୬୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୨ ଯୁବକଙ୍କ ସହ ମହିଳା ଗିରଫ

ଭୁବନେଶ୍ୱର,୧୭ା୧୦: ଦାମୀ କାର୍‌ରେ ଚାଲାଣ ହେଉଥିଲା ବ୍ରାଉନସୁଗାର। ଖବର ପାଇ ସ୍ପେଶାଲ କ୍ରାଇମ୍‌ ୟୁନିଟ୍‌ ଖୋର୍ଦ୍ଧାରୁ ୫୫୬ ଗ୍ରାମ୍‌ ବ୍ରାଉନସୁଗାର ଜବତ କରିଛି। ତେବେ ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୬୦ ଲକ୍ଷ ଟଙ୍କା ହେବ।
ଉକ୍ତ ଘଟଣାରେ ଖୋର୍ଦ୍ଧାର ଜଣେ ମହିଳା ଓ ନିମାପଡ଼ାର ୨ ଯୁବକ ଗିରଫ ହୋଇଛନ୍ତି। ଏମାନଙ୍କ ନିକଟରୁ ନଗଦ ୫ ଲକ୍ଷ ୧୦ ହଜାର ଟଙ୍କା ସହ ସୁନା ଓ ରୁପା ଅଳଙ୍କାର ମଧ୍ୟ ଜବତ ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

ବାଇକ୍‌  ଧକ୍କାରେ  ଚାଲିଗଲା ବୃଦ୍ଧଙ୍କ ଜୀବନ 

ମୋହନା,୨୦।୧( ମନ୍ମଥ ମିଶ୍ର ): ବାଇକ ଧକ୍କାରେ ବୃଦ୍ଧମୃତ। ମୃତ ବୃଦ୍ଧ ଜଣକ ହେଲେ ଆର.ଉଦୟଗିରି ଥାନା ନିସଂଗପୁର ଗ୍ରାମର ୭୦ ବର୍ଷୀୟ ସାରଥୀ ବେହେରଦଲାଇ।...

ତେଲଙ୍ଗାନାରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ

ଲାଠୋର,୨୦ା୧(ଭୁବନେଶ୍ୱର ବାରିକ)- ତେଲଙ୍ଗାନାକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ତୁରେକେଲା ଥାନା ଭାଲୁକୁନା ଗ୍ରାମର...

ଶତାଧିକ ଛତ୍ରୀଛାତ୍ର ଗାଇଲେ ବନ୍ଦେ ମାତରମ୍‌

କେସିଙ୍ଗା,୨୦ା୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ସ୍ତରୀୟ ବନ୍ଦେ ମାତରମ୍‌ ଗାନ କାର୍ଯ୍ୟକ୍ରମ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ବିଦ୍ୟାପୀଠ ଖେଳ ପଡିଆଠାରେ...

ମୁଖ୍ୟ ଚିକିତ୍ସାଳୟ ପଛପଟେ ଯୁବକଙ୍କ ମୃତଦେହ , ହତ୍ୟା ନେଇ ବଢୁଛି ସନ୍ଦେହ

ବରଗଡ,୨୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲଖ ମୁଖ୍ୟ ଚିକିତ୍ସାଳୟ ପଛପଟେ ରହିଥିବା ଟୁକୁର୍ଲା ଜଳାଶୟରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri