ନଦୀକୂଳରେ ଚାଲିଥିଲା ବ୍ରାଉନସୁଗାର କାରବାର, ଅତିର୍କିତ ଚଢ଼ାଉ କରି ୩ ଅଭିଯୁକ୍ତଙ୍କୁ…

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜୀରା ନଦୀକୂଳରେ ବ୍ରାଉନସୁଗାର କାରବାର ଚାଲିଥିବା ସମୟରେ ପୋଲିସ ଅତର୍କିତ ଚଢ଼ାଉ କରିଥିଲା। ଚଢ଼ାଉରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଉତ୍ତରପ୍ରଦେଶର ସେଖ କାଲିମ୍‌ (୩୮), ମଣିକରାଜ ପାଲ (୩୮) ଏବଂ ବରଗଡ଼ ଖଜୁରଟିକ୍ରାର ସଚିନ ମିଶ୍ର (୨୫)। ସେମାନଙ୍କ ନିକଟରୁ ୨୬୪ ଗ୍ରାମ ବ୍ରାଉନସୁଗାର ଭର୍ତ୍ତି ଏକ ପଲିଥିନ୍‌ ଜବତ କରାଯାଇଛି। ଗୁରୁବାର କୋର୍ଟ ଚାଲାଣ କରାଯାଇଛି ବୋଲି ବରଗଡ଼ ଏସ୍‌ପି ରବୀନ୍ଦ୍ରନାଥ ଶତପଥୀ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଖୁବଶୀଘ୍ର ଇସ୍ତଫା ଦେବେ ବାଂଲାଦେଶ ରାଷ୍ଟ୍ରପତି; କିଏ ନେବେ ନେତୃତ୍ୱ? ରାଜନୈତିକ ମହଲରେ ହେଲାଣି ତୀବ୍ର ଆଲୋଚନା

ଢାକା,୨୩।୭: ବାଂଲାଦେଶରେ ରାଜନୈତିକ ଅସ୍ଥିରତା ଆରମ୍ଭ ହୋଇଛି। ଅନେକ ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଛି ଯେ ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ଖୁବ ଶୀଘ୍ର ଇସ୍ତଫା ଦେବାକୁ ଯାଉଛନ୍ତି;…

ବରଗଡ଼ ଉପକଣ୍ଠ ରାଜପଥରେ ରାହାଜାନୀ, ୪ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ୍

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ରାଜପଥରେ ରାହାଜାନୀ ତଥା ବିଭିନ୍ନ ସ୍ଥାନରେ ଲୁଟପାଟ୍ ଅଭିଯୋଗ ହୋଇ ଆସୁଥିଲା । ଏହି ଘଟଣାରେ ପୋଲିସ…

ଧର୍ମେନ୍ଦ୍ର ପ୍ରଧାନଙ୍କ ପୁରୁଣା ପୋଷ୍ଟ ଭାଇରାଲ, ସୋନମ ଓ୍ବାଙ୍ଗଚୁକ ଏବଂ ତାଙ୍କ ପତ୍ନୀଙ୍କୁ କରିଥିଲେ ଏଭଳି ପ୍ରଶଂସା

ନୂଆଦିଲ୍ଲୀ,୨୩।୯: ଜଳବାୟୁ କର୍ମୀ ଓ ଶିକ୍ଷା ସଂସ୍କାରକ ସୋନମ ୱାଙ୍ଗଚୁକଙ୍କ ଅନଶନ ଜାରି ଥିବା ବେଳେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ତିନି ବର୍ଷ ପୁରୁଣା ଏକ…

NEET UG ପେପର ଲିକ: ପରୀକ୍ଷାର ୧୦ ଦିନ ପୂର୍ବରୁ ଅଭିଯୁକ୍ତଙ୍କ ମୋବାଇଲ ଫୋନକୁ ଆସିଯାଇଥିଲା ପ୍ରଶ୍ନ, କୋର୍ଟରେ CBI ଖୋଲିଲା…

ନୂଆଦିଲ୍ଲୀ,୨୩।୭: NEET-UG 2026 ପେପର୍‌ ଲିକ ମାମଲାରେ ଅଭିଯୁକ୍ତ ଡକ୍ଟର ମନୋଜ ଭଗବାନରାଓ ଶିରୁରେ ଏବଂ ଶିବରାଜ ମୋଟେଗାଓଁକରଙ୍କ ଜାମିନ ଆବେଦନ ଉପରେ କୋର୍ଟ ଜୁଲାଇ ୨୪ରେ…

ଲାଞ୍ଚ ନେବା ପଡ଼ିଲା ମହଙ୍ଗା: ଉପକୋଷାଗାର ପୂର୍ବତନ କର୍ମଚାରୀଙ୍କୁ ଜେଲ୍‌ଦଣ୍ଡ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଉପକୋଷାଗାର କାର୍ଯ୍ୟାଳୟର ପୂର୍ବତନ କର୍ମଚାରୀ ତଥା ବରିଷ୍ଠ କିରାଣି ନାରାୟଣ ମେହେରଙ୍କୁ ଲାଞ୍ଚ ନେବା ମହଙ୍ଗା ପଡ଼ିଛି। ତାଙ୍କ ବିରୋଧରେ…

୨ବର୍ଷ ପରେ ଦମଦାର ପ୍ରତ୍ୟାବର୍ତ୍ତନ, ପ୍ରଥମ ବଲ୍‌ରେ ୱିକେଟ୍ ନେଇ ଇତିହାସ ରଚିଲେ ମୟଙ୍କ

ନୂଆଦିଲ୍ଲୀ,୨୩।୭: ମୟଙ୍କ ଯାଦବ ଜିମ୍ବାୱେ ବିପକ୍ଷରେ ଖେଳାଯାଉଥିବା ପ୍ରଥମ ଟି-୨୦ ମ୍ୟାଚ୍‌ରେ ଦୁଇ ବର୍ଷରୁ ଅଧିକ ସମୟ ପରେ ପ୍ରତ୍ୟାବର୍ତ୍ତନ କରିଛନ୍ତି । ସେ ତାଙ୍କର ପ୍ରଥମ…

Commonwealth Games 2026: ପଦକ ପକ୍କା, ଉଦଘାଟନୀ ଉତ୍ସବ ପୂର୍ବରୁ ଇତିହାସ ରଚିଲେ ଲୋଭଲିନା ବୋରଗୋହାଇନ!

ନୂଆଦିଲ୍ଲୀ,୨୩।୭: ଭାରତ ଉଦଘାଟନୀ ଉତ୍ସବ ପୂର୍ବରୁ 2026 ରାଜ୍ୟଗୋଷ୍ଠୀ କ୍ରୀଡାରେ ପଦକ ତାଲିକା ଖୋଲିସାରିଛି। ଷ୍ଟାର ବକ୍ସର ଲୋଭଲିନା ବୋରଗୋହାଇନ ପ୍ରଥମ ରାଉଣ୍ଡରେ ବାଇ ପାଇ 75…

ପାଠ୍ୟପୁସ୍ତକରେ ଗୁରୁତର ତ୍ରୁଟି: ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ବିଜେଡି ଯୁବଛାତ୍ର

କେନ୍ଦୁଝର,୨୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟରେ ପାଠ୍ୟ ପୁସ୍ତକରେ ଗୁରୁତର ତ୍ରୁଟିକୁ ନେଇ ବିଜୁ ଜନତା ଦଳର ଯୁବ ଛାତ୍ର ଶାଖା ତରଫରୁ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri