ବଢ଼ିଲା ମାଟ୍ରିକ୍‌ ଫର୍ମପୂରଣ ଅବଧି

କଟକ ଅଫିସ,୩।୨: ମାଟ୍ରିକ୍‌ ଫର୍ମପୂରଣ ଅବଧିକୁ ରାଜ୍ୟ ସରକାର ବଢ଼ାଇ ଦେଇଛନ୍ତି। ଫେବୃୟାରୀ ୧୦ ମଧ୍ୟରାତ୍ର ପର୍ଯ୍ୟନ୍ତ ଏହି ଅବଧି ବୃଦ୍ଧି କରାଯାଇଛି। ହାଇସ୍କୁଲ, ଓପନ ସ୍କୁଲ, ଧନ୍ଦାମୂଳକ ଶିକ୍ଷା ଫର୍ମପୂରଣ ଅବଧି ମଧ୍ୟ ବୃଦ୍ଧି କରାଯାଇଛି। ଅବଧି ବୃଦ୍ଧି ନେଇ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ପୂର୍ବରୁ ଏହି ଅବଧି ଫେବୃୟାରୀ ୨ ଯାଏ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅନୁଗୋଳ ବନଖଣ୍ଡର ଅଭିନବ ପଦକ୍ଷେପ : ଗଜ ଉପଦ୍ରବ ରୋକିବେ ‘ଗଜବନ୍ଧୁ’

ଅନୁଗୋଳ ଅଫିସ, ୨୨।୬ – ଅନେକ ସମୟରେ ଗଁ। ରେ ପଶି ମଣିଷ ମାରୁଛି ହାତୀ। ଦଳି ଚକଟି ନଷ୍ଟ କରୁଛି ହେକ୍ଟର ହେକ୍ଟର ଫସଲ।...

ନାଟମଣ୍ଡପ ଫାଟକୁ ନେଇ ବିବାଦ

ପୁରୀ ଅଫିସ,୨୪।୩: ଶ୍ରୀମନ୍ଦିର ନାଟମଣ୍ଡପରେ ବଡ଼ ଧରଣର ଫାଟ ଦେଖିବାକୁ ମିଳିବା ପରେ ଏହି ଫାଟ ନୂଆ କିମ୍ବା ପୁରୁଣା ତାହାକୁ ନେଇ ବିବାଦ ତେଜୁଛି।...

ପୋଖରୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

କାମାକ୍ଷାନଗର,୩୧।୮(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କଙ୍କଡାହାଡ଼ ଥାନା ତରାଜଙ୍ଗ ଗ୍ରାମର ଜଣେ ନାବାଳିକାଙ୍କ ଶନିବାର ପୋଖରୀରେ ବୁଡ଼ି ମୃତ୍ୟୁ ଘଟିଛି। ସେ ହେଲେ ଭାଗ୍ୟଧର ଷଣ୍ଢଙ୍କ ଝିଅ...

ଜଗନ୍ନାଥ ମନ୍ଦିରରେ ବିଜେ ହେଲେ ପଟିଦିଅଁ

ବାଲେଶ୍ୱର ଅଫିସ, ୬।୬- ଜଗନ୍ନାଥ ସଂସ୍କୃତିର ଅନନ୍ୟ ପରମ୍ପରା ପଟିଦିଅଁ ଅଙ୍କନ ଉତ୍ସବ ବାଲେଶ୍ୱର ଜିଲା ମଙ୍ଗଳପୁର ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇ ସ୍ନାନପୂର୍ଣ୍ଣିମା...

ଯୁବକଙ୍କ ମୁଣ୍ଡ କାଟି ହତ୍ୟା ଘଟଣା: ପରକୀୟା ପ୍ରୀତିରୁ ସ୍ତ୍ରୀ ଦ୍ୱାରା ଡାକି ହତ୍ୟା

ସୋରଡା,୨ା୮(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ସୋରଡା ବ୍ଲକ ବଡ଼ଗଡ଼ ଥାନା ଏକଲପୁର ଗ୍ରାମ ନିକଟ କେଶବ ତୋଟା ପାଖ ବିଲମାଳରୁ ବୋରସିଂର ନୀଳାଞ୍ଚଳ ପ୍ରଧାନ (୨୩)ଙ୍କ ମୃତଦେହ...

ଚାଷ ଜମି ଫାଟି ଆଁ, ମରୁଡ଼ି ଆଶଙ୍କା: ଚାଷୀକୂଳ ହତାଶ

ତେଲକୋଇ, ୨୫।୭(ଡି.ଏନ.ଏ.)-ସ୍ବଳ୍ପ ବୃଷ୍ଟି ପାତ ଯୋଗୁଁ ତେଲକୋଇ ବ୍ଲକରେ ଚାଷ ଜମି ଫାଟି ଆଁ କଲାଣି। ଧାନ ରୁଆ, ବିହୁଡା ଠପ ହୋଇଥିବା ବେଳେ ଧାନ...

ପାଟଣା ଅବକାରୀ ବିଭାଗର ଚଢ଼ାଉ: ୧୧୩ ଲିଟର ଦେଶୀ ମହୁଲି ଜବତ, ୪ ଗିରଫ

ପାଟଣା,୬।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଅବକାରୀ ଥାନା ପକ୍ଷରୁ ଗୁରୁବାର ପୂର୍ବାହ୍ନରେ ପାଟଣା ଥାନା ଓ ତୁରୁମୁଙ୍ଗା ଥାନା ଅଞ୍ଚଳରେ ବ୍ୟାପକ ଅବକାରୀ ଚଢ଼ାଉ କରାଯାଇଛି।...

ବାଇକ୍‌ -ସ୍କର୍ପିଓ ମୁହାଁମୁହିଁ : ୩ ଗୁରୁତର; ଟାୟାର ଜାଳି ରାସ୍ତା ଅବରୋଧକଲେ ଲୋକେ

ପରଜଙ୍ଗ,୧୨।୧୧(ଡି.ଏନ୍‌.ଏ): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ଅଧୀନ ଭାଲୁମୁଣ୍ଡା-ଆଲୁଅ ଝରଣ ପୂର୍ତ୍ତବିଭାଗ ରାସ୍ତାର ମହୁଲା ଛକ ନିକଟରେ ମଙ୍ଗଳବାର ସକାଳେ ସଡ଼କ ଦୁର୍ଘଟଣା...

Advertisement
Archives

Model This Week