Posted inଖେଳ

ଶେୟାର ବଜାରରେ ଉତ୍ସାହ ଜାରି, ପୁଣି ନୂଆ ରେକର୍ଡ କଲା ସେନସେକ୍ସ-ନିଫ୍ଟି

ମୁମ୍ବାଇ,୨୭।୫: ଗଲା ସପ୍ତାହରେ ଶେୟାର ବଜାର ଉତ୍ସାହ ଚଳିତ ସପ୍ତାହରେ ମଧ୍ୟ ଜାରି ରହିଛି। ସୋମବାର ଅର୍ଥାତ୍‌ ମେ ୨୭ ତାରିଖରେ ଶେୟାର ବଜାରର ଦୁଇ ବେଞମାର୍କ ଜବରଦସ୍ତ ଉତ୍ସାହ ସହିତ ଖୋଲିଥିଲା।

ସେନ୍‌ସେକ୍ସ ୨୦୦ ପଏଣ୍ଟ ବୃଦ୍ଧି ସହିତ ୭୫,୬୫୫.୪୬ ସ୍ତର ଅତିକ୍ରମ କରିଥିଲା ବେଳା ନିଫ୍ଟି ପ୍ରାୟ ୮୦ ପଏଣ୍ଟ ବୃଦ୍ଦି ସହିତ ୨୩,୦୩୮.୯୫ ରେ ଖୋଲିଥିଲା।

ଗତ ସପ୍ତାହରେ, ସେନସେକ୍ସ ୧,୪୦୪ ପଏଣ୍ଟ ବା ୧.୯୦ ପ୍ରତିଶତ ବୃଦ୍ଧି ସହିତ ୭୫,୪୧୦ ପଏଣ୍ଟରେ ବନ୍ଦ ହୋଇଯାଇଥିଲା। ଏହି ଅବଧି ମଧ୍ୟରେ, ବିଏସଇ ସେନସେକ୍ସ ୭୫,୬୩୬ ପଏଣ୍ଟ ଛୁଇଁ ସର୍ବକାଳୀନ ଉଚ୍ଚତା ଉଚ୍ଚତିରେ ପହଞ୍ଚିଥିଲା। ଏହି ସମୟରେ, ନିଫ୍ଟି ୪୫୫ ପଏଣ୍ଟ କିମ୍ବା ୨ ପ୍ରତିଶତ ବୃଦ୍ଧି ପାଇ ୨୨,୯୫୭ ପଏଣ୍ଟରେ ବନ୍ଦ ହୋଇଥିଲା।

ଏହା ବ୍ୟତୀତ ଗତ ସପ୍ତାହରେ ଏଫଆଇଆଇ ବଜାରରେ ୧,୧୬୫.୫୪ କୋଟି ଟଙ୍କା ବିକ୍ରି କରିଛି, ଯାହା ଗତ କିଛି ସପ୍ତାହ ମଧ୍ୟରେ ସର୍ବନିମ୍ନ ଅଟେ। ଏହା ସ୍ପଷ୍ଟ ଭାବରେ ଦର୍ଶାଉଛି ଯେ ବିଦେଶୀ ନିବେଶକମାନେ ପୁନର୍ବାର ଭାରତୀୟ ବଜାରରେ ଆତ୍ମବିଶ୍ୱାସ ପ୍ରଦର୍ଶନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ବ ଚାମ୍ପିୟନ ଭାରତକୁ ଧରାଶାୟୀ କଲା ଆୟାର୍ଲାଣ୍ଡ

ବେଲ୍‌ଫାଷ୍ଟ, ୨୮ା୬: ଆୟର୍ଲାଣ୍ଡ ବିପକ୍ଷରେ ଭାରତର ଶକ୍ତିଶାଳୀ ବ୍ୟାଟିଂ ଲାଇନ୍‌ ଅପ୍‌ ପୁଣି ବିଫଳ ହୋଇଛି। ସ୍ଥାନୀୟ ସିଭିଲ ସର୍ଭିସ କ୍ରିକେଟ କ୍ଲବଠାରେ ରବିବାର ଖେଳାଯାଇଥିବା ଦ୍ୱିତୀୟ…

ଟି୨୦ ବିଶ୍ୱକପରେ ଭାରତର ଅଭିଯାନ ଶେଷ

ଲଣ୍ଡନ, ୨୮।୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପର ଗ୍ରୁପ୍‌ ପର୍ଯ୍ୟାୟରୁ ଭାରତ ଅଭିଯାନ ଶେଷ ହୋଇଛି। ରବିବାର ଅନୁଷ୍ଠିତ ଅନ୍ତିମ ଲିଗ୍‌ ମ୍ୟାଚରେ ଭାରତକୁ ଅଷ୍ଟ୍ରେଲିଆ…

କ୍ରିକେଟ ଟୁର୍ନାମେଣ୍ଟ, ସୋମପେଣ୍ଠା ବିଜୟୀ, ଖେଳାଳିଙ୍କୁ ଉତ୍ସାହିତ କଲେ ବିଧାୟକ

ଛତ୍ରପୁର,୨୮।୬(ଦିଲ୍ଲୀପି ସାମଲ): ଛତ୍ରପୁର ନିକଟସ୍ଥ ଟି. ନୂଆଁଗାଁ ପଡ଼ିଆରେ ଚାଲିଥିବା ଶ୍ରୀଶ୍ରୀ ବାବା ଅଗସ୍ତିଶ୍ୱର କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ ରଙ୍ଗେଈଲୁଣ୍ଡା ଏବଂ…

ସରକାରୀ ଚାକିରି ଦେବା ନାମରେ ୨୩ ଲକ୍ଷ ଠକେଇ

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ପୋଲିସ ଚାକିରି ଦେବା ନାମରେ ଠକେଇ ମାମଲାର ପର୍ଦ୍ଦାଫାଶ କରିଛି। ଘଟଣାରେ ଜଡ଼ିତ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ…

ତିରୁମାଲା ମନ୍ଦିର ସୁପ୍ରଭାତ ସେବାରେ ଯୋଗଦେଲେ ଅନନ୍ତ ଅମ୍ବାନୀ, କଲେ ମୁଣ୍ଡନ

ତିରୁମାଲା,୨୮।୬: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଅନନ୍ତ ଅମ୍ବାନୀ ରବିବାର ତିରୁମାଲାର ପାହାଡ଼ରେ ଅବସ୍ଥିତ ପବିତ୍ର ଭଗବାନ ଭେଙ୍କଟେଶ୍ୱରଙ୍କ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଅନନ୍ତ ତିରୁମାଲାରେ…

ଅଚାନକ ଅବସର ନେଲେ ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସ

ୱେଲିଂଟନ,୨୮।୬: ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ତୃତୀୟ ଟେଷ୍ଟରେ କ୍ରିକେଟକୁ ବିଦାୟ ଦେଇ ଅଲ୍‌ରାଉଣ୍ଡର ତଥା ଇଂଲଣ୍ଡ ଟେଷ୍ଟ ଅଧିନାୟକ ବେନ୍‌ ଷ୍ଟୋକ୍ସ ଆଶ୍ଚର୍ଯ୍ୟଜନକ ଭାବେ ଅବସର ନେଇଛନ୍ତି।…

ବ୍ରାଉନସୁଗାର ଜବତ ଘଟଣା: ୪ ଜଣଙ୍କ ମଧ୍ୟରୁ ଜେଲ ହାଜତକୁ ଗଲେ ୩, ଜଣେ ଖଲାସ

ହାଟଡିହୀ/କେନ୍ଦୁଝର,୨୮।୬(ଶୁଭକାନ୍ତ ନାୟକ/ନରେଶ ଚନ୍ଦ୍ର ପଟ୍ଟନାୟକ): ବ୍ରାଉନସୁଗାର ଜବତ ଘଟଣାରେ ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୩ ଜଣ ଜେଲ ହାଜତକୁ…

ଚେନ୍ନାଇରୁ ଘରକୁ ଫେରିବା ବାଟରେ ଶ୍ରମିକ ନିଖୋଜ, ଖୋଜିବା ପାଇଁ ସ୍ତ୍ରୀଙ୍କ ନିବେଦନ

ଦେବଗଡ,୨୮ା୬(ଶଶାଙ୍କ ଶେଖର ଝାଙ୍କର): ଚେନ୍ନାଇରୁ ଘରକୁ ଫେରୁଥିବା ସମୟରେ ଦେବଗଡ ଜିଲା ରିଆମାଳ ଥାନା ଅଞ୍ଚଳର ପୁରମୁଣ୍ଡା ଗ୍ରାମର ଜଣେ ଶ୍ରମିକ ନିଖୋଜ ହୋଇଯାଇଥିବା ଜଣାପଡିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri