀ ଆୟୁର୍ବେଦିକ ମହାବିଦ୍ୟାଳୟ ଓ ହସ୍ପିଟାଲରେ ମଙ୍ଗଳବାର କୌମାରଭୃତ୍ୟ–ଶିଶୁରୋଗ ବିଭାଗ ପକ୍ଷରୁ ଶିଶୁମାନଙ୍କ ସୁସ୍ଥତା ଓ ସାମଗ୍ରିକ ବିକାଶକୁ ଲକ୍ଷ୍ୟ…

‘ଘରେ ଘରେ ତ୍ରିରଙ୍ଗା’: ଉପମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସମେତ ଜିଲାସ୍ତରୀୟ ଅଧିକାରୀ, ସ୍କୁଲ-କଲେଜ ଛାତ୍ରଛାତ୍ରୀଙ୍କ ଯୋଗଦାନ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ମଙ୍ଗଳବାର ‘ଘରେ ଘରେ ତ୍ରିରଙ୍ଗା’ ପଦଯାତ୍ରା ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

ଚିଲିକା ମଝିରେ ଆକ୍ରମଣ, ଜଣେ ମୃତ, ଜଣେ ଗୁରୁତର

କୃଷ୍ଣପ୍ରସାଦ,୧୨।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାମଲଙ୍କା ପଞ୍ଚାୟତ କୁମାରପୁର ଚିଲିକାରେ ମାଛ ଧରିବା ବେଳେ ଏକ ଅଘଟଣ ଘଟିଛି। କୁମାରପୁର ଗ୍ରାମର ଚିନ୍ମୟ…

ବଢିଲା ଚାମେଲିଙ୍କ ଅଡୁଆ: ହାଇକୋର୍ଟ ଦେଲେ ଏମିତି ନିର୍ଦ୍ଦେଶ

କେନ୍ଦ୍ରାପଡା,୧୧।୮: କେନ୍ଦ୍ରାପଡ଼ା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ବିରୋଧରେ ଅନାସ୍ଥା ପ୍ରସଙ୍ଗରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନ ପ୍ରକ୍ରିୟା ଜାରି ରହିବ। ହେଲେ ବିନା ଅନୁମତିରେ…

ବାଙ୍କୀ-ଡମପଡ଼ା ବ୍ଲକରେ ଲାଗିଲା ୧୬୩ ଧାରା

ବାଙ୍କୀ,୧୧।୮: ବାଙ୍କୀ-ଡମପଡ଼ା ବ୍ଲକ ପରିସରରେ ମଙ୍ଗଳବାର BNSS ୧୬୩ ଧାରା ଲାଗୁ କରାଯାଇଛି। ବିଧାୟକ ଏବଂ ଭାଜପା ବିଧାୟକ ପ୍ରାର୍ଥୀଙ୍କ ସମର୍ଥକଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତ ହେବା…

ଟ୍ରାଞ୍ଜିଷ୍ଟ ହାଉସ ଭାଙ୍ଗିବା ବେଳେ ଉତ୍ତେଜନା

ଭୁବନେଶ୍ୱର,୧୧।୮: ଭୁବନେଶ୍ୱର ନିଳାଦ୍ରୀ ବିହାର ଅଞ୍ଚଳରେ ମଙ୍ଗଳବାର ଏକ ବଡ଼ଧରଣର ଉଚ୍ଛେଦ ଅଭିଯାନ ଆରମ୍ଭ ହୋଇଛି। ବିଏମ୍‌ସି ଏବଂ ବିଡିଏ ପକ୍ଷରୁ ନିଳାଦ୍ରୀ ବିହାର ଅଞ୍ଚଳରେ ଥିବା…

‘୨୪ ବର୍ଷରେ ଯାହା ହୋଇନି, ୨ ବର୍ଷରେ ତାହା କରୁଛୁ’-୫ ବର୍ଷରେ ଯାହା …

ଭୁବନେଶ୍ୱର,୧୧।୮: ଖୁବଶୀଘ୍ର ଓଡ଼ିଶା ନୂଆ ଲୋକାୟୁକ୍ତ ଦେଖିବ ବୋଲି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଏ ନେଇ ପ୍ରକ୍ରିୟା ଚାଲିଥିବା ସେ କହିଛନ୍ତି। ମନ୍ତ୍ରୀ…

ଡାକ୍ତରଙ୍କ ଭୁଲ ଇଞ୍ଜେକ୍ସନ ପାଇଁ କଲେଜ ଛାତ୍ରୀ ମୃତ୍ୟୁ: ଅଭିଯୋଗ ଆଣିଲେ ପରିବାର ଲୋକେ

ଭାପୁର,୧୧।୮ (ପ୍ରଭାତ ବରାଡ): ଫତେଗଡ ଥାନା ଅନ୍ତର୍ଗତ ଗୋଳାପୋଖରୀ ପଞ୍ଚାୟତ ଅଧୀନ ଗୋଳାପୋଖରୀ ଗ୍ରାମର ଗୋପାଳ ବେହେରାଙ୍କ ଝିଅ ସନ୍ତୋଷୀ ବେହେରାଙ୍କ (୧୮) ଭାପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri