Posted inଜାତୀୟ

ଭାରତ ସୀମାରେ ଅନୁପ୍ରବେଶ ଉଦ୍ୟମ, ପାକିସ୍ତାନ ଯୁବକଙ୍କ ଗୋଡକୁ ଗୁଳି କଲେ ବିଏସଏଫ ଯବାନ

ଶ୍ରୀଗଙ୍ଗାନଗର,୨୭ ।୧୧: ବିଏସଏଫ ଯବାନଙ୍କ କଡା ନଜର ମଧ୍ୟରେ ପୁଣିଥରେ ଭାରତୀୟ ସୀମାରେ ଅନୁପ୍ରବେଶ ଉଦ୍ୟମ କରୁଥିବା ପାକିସ୍ତାନ ଯୁବକଙ୍କ ଯୋଜନା ପଣ୍ଡ ହୋଇଛି । ଶନିବାର ରାଜସ୍ଥାନର ଶ୍ରୀଗଙ୍ଗାପୁରର ଶ୍ରୀକରଣପୁର ସୀମାରେ ଜଣେ ଯୁବକ ଅନୁପ୍ରବେଶ କରିବାକୁ ଉଦ୍ୟମ କରୁଥିଲେ । ବିଏସଏଫ ଉକ୍ତ ଯୁବକଙ୍କୁ ଅଟକାଇବାକୁ ଉଦ୍ୟମ କରିଥିଲେ ବି ସେ ଏହାକୁ ନ ମାନିବାରୁ ବିଏସଏଫ ଯବାନ ଉକ୍ତ ପାକିସ୍ତାନୀ ଯୁବକଙ୍କ ଗୋଡକୁ ଗୁଳି କରି ଦେଇଥିଲେ । ଫଳରେ ସେହି ସ୍ଥାନରେ ହିଁ ଯୁବକ ଜଣକ ପଡି ଯାଇଥିଲେ ।
ମିଡିଆ ରିପୋର୍ଟ ଅନୁଯାୟୀ, ବିଏସଏଫ ଜବାନ ଉକ୍ତ ଯୁବକଙ୍କୁ ପଚରାଉଚରା କରିଥିଲେ ଓ ପରେ ତାଙ୍କୁ ପାକିସ୍ତାନ ରେଞ୍ଜର୍ସଙ୍କୁ ହସ୍ତାନ୍ତର କରି ଦେଇଥିଲେ । ପାକିସ୍ତାନ ଯୁବକଙ୍କ ନିକଟରୁ ଏକ ପରିଚୟ ପତ୍ର ବ୍ୟତୀତ ଆଉ କିଛି ମିଳି ନ ଥିଲା । ଅନୁପ୍ରବେଶ ଉଦ୍ୟମ କରୁଥିବା ଯୁବକ ତାଙ୍କ ନାମ ସଫଦର ହୁସେନ (୩୯) ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…

ଜୁଆଆଡ୍ଡା ପରିଚାଳନାକୁ ନେଇ ୨ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ପଞ୍ଚାୟତ କାଣ୍ଡସର ଗାଁ ନିକଟରେ ଦୀର୍ଘ ଦିନ ହେଲା ଚାଲିଥିବା ଜୁଆଆଡ୍ଡା ପରିଚାଳନାକୁ କେନ୍ଦ୍ରକରି ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?