Posted inଜାତୀୟ

ସେନା ଗାଡି ଦୁର୍ଘଟଣାଗ୍ରସ୍ତ: ଜଣେ ଯବାନ ମୃତ

ଶ୍ରୀନଗର,୭।୫: ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲାରେ ଏକ ସେନା ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ବିଏସଏଫ୍‌ ଯବାନଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଆହତ ହୋଇଛନ୍ତି। ରବିବାର ମାନକୋଟ ସେକ୍ଟରରେ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି। ଆହତମାନଙ୍କୁ ନିକଟସ୍ଥ ଆର୍ମି ମେଡିକାଲ କ୍ୟାମ୍ପରେ ଭର୍ତ୍ତି କରାଯାଇଛି। ଏହି ଦୁର୍ଘଟଣାରେ ୪ ଜଣ ଯବାନ ଗୁରୁତର ଆହତ ହୋଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ ଦଶମ ପାସ୍‌ ହାର ୯୩.୭୦%

ଭୁବନେଶ୍ୱର,୧୬ା୪(ସୁଚିସ୍ମିତା ସାହୁ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ସର୍ବ ଭାରତୀୟସ୍ତରରେ ଦଶମ ପାସ୍‌ ହାର ୯୩.୭୦% ରହିିଥିବାବେଳେ…

ଇରାନ୍‌ରେ ମୁନିର, ସାଉଦି ଆରବରେ ଶରିଫ୍‌

ତେହରାନ୍‌/ରିୟାଦ,୧୬ ୪: ପାକିସ୍ତାନର ସର୍ବୋଚ୍ଚ ସାମରିକ ଅଧିକାରୀ ଫିଲ୍ଡ ମାର୍ଶାଲ ଆସିମ ମୁନିର ବୁଧବାର ଇରାନ୍‌ରେ ପହଞ୍ଚତ୍ଥିବାବେଳେ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌ ସାଉଦି ଆରବ ଗସ୍ତ କରିଛନ୍ତି।…

ଆମେରିକା ଦେଲା ଝଟକା: ଆଉ ରୁଷିଆଠାରୁ ଶସ୍ତା ତେଲ କିଣିପାରିବ ନାହିଁ ଭାରତ

ତେହରାନ୍‌,୧୬।୪: ହର୍ମୁଜ ଅବରୋଧ ମଧ୍ୟରେ, ଆମେରିକା ଏକ ଗୁରୁତ୍ୱପୂର୍ଣ୍ଣ ଆଘାତ ଦେଇଛି। ଯାହା ଅନେକ ଦେଶକୁ ପ୍ରଭାବିତ କରିବ। ପ୍ରକୃତରେ, ଆମେରିକା ଆଉ ଭାରତକୁ ରୁଷୀୟ ତେଲ…

RCBର ଏତିହାସିକ ବିଜୟ, ପ୍ରଥମ ଥର ପାଇଁ ଘରୋଇ ମଇଦାନରେ ଲକ୍ଷ୍ନୌକୁ କଲା ପରାସ୍ତ

ନୂଆଦିଲ୍ଲୀ,୧୫।୪: ଭାରତୀୟ ପ୍ରିମିୟର ଲିଗ୍  ର ଏକ ରୋମାଞ୍ଚକର ମୁକାବିଲାରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ନିଜର ଘରୋଇ ଗ୍ରାଉଣ୍ଡ ଏମ୍.ଏ. ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଲକ୍ଷ୍ନୌ ସୁପର ଜାଏଣ୍ଟସ…

ଏଥର ରାଜସ୍ଥାନ ରୟାଲ୍ସ ହିଁ ଜିତିବ ଆଇପିଏଲ୍‌? ଗୋଟିଏ ପରାଜୟ ଦେଲା ଖୁସିଖବର!

ନୂଆଦିଲ୍ଲୀ,୧୫।୪: ଆଇପିଏଲ୍‌ ୨୦୨୬ ସଂସ୍କରଣରେ ରାଜସ୍ଥାନ ରୟାଲ୍ସ (RR) ଚମତ୍କାର ପ୍ରଦର୍ଶନ ଜାରି ରଖିଛି। ବର୍ତ୍ତମାନ ସୁଦ୍ଧା ଖେଳିଥିବା ୫ଟି ମ୍ୟାଚ୍‌ରୁ ଦଳ ୪ଟିରେ ବିଜୟୀ ହୋଇଥିବାବେଳେ,…

RCB ପ୍ଲେଇଂ ୧୧ରୁ ବାଦ୍‌ ପଡ଼ିଲେ ବିରାଟ କୋହଲି, କାହିଁକି ନିଆଗଲା ଏଭଳି ବଡ଼ ନିଷ୍ପତ୍ତି?

ବେଙ୍ଗାଲୁରୁ,୧୫।୪: ଆଇପିଏଲ୍‌ ୨୦୨୬ର ୨୩ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳୁଛି। ବେଙ୍ଗାଲୁରୁର…

ଫୁଲବାଣୀ ଜେଲରେ ବିଚାରଧିନ କଏଦୀଙ୍କ ମୃତ୍ୟୁ, ଆଦର୍ଶ ଥାନା ପୋଲିସକୁ ଦାୟୀ କଲେ ପରିବାର

ଫୁଲବାଣୀ,୧୫।୪(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫୁଲବାଣୀ ସର୍କଲ ଜେଲରେ ଥିବା ଜଣେ ବିଚାରଧିନ କଏଦୀଙ୍କ ମୃତ୍ୟୁକୁ ନେଇ ବୁଧବାର ଉତ୍ତେଜନା ପ୍ରକାଶ ପାଇଛି । ତେବେ…

ଦଣ୍ଡନାଚ ଦେଖିବା ବେଳେ ଠେଲାପେଲାକୁ ନେଇ ମାରପିଟ; ୫ ଆହାତ, ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ଭାଲିଆଝୋଳା ଗ୍ରାମରେ ଦଣ୍ଡନାଚ ଚାଲିଥିବା ବେଳେ ଠେଲାପେଲା । ମଙ୍ଗଳବାର ବିଳମ୍ବିତ ରାତି ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri