ଘୁଞ୍ଚିଲା OTET ପେପର-୨ ପରୀକ୍ଷା ସମୟ; ଜାଣନ୍ତୁ ନୂଆ ସମୟସୂଚୀ

ନୂଆଦିଲ୍ଲୀ,୧୫ା୧୨: ଆସନ୍ତା ଡିସେମ୍ବର ୧୭ ତାରିଖରେ ହେବାକୁ ଥିବା ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET)ର ସମୟରେ ପରିବର୍ତ୍ତନ କରାଯାଇଛି। ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (BSE) ପକ୍ଷରୁ ଜାରି ହୋଇଥିବା ସଦ୍ୟ ବିଜ୍ଞପ୍ତି ଅନୁଯାୟୀ, OTETର ପେପର-୨ ପରୀକ୍ଷା ସମୟରେ ୩୦ ମିନିଟ୍ ପରିବର୍ତ୍ତନ କରାଯାଇଛି।

ପୂର୍ବ ନିର୍ଦ୍ଧାରିତ ସମୟ ଅପରାହ୍ନ ୨ଟାରୁ ୪.୩୦ ପରିବର୍ତ୍ତେ ବର୍ତ୍ତମାନ ଏହି ପରୀକ୍ଷା ଅପରାହ୍ନ ୧.୩୦ରୁ ୪ଟା ଯାଏଁ ଅନୁଷ୍ଠିତ ହେବ। ତେବେ ପେପର-୧ର ସମୟରେ କୌଣସି ପରିବର୍ତ୍ତନ କରାଯାଇନାହିଁ; ଏହା ସକାଳ ୯ଟାରୁ ୧୧.୩୦ ଯାଏଁ ହେବ। ଉଭୟ ପରୀକ୍ଷାରେ ଦିବ୍ୟାଙ୍ଗ ପ୍ରାର୍ଥୀମାନଙ୍କୁ ୫୦ ମିନିଟ୍ ଅଧିକ ସମୟ ମିଳିବ।

ଏହି ପରୀକ୍ଷା ପାଇଁ ରାଜ୍ୟର ୪୫୨ଟି କେନ୍ଦ୍ରରେ ମୋଟ୍ ୧,୬୦,୩୭୯ ଜଣ ପରୀକ୍ଷାର୍ଥୀ ଫର୍ମ ପୂରଣ କରିଛନ୍ତି, ଯେଉଁଥିରୁ ପେପର-୧ ପାଇଁ ୪୭,୭୨୦ ଏବଂ ପେପର-୨ ପାଇଁ ୧,୧୨,୬୫୯ ଜଣ ପ୍ରାର୍ଥୀ ଅଛନ୍ତି। ଏଥିପାଇଁ ବୋର୍ଡ ପକ୍ଷରୁ କଡ଼ା ସୁରକ୍ଷା ମଧ୍ୟରେ ରାଜ୍ୟର ୩୦ଟି ଜିଲାକୁ ୪୦ଟି ଭିନ୍ନ ଭିନ୍ନ ମାର୍ଗରେ ପ୍ରଶ୍ନପତ୍ର ଏବଂ OMR ସିଟ୍ ପଠାଇବା ପ୍ରକ୍ରିୟା ଆରମ୍ଭ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

ରାଜ୍ୟ ସଭା ନିର୍ବାଚନ: ବିଜୟ ପରେ ବିଜେଡି, କଂଗ୍ରେସ ବିଧାୟକଙ୍କୁ ଏମିତି କହିଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ଓଡ଼ିଶା ରାଜ୍ୟସଭା ନିର୍ବାଚନର ସବୁଠାରୁ ଚର୍ଚ୍ଚିତ ଆସନରେ ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ଭାଜପା ସମର୍ଥିତ ଏହି ଅଭିଜ୍ଞ ନେତାଙ୍କ ବିଜୟ ପରେ…

ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ

ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri