ମା’ ଭୈରବୀ ଯାତ୍ରାରେ ଖେଳିଗଲା ଚାଞ୍ଚଲ୍ୟ: ଯୁବକଙ୍କୁ ନିର୍ମମ ହତ୍ୟା

କୋରାପୁଟ, ୩।୩(ଅମିତାଭ ବେହେରା): କୋରାପୁଟ- ସୁନାବେଡା ୨୬ ନଂ ଜାତୀୟ ରାଜପଥର ଦୁରୁଗୁଡା ନିକଟରେ ଥିବା ମା’ ଭୈରବୀ ଠାକୁରାଣୀ ଯାତ୍ରାରେ ଏକ ହତ୍ୟାକାଣ୍ଡ ଘଟିଯାଇଛି। ଦୁରୁଗୁଡା ଗ୍ରାମର ରାଜୁ ମୁଦୁଲି (୩୫) ନାମକ ଯୁବକକୁ ହତ୍ୟା କରାଯାଉ ନିକଟସ୍ଥ ରେଳ ଧାରଣା ପକାଯାଇଥିବା ଜଣାଯାଇଛି। ଏହି ଖବର ପାଇ ରେଲୱେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରୁଛନ୍ତି। ମୃତ ଯୁବକ ଜଣେ ଟିପର ଡ୍ରାଇଭର ଥିବାବେଳେ ତାର ବର୍ତ୍ତମାନ ସ୍ତ୍ରୀ ଓ ୫ବର୍ଷର ଝିଅ ରହିଛନ୍ତି।

ସୂଚନା ଥାଉକି ଯେ, ସୋମବାର ରାତ୍ରରେ ଦୁରୁଗୁଡା ଗ୍ରାମର ରାଜୁ ମା’ ଭୈରବୀ ଯାତ୍ରା ଦେଖିବାକୁ ଆସିଥିବାବେଳେ କିଛି ଯୁବକମାନଙ୍କ ସହ ପାଟିତୁଣ୍ଡ ହୋଇଥିଲା। ଏହି ଘଟଣାକୁ ନେଇ ଏପରି ହତ୍ୟାକାଣ୍ଡ ଘଟିଥିବା ପାରମ୍ଭିକ ସୂଚନାରୁ ଜଣାପଡିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କାଳିପଲ୍ଲୀରେ କିଡ଼ନୀ ରୋଗର ଭୟାବହତା: ଚିନ୍ତାପ୍ରକଟ କରି ମୁଖ୍ୟମନ୍ତ୍ରୀଙ୍କୁ ଏହି ନିବେଦନ କଲେ ପ୍ରଦୀପ ପାଣିଗ୍ରାହୀ

ଗଞ୍ଜାମ/ଛତ୍ରପୁର,୨୧।୪(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ଜିଲା କାଳିପଲ୍ଲୀ ପଞ୍ଚାୟତରେ କାୟା ବିସ୍ତାର କରିଥିବା କିଡ଼ନୀ ରୋଗର ବ୍ୟାପକତାକୁ ନେଇ ଗଭୀର ଚିନ୍ତା ପ୍ରକଟ କରିଛନ୍ତି ବ୍ରହ୍ମପୁର ଏମ୍‌ପି…

ସିଏମ୍ ଟ୍ରଫି ଖୋଖୋ ଚାମ୍ପିୟନ୍ ହେଲେ ରାଇକିଆ ଛାତ୍ରୀ, ଛୁଟିଲା ଶୁଭେଚ୍ଛା

ରାଇକିଆ,୨୧।୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ଏଥଲେଟିକ୍ସ ଆସୋସିଏସନ୍ ତରଫରୁ ଆୟୋଜିତ ୧୫ବର୍ଷରୁ କମ୍ “ସିଏମ୍ ଟ୍ରଫି ୨.୦” ଜିଲାସ୍ତରୀୟ ଖୋଖୋ ପ୍ରତିଯୋଗୀତାରେ ଚାମ୍ପିୟନ୍ ହୋଇଛନ୍ତି ରାଇକିଆ ସରକାରୀ…

ମୋଦିଙ୍କୁ ‘ଆତଙ୍କବାଦୀ’ କହିଲେ ଖାର୍ଗେ: ବଢିଲା ବିବାଦ

ନୂଆଦିଲ୍ଲୀ,୨୧।୪: କଂଗ୍ରେସ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆତଙ୍କବାଦୀ ବୋଲି ଆଖ୍ୟା ଦେଇଛନ୍ତି। ଏହାକୁ ନେଇ ରାଜନୈତିକ ମହଲରେ ଏକ…

ନିର୍ବାଚନ କମିଶନରଙ୍କ ନୂଆ ନିୟମ, ରାତିରେ ବାଇକ ଚଳାଇବା ଉପରେ ଲାଗିଲା ବ୍ୟାନ୍

କୋଲକାତା,୨୧।୪: ବିଧାନସଭା ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ଦୁଇଚକିଆ ଯାନ ଉପରେ ନିର୍ବାଚନ କମିଶନର ବ୍ୟାନ କରିଛନ୍ତି । ଏହା ସହିତ ମୁକ୍ତ ଏବଂ ଶାନ୍ତିପୂର୍ଣ୍ଣ ମତଦାନ ସୁନିଶ୍ଚିତ…

ଛାତ୍ରୀଛାତ୍ରଙ୍କୁ ବଣ୍ଟାଗଲା ପୋଷାକ: ଶିକ୍ଷା ବର୍ଷ ୨୦୨୬- ୨୭ ପାଇଁ…

କର୍ଲାମୁଣ୍ଡା:୨୧/୪(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋରପୋଦର ପଞ୍ଚାୟତ ବତିକୁପା ପ୍ରାଥମିକ ବିଦ୍ୟାଳୟ ଠାରେ ପୋଷାକ ବିତରଣ ଉତ୍ସବ ବଣ୍ଟନ କାର୍ଯ୍ୟକ୍ରମ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି।…

୨ ମାସ ପୂର୍ବେ ଗଢିଥିଲେ ସୁଖର ସଂସାର, ହଠାତ୍‌ ଶାଶୁ ଘରେ ହୋଇଗଲେ ଅଚେତ୍‌, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ପରେ ବଢିଲା ସସ୍‌ପେନ୍ସ

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ପଞ୍ଚାୟତ ବରମୁଣ୍ଡୁଳି ଗ୍ରାମର ନବବିବାହିତା ଲିପ୍ସା ବିଷୋୟୀ(୨୦)ଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଦିଗପହଣ୍ଡି ଥାନା ଆଙ୍କୋରଡ଼ା…

CSKକୁ ଲାଗିଲା ବଡ଼ ଝଟକା, ସିଜନରୁ ବାଦ ପଡିଲେ ସର୍ବାଧିକ ସ୍କୋର୍ କରିଥିବା ଖେଳାଳୀ

ନୂଆଦିଲ୍ଲୀ,୨୧।୪: ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ୨୦୨୬ ଆଇପିଏଲ ସିଜିନ୍ ଭଲ ନଥିଲା। ଚଳିତ ସିଜିନ୍ ମଧ୍ୟଭାଗରେ, ଚେନ୍ନାଇ ଦଳ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି…

୩୩ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ: ଯୌତୁକ ପ୍ରଥା ବିରୋଧରେ ବଡ଼ ସାମାଜିକ ବାର୍ତ୍ତା

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ):ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ମଙ୍ଗଳବାର ବରଗଡ଼ ଜିଲା ମୁଖ୍ୟାଳୟସ୍ଥିତ ବେହେରା ବଜାର ପ୍ରାଙ୍ଗଣରେ ଜିଲାସ୍ତରୀୟ ସମୂହ ବିବାହ କାର୍ଯ୍ୟକ୍ରମ ସମ୍ପନ୍ନ ହୋଇଛି। କାର୍ଯ୍ୟକ୍ରମରେ ବରଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri