ଅନୁଗୋଳରେ ଲଜ୍ଜା: ନାବାଳିକା ଭଉଣୀକୁ ବଳତ୍କାର କଲା ଭାଇ

ଛେଣ୍ଡିପଦା,୩।୧୧: ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅଞ୍ଚଳରେ ନିଜ ନାବାଳିକା ଭଉଣୀକୁ ବଡ଼ ଭାଇ ବଳତ୍କାର କରିଥିବା ଅଭିଯୋଗ ହୋଇଛି। ଘରେ କେହି ନଥିବା ବେଳେ ଭଉଣୀକୁ ଘର ଭିତରକୁ ଡାକି ଏହି ଘଟଣା ଘଟାଇଥିବା ନାବାଳିକା ଜଣକ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।

ପୋଲିସ ନାବାଳିକାଙ୍କ ବୟାନ ରେକର୍ଡ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ଏ ନେଇ ଥାନା କେସ ନଂ. ୫୬୧/୨୫ରେ ମାମଲା ରୁଜୁ ହୋଇଛି। ଗତ ଅଗଷ୍ଟରେ ଜଣେ ଆଦିବାସୀ ମହିଳା ଗଣଦୁଷ୍କର୍ମ ଓ ସେପ୍ଟେମ୍ବରରେ ଜଣେ ମୁକବଧିର ଦୁଷ୍କର୍ମର ଶିକାର ହୋଇଥିବା ବେଳେ ଏହି ଘଟଣା ଅଞ୍ଚଳରେ ଲଜ୍ୟା ସୃଷ୍ଟି କରିଛି।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ସିଭିଲ ସର୍ଭିସ ପରୀକ୍ଷାରେ ସାତ୍ତ୍ୱିକ ସତ୍ୟକାମଙ୍କ କୃତିତ୍ୱ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

କଲେଜକୁ ଯାଉଥିଲେ ଛାତ୍ରୀ, ଦ୍ରୁତଗତିରେ ଆସି ଧକ୍କା ଦେଲା ବାଇକ, ଘଟଣାସ୍ଥଳରେ…

ବଲାଙ୍ଗୀର, ୭।୩( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭିଆଇପି ରାସ୍ତା ଭାଗିରଥି ଛକରୁ ସର୍କିଟ ହାଉସ ରାସ୍ତାରେ ଏକ ସ୍ପିଡ ବାଇକର ଧକ୍କାରେ ଜଣେ ଆୟୁର୍ବେଦିକ କଲେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri