ବ୍ରାଉନସୁଗାର ଜବତ, ୫ ଗିରଫ

ଭୁବନେଶ୍ୱର,୨୯।୧(ସୂର୍ଯ୍ୟକାନ୍ତ ବେହେରା): ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଚିନ୍ତାମଣିଶ୍ୱର ପୋଖରୀ ଲେନ୍‌-୩ ନିକଟରେ ବେଆଇନ ଭାବେ ବ୍ରାଉନସୁଗାର ବେପାର କରୁଥିବା ବେଳେ ପୋଲିସ ଚଢାଉ କରି ୫ ନିଶାବେପାରୀଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ଭୁବନେଶ୍ୱରେ ରହୁଥିବା କେନ୍ଦ୍ରାପ଼ଡ଼ାର ଅବଦୁଲ ଅଜିଜ ଖାନ୍‌ ଓ ଚନ୍ଦନ କୁମାର ପରିଡା, ଲକ୍ଷ୍ମୀସାଗର ଥାନା ଅଞ୍ଚଳର ମାଧବ ରାଓ ଓ ବିଭୂ ପ୍ରସାଦ ନାଏକ ଏବଂ ସୋଭନ ଦାଶ। ସେମାନଙ୍କଠାରୁ ୧୯ ଗ୍ରାମ ବ୍ରାଉନସୁଗାର, ଦୁଇଟି ମୋଟରସାଇକେଲ ଓ ୭୫୦ ଟଙ୍କା ଜବତ ହୋଇଛି । ଜବତ ନିଶାଦ୍ରବ୍ୟର ମୂଲ୍ୟ ୨ ଲକ୍ଷ ଟଙ୍କା ହେବ। ତେବେ ଏହି ନିଶାଦ୍ରବ୍ୟ କେଉଁଠୁ ଆଣି କାହାକୁ ଯୋଗାଉଥିଲେ ତାହାର ତଥ୍ୟ ଜାଣିବା ପାଇଁ ପୋଲିସ ଅଧିକ ତଦନ୍ତ ଚଳାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଓଜନ ହ୍ରାସ ଔଷଧ ଖାଉଛନ୍ତି କି: ଘଟିପାରେ ଏମିତି…

ନୂଆଦିଲ୍ଲୀ, ୮ା୫ (ପି.ଟି.):ଓଜନ ହ୍ରାସ ପାଇଁ ବ୍ୟବହୃତ ହେଉଥିବା ଏବକାର ଓରାଲ୍‌ ଔଷଧଗୁଡ଼ିକ କେବଳ ଭୋକ କମାଉନାହିଁ, ବରଂ ଏହା ମସ୍ତିଷ୍କର ‘ରିୱାର୍ଡ ସର୍କିଟ’କୁ ସିଧାସଳଖ ପ୍ରଭାବିତ…

କେସିଙ୍ଗା ଭାଜପା ମହିଳା ମୋର୍ଚ୍ଚା ତରଫରୁ ଜନ-ଆକ୍ରୋଶ ମହିଳା ସମାବେଶ

କେସିଙ୍ଗା,୮।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଭାଜପାର ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ ପାଳିତ ହୋଇଯାଇଛି । ଭାଜପା ନଗର ସଭାପତି ପିଙ୍କୁ…

ଗୋତସ୍କରଙ୍କ ଗୁଳିମାଡ଼ ଘଟଣା, ପୋଖରୀ ଭିତରୁ ଡାକ୍ତରଙ୍କୁ ବାନ୍ଧିଲା ପୋଲିସ

ବୈଶିଙ୍ଗା,୮।୫(ରତନ ଦାଶ ): ମୟୂରଭଞ୍ଜ-ବାଲେଶ୍ୱର ସୀମାବର୍ତ୍ତୀ ବୈଶିଙ୍ଗା ଥାନା ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଥିବା ଗୋମାଫିଆଙ୍କ ଗୁଳିମାଡ଼ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ ହୋଇଥିବା ସୂଚନା ମିଳିଛି…

କାର୍ଯ୍ୟରୁ ଛଟେଇ, ଧାରଣାରେ ବସିଲେ

ଛତ୍ରପୁର,୭ା୫(ଦିଲୀପ ସାମଲ): ଛତ୍ରପୁର ବ୍ଲକ ବଡ଼ ମାଧପୁର ପଞ୍ଚାୟତରେ ଏମ୍‌ବିକେ ଭାବେ କାର୍ଯ୍ୟରତ ମଞ୍ଜୁ ବେହେରାଙ୍କୁ କାର୍ଯ୍ୟରୁ ଛଟେଇ କରାଯାଇଛି। ବିନା କାରଣରେ ତାଙ୍କୁ ବହିଷ୍କାର କରାଯାଇଥିବା…

ପୁଣି କୋଟିଆ ବିବାଦ: ଜନଗଣନା କରୁଛନ୍ତି ଓଡ଼ିଶା, ଆନ୍ଧ୍ର

ପଟ୍ଟାଙ୍ଗି,୭।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତକୁ ନେଇ ବିବାଦ ଥମିବାର ନା ଧରୁନାହିଁ। ଅନ୍ୟପକ୍ଷେ ଓଡ଼ିଶାକୁ ଚେକ୍‌ ଦେବାରେ ପଛଘୁଞ୍ଚା…

ବିଜୟଙ୍କ ସମର୍ଥନରେ ବାହାରିଲେ କମଲ ହାସନ

ଚେନ୍ନାଇ,୭।୫: ତାମିଲନାଡୁ ବିଧାନସଭା ନିର୍ବାଚନରେ, ଅଭିନେତା ବିଜୟଙ୍କ ଦଳ, ‘ତାମିଜାଗା ଭେଟ୍ରି କାଝାଗମ’ (ଟିଭିକେ), ଏକକ ବୃହତ ଦଳ ଭାବରେ ଉଭା ହୋଇଛି। ଫଳସ୍ବରୂପ, ରାଜ୍ୟରେ ସରକାର…

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ

ଗଞ୍ଜାମ,୭ା୫(ବିଦ୍ୟାଧର ସାହୁ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ରାମଗଡ଼ ପଞ୍ଚାୟତର ବିଭିନ୍ନ ଗ୍ରାମ ପରିଦର୍ଶନ କରିଛନ୍ତି। ଏପରିକି ପଞ୍ଚାୟତରେ ଚାଲିଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟ ତଦାରଖ…

ସରକାର ଗଠନ ପାଇଁ ବିଜୟଙ୍କ ନୂଆ ପ୍ଲାନ: ଏହି ଦଳଠାରୁ ସମର୍ଥନ ଲୋଡିଲେ, ବିଧାୟକମାନଙ୍କୁ ରିସର୍ଟକୁ ସ୍ଥାନାନ୍ତରିତ

ଚେନ୍ନାଇ,୭।୫: ତାମିଲନାଡୁରେ ସରକାର ଗଠନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଅଭିନେତା ବିଜୟଙ୍କ ଦଳ, ତାମିଜାଗା ଭେଟ୍ରି କାଝାଗମ (TVK), ଏବେ ଜଣେ ଅତିରିକ୍ତ ବିଧାୟକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri