Posted inଜାତୀୟ

ରାଜନୀତିରୁ ସନ୍ନ୍ୟାସ ନେଇ ଘୋଷଣା କଲେ ବି.ଏସ୍‌. ୟେଦୁରୁପ୍ପା

ବେଙ୍ଗାଲୁରୁ, ୩୧।୧: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରୁପ୍ପା ରାଜନୀତିରୁ ସନ୍ନ୍ୟାସ ନେଇ ଘୋଷଣା କରିଛନ୍ତି। ଭାଜପାର କେନ୍ଦ୍ରୀୟ ସଂସଦୀୟ କମିଟିର ସେ ସଦସ୍ୟ ଥିବା ବେଳେ ରାଜନୀତିରେ ରହିବେ ବୋଲି ସ୍ପଷ୍ଟ କରିଛନ୍ତି।

ବେଲାଗାଭିରେ ଗଣମାଧ୍ୟମକୁ ସୂଚନା ଦେଇ ୟେଦୁରୁପ୍ପା କହିଛନ୍ତି, ସେ ଆଗାମୀ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଭବିଷ୍ୟତରେ ମଧ୍ୟ କୌଣସି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାର ଯୋଜନା ନାହିଁ। ଏବେ ତାଙ୍କର ବୟସ ୮୦ ବର୍ଷ। ଏଣୁ ସେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିପାରିବେ ନାହିଁ। ହେଲେ ସେ ସକ୍ରିୟ ରାଜନୀତିରେ ରହିବେ। ବର୍ତ୍ତମାନ ରାଜ୍ୟରେ ଭାଜପା ସରକାରକୁ କ୍ଷମତାକୁ ଆଣିବା ତାଙ୍କର ଏକମାତ୍ର ଲକ୍ଷ୍ୟ । ବିଶେଷକରି ୨୦୨୪ ଲୋକ ସଭା ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ଷମତାକୁ ଫେରିବା ନିଶ୍ଚିତ କରିବା ଦିଗରେ ସେ କାର୍ଯ୍ୟ କରିବେ ବୋଲି କହିଛନ୍ତି।

ଏହାଛଡ଼ା ସେ ଏକ ବର୍ଷ ପୂର୍ବେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାବେଳେ କୌଣସି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ନ କରିବାକୁ ନିଷ୍ପତ୍ତି ନେଇଥିଲେ ବୋଲି ୟେଦୁରୁପ୍ପାକହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ବଡ଼ ବିପଦ! ଭାରତରେ ଜୀବନ ନେଇପାରେ ତାତି, ଯାଇପାରେ ୪.୫ ଲକ୍ଷରୁ ଅଧିକ ଜୀବନ

ନୂଆଦିଲ୍ଲୀ,୨୩।୯: ଶକ୍ତିଶାଳୀ ଏଲ୍‌ ନିନୋକୁ ନେଇ ଜଳବାୟୁ ବିଶେଷଜ୍ଞମାନେ ବଡ଼ ଚେତାବନୀ ଦେଇଛନ୍ତି । ଏକ ନୂଆ ଆକଳନ ଅନୁସାରେ, ଆଗାମୀ ୬ ମାସରେ ଏହି କାରଣ…

‘ଯିଏ ରାମଙ୍କର ହେଲେନି, ସେ କୃଷ୍ଣଙ୍କର ହୋଇପାରିବେନି’: ଅଖିଳେଶଙ୍କୁ ଟାର୍ଗେଟ୍ କଲେ…

ଲକ୍ଷ୍ନୌ,୨୩।୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟା, କାଶୀ ଓ ମଥୁରାକୁ ନେଇ ରାଜନୈତିକ ବୟାନବାଜି ଜୋରଦାର ହୋଇଛି। ଅଯୋଧ୍ୟାରେ ରାସ୍ତା ପ୍ରଶସ୍ତୀକରଣକୁ ନେଇ ସମାଜବାଦୀ…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?