କଟକ,୨୦ା୯: BSE ସମ୍ପାଦକ ବଦଳିଛନ୍ତି। ସରୋଜ ବେହେରା ବିଏସ୍ଇର ନୂଆ ସମ୍ପାଦକ ହୋଇଛନ୍ତି। ST/SC ବିଭାଗ ଯୁଗ୍ମ ସଚିବ ଥିବା ସରୋଜଙ୍କୁ ବୋର୍ଡ ସମ୍ପାଦକ ଦାୟିତ୍ୱ ଦିଆଯାଇଛି। ସମ୍ପାଦକ ଦାୟିତ୍ୱରେ ଥିବା ସୋନିଆ ମିଶ୍ର ଅବକାରୀ ଅତିରିକ୍ତ କମିଶନର ହୋଇଛନ୍ତି।
କଟକ,୨୦ା୯: BSE ସମ୍ପାଦକ ବଦଳିଛନ୍ତି। ସରୋଜ ବେହେରା ବିଏସ୍ଇର ନୂଆ ସମ୍ପାଦକ ହୋଇଛନ୍ତି। ST/SC ବିଭାଗ ଯୁଗ୍ମ ସଚିବ ଥିବା ସରୋଜଙ୍କୁ ବୋର୍ଡ ସମ୍ପାଦକ ଦାୟିତ୍ୱ ଦିଆଯାଇଛି। ସମ୍ପାଦକ ଦାୟିତ୍ୱରେ ଥିବା ସୋନିଆ ମିଶ୍ର ଅବକାରୀ ଅତିରିକ୍ତ କମିଶନର ହୋଇଛନ୍ତି।
ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…
ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…
କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…
ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…
ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…
ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…
ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍…
ପୁରୀ,୨୧ା୭(ଅଜିତ୍ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…