ଭଉଣୀଙ୍କ ସୁନା ଚୋରି କରି ଜେଲ ଗଲେ ଭାଇ, ବନ୍ଧା ରଖି ଆଣିଥିଲେ ଟଙ୍କା

ଗଞ୍ଜାମ,୧୬।୯(ଡି.ଏନ୍‌.ଏ.): ଭାଇ ସାଜିଲା ଭଉଣୀର ଭଗାରୀ । ନିଜ ଭଉଣୀର ସୁନା ନାନୁ ଓ ଚେନ ଚୋରି କରି ଧରା ପଡିବା ପରେ ଭାଇକୁ ଜେଲ୍‌ ଯିବାକୁ ପଡିଛି । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଥାନା କରଣ ସାହିରେ l ଉକ୍ତ ଚୋରି ଘଟଣାରେ ପୋଲିସ କରଣ ସାହିର ବୁଡୁ ତରାଇଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।

ଗଞ୍ଜାମ ଥାନା ଏସ୍‌ଆଇ ଅଜିତ କୁମାର ପରିଡାଙ୍କ ସୂଚନା ଅନୁସାରେ, କରଣ ସାହିର ସୁଜ୍ଞାନୀ ନିଜ ସୁନା ଚୋରି ନେଇ ଗଞ୍ଜାମ ଥାନାରେ ଏତଲା ଦେଇଥିଲେ । ଏତଲା ଆଧାରରେ ପୋଲିସ ତଦନ୍ତ ଆରମ୍ଭ କରିଥିଲା । ଏଥିରେ ସୁଜ୍ଞାନୀଙ୍କ ଭାଇ ଉପରେ ପୋଲିସର ସନ୍ଦେହ ହେବାରୁ ଥାନାକୁ ଆଣି ପଚରା ଉଚରା କରିଥିଲା । ଶେଷରେ ଭାଇ ବୁଡୁ ଏହି ସୁନା ଚୋରି କରି ଗଞ୍ଜାମ ଅଞ୍ଚଳର ଦୁଇଜଣଙ୍କୁ ବନ୍ଧକ ରଖି ଟଙ୍କା ନେଇଥିବା ବୁଡୁ ପୋଲିସ ଆଗରେ ସ୍ବୀକାର କରିଥିଲେ । ପୋଲିସ ମାମଲା ନଂ(୧୫୮/୨୧)ରେ ବୁଡୁଙ୍କୁ କୋର୍ଟଚାଲାଣ କରାଯାଇଛି ବୋଲି ଏସ୍‌ଆଇ ପରିଡା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ସୁସ୍ଥ ହେଲେଣି ୩୦୨ ଆକ୍ରାନ୍ତ: ଆଉ ୮୯ କରୋନା ଆକ୍ଟିଭ

ଛତ୍ରପୁର, ୨୮।୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ବର୍ତ୍ତମାନ ସୁଦ୍ଧା ୩୯୪ ଜଣଙ୍କଠାରେ କରୋନା ପଜିଟିଭ୍‌ ମିଳିଛି। ଏଥିରୁ ୩୦୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ସେହିଭଳି...

ପୂର୍ବତନ ଅତିରିକ୍ତ ଏସ୍‌ପି ତ୍ରିନାଥ ମିଶ୍ରଙ୍କୁ ସର୍ତ୍ତମୂଳକ ଜାମିନ

କଟକ ଅଫିସ,୧୮।୪: ପୂର୍ବତନ ଅତିରିକ୍ତ ଏସ୍‌ପି ତ୍ରିନାଥ ମିଶ୍ରଙ୍କୁ ସୋମବାର ଜାମିନ ମଳିଛି। କଟକ ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତ ତାଙ୍କୁ ସର୍ତ୍ତମୂଳକ ଜାମିନ ଦେଇଛନ୍ତି। ୬୦...

ବିନା ଭକ୍ତରେ ନାଗାର୍ଜୁନ ବେଶ

ପୁରୀ ଅଫିସ, ୨୮ା୧୧: ଏକ ଆବେଗମୟ ମୁହୂର୍ତ୍ତର ପରିସମାପ୍ତି ଘଟିଛି। ଶୁକ୍ରବାର ଶ୍ରୀମନ୍ଦିର ରତ୍ନସିଂହାସନରେ ମହାପ୍ରଭୁଙ୍କର ଦୁର୍ଲଭ ନାଗାର୍ଜୁନ ବେଶ ହୋଇଛି। ଦୀର୍ଘ ୨୫ବର୍ଷ ପରେ...

ଅସୁରକ୍ଷିତ ପ୍ରାଣୀ ଚିକିତ୍ସାଳୟ

ଖଇରା, ୨୬।୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଅଧୀନ ଖଇରା ପ୍ରାଣୀ ଚିକିତ୍ସା କାର୍ଯ୍ୟାଳୟର ନୂତନ ଗୃହ ନିର୍ମାଣ ସରିବାର ପାଖାପାଖି ସାଢେ ୩ବର୍ଷ ବିତିଗଲାଣି। ନୂଆ କାନ୍ଥରେ...

କଟକ ବଡ଼ ମେଡିକାଲରୁ ପିଲାଚୋରି ଘଟଣା: ସୁରକ୍ଷାକର୍ମୀଙ୍କୁ ବହିଷ୍କାର

କଟକ ଅଫିସ,୨୮।୯: କଟକ ବଡ଼ ମେଡିକାଲରୁ ପିଲାଚୋରି ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଘଟଣାରେ ଜଣେ ସୁରକ୍ଷାକର୍ମୀଙ୍କୁ କାର୍ଯ୍ୟରୁ ବହିଷ୍କାର କରାଯାଇଛି। କାର୍ଯ୍ୟରେ ଅବହେଳା ଦର୍ଶାଇ...

ଯୌତୁକ ପାଇଁ ନିର୍ଯାତନା : ୪ ଗିରଫ

ନିମାପଡ଼ା,୧୮ା୪(ଡି.ଏନ.ଏ): ଚାରିଛକ ଫାଣ୍ଡି ଅନ୍ତର୍ଗତ ଦାଣ୍ଡିଆପଡ଼ା ଗ୍ରାମର ମଲ୍ଳିକା ଭୋଇ ନାମ୍ନୀ ବଧୂଙ୍କୁ ଯୌତୁକ ଦାବିରେ ନିର୍ଯାତନା ଦେବା ସହ ଆକ୍ରମଣ କରିବା ଅଭିଯୋଗରେ ୪ଜଣଙ୍କୁ...

ଭିସୁଟରେ ରାଗିଂ ଅଭିଯୋଗ: ଭିଡିଓ ଭାଇରାଲ କରି ଅଭିଯୋଗ କଲେ ପ୍ରଥମ ବର୍ଷ ଛାତ୍ର

ସମ୍ବଲପୁର, ୧୩।୨(ବ୍ୟୁରୋ)- ସମ୍ବଲପୁର ବୀର ସୁରେନ୍ଦ୍ର ସାଏ ବୈଷୟୀକ ବିଶ୍ୱବିଦ୍ୟାଳୟ(ଭିସୁଟ)ରେ ଜଣେ ପ୍ରଥମ ବର୍ଷ  ଛାତ୍ରଙ୍କୁ ରାଗିଂ କରାଯାଇଥିବା ଅଭିଯୋଗ ହୋଇଛି। ସମ୍ପୃକ୍ତ ଛାତ୍ର ଭିଡିଓ...

ସମସିଆ ଘେରରେ ଯୋଗୀସର୍ଡ଼ା ଅଙ୍ଗନଓ୍ବାଡି କେନ୍ଦ୍ର

ଲୋଇସିଂହା,୨୧।୧୧(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅଧୀନ ଯୋଗୀସର୍ଡ଼ା ଗାଁର ଅଙ୍ଗନଓ୍ବାଡି କେନ୍ଦ୍ର-୨ ଏହେଦେ ଅସାମାଜିକ ଲୁକ୍‌କର ପାଏନ୍‌ଘାଟ ପାଲଟିଛେ। ଇ ଦିଗେ ବିଭାଗୀୟ ଅଧ୍‌କାରୀ...

Advertisement
Archives

Model This Week