ଜବତ ହେଲା ୨୬ ଲକ୍ଷ ଟଙ୍କାର ବ୍ରାଉନସୁଗାର

ଭଦ୍ରକ ଅଫିସ, ୬।୮: ଭଦ୍ରକ ଜିଲା ପୁରଣାବଜାର ପୋଲିସ ଶୁକ୍ରବାର ନଙ୍ଗାମହଲା ଅଞ୍ଚଳରୁ ୨୬୦ ଗ୍ରାମ୍‌ ବ୍ରାଉନସୁଗାର ଜବତ କରିଛି। ପୋଲିସ ଘଟଣାରେ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରିଛି । ସେମାନେ ହେଲେ ସାଦବ କାଦ୍ରୀ ଓ ଆଜାରୁଦ୍ଦିନ ଖାନ୍‌। ନଙ୍ଗାମହଲା ଅଞ୍ଚଳରେ ଦୀର୍ଘଦିନ ଧରି ବ୍ରାଉନସୁଗାର ବେପାର ଚାଲୁଥିଲା ବେଳେ ପୋଲିସ ଏହା ଉପରେ ନଜର ରଖିଥିଲା। ଗୁରୁବାର ସାଦବ ଓ ଆଜାରୁଦ୍ଦିନ ଜଳେଶ୍ୱରରୁ ବ୍ରାଉନସୁଗାର ଆଣି ବିକ୍ରି କରୁଥିବା ସମୟରେ ପୋଲିସ ସେମାନଙ୍କୁ କାବୁ କରିଥିଲା। ସେମାନଙ୍କ ନିକଟରୁ ବ୍ରାଉନସୁଗାର ସହ ଏକ ବାଇକ୍‌, ୧୭୦୦ ଟଙ୍କା ଓ ବ୍ରାଉନସୁଗାରରେ ବ୍ୟବହୃତ ସାମଗ୍ରୀ ଜବତ ହୋଇଛି। ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୨୬ ଲକ୍ଷ ହେବ। ଏନେଇ ପୁରୁଣାବଜାର ଥାନାରେ ଏକ ମାମଲା (ନଂ.୨୬୭/୨୧) ରୁଜୁ ହୋଇଥିବା ଏସ୍‌ଡିପିଓ ସାର୍ଥକ ରାୟ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?