Posted inଜାତୀୟ

ବିଏସ୍‌ଏଫ୍‌ ପକ୍ଷରୁ ରାଜପଥରେ ‘ବେଟି ବଚାଓ, ବେଟି ପଢ଼ାଓ’ ସଚେତନତା ବାର୍ତ୍ତା…

ନୂଆଦିଲ୍ଲୀ, ୨୬।୧ : ଦେଶର ୭୩ ତମ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ରାଜଧାନୀ ଦିଲ୍ଲୀର ରାଜପଥରେ ବିଏସ୍‌ଏଫ୍‌ ପକ୍ଷରୁ ‘ବେଟି ବଚାଓ, ବେଟି ପଢ଼ାଓ’ ସଚେତନତା ବାର୍ତ୍ତା ଦିଆଯାଇଛି। ବିଏସ୍‌ଏଫ୍‌ର ଡେୟାର ଡେଭିଲ୍‌ ଟିମ୍‌ ପକ୍ଷରୁ ହୋଇଥିବା ମୋଟରସାଇକେଲରେ ବିଭିନ୍ନ କଳାକୌଶଳ ପ୍ରଦର୍ଶନରେ ଏଭଳି କରାଯାଇଛି। ବିଏସ୍‌ଏଫ୍‌ ଯବାନମାନେ ହାତରେ ପ୍ଲାକାର୍ଡ ଧରି ଏହି ସଚେତନତା ବାର୍ତ୍ତା ଦେଇଛନ୍ତି। ଏବେ ଏହା ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଜି ଖାଇବା ପରେ ରକ୍ତବାନ୍ତି କଲେ ଗ୍ରାମବାସୀ

ଡେରାଡୁନ: ଏକ ଧାର୍ମିକ କାର୍ଯ୍ୟକ୍ରମରେ ସମସ୍ତ ଗ୍ରାମବାସୀ ଏକାଠି ବସି ଖାଇଥିଲେ। ଖାଇବା ପରେ ୪୦ରୁ ଅଧିକ ଲୋକ ଅସୁସ୍ଥ ହୋଇପଡ଼ିଥିଲେ। ଏମିତି ଘଟଣା ଉତ୍ତରପ୍ରଦେଶରେ...

ରାଷ୍ଟ୍ରପତି ଅସୁସ୍ଥ: ଛାତିରେ ଯନ୍ତ୍ରଣା ଯୋଗୁ ଆର୍ମି ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୨୬।୩: ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଶୁକ୍ରବାର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସକାଳେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଦିଲ୍ଲୀରେ ଥିବା ଆର୍ମି...

୭୬ ଦିନ ମଧ୍ୟରେ ଭାରତରେ କରୋନା ସଂକ୍ରମଣ  ଶୀର୍ଷରେ ପହଞ୍ଚିବ: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ,୧୫।୬: କରୋନା ସଂକ୍ରମଣ ଯୋଗୁ ଭାରତରେ ସ୍ଥିତି କ୍ରମଶଃ ସଙ୍କଟ ଜେନକ ହେବାରେ ଲାଗିଛି। ଏପରିସ୍ଥଳେ ଆଇସିଏମ୍‌ଆର୍‌ ପକ୍ଷରୁ ପ୍ରକାଶିତ ଏକ ସର୍ଭେ ରିପୋର୍ଟରେ ଉଲ୍ଲେଖ...

ଜଲିକଟ୍ଟୁ ଦେଖି କୃଷକଙ୍କୁ ସମର୍ଥନ କରିବେ ରାହୁଲ

ନୂଆଦିଲ୍ଲୀ୧୨।୧: କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର ତାମିଲନାଡୁ ଗସ୍ତ କରିବେ। ଗସ୍ତ ବେଳେ ପୋଙ୍ଗଲ ପର୍ବ ପାଳନ ଅବସରରେ ମଦୁରାଇରେ ଆୟୋଜିତ ହେଉଥିବା ‘ଜଲିକଟ୍ଟୁ’(ଷଣ୍ଢ...

ସାମ୍ବା ସେକ୍ଟରରେ ୪ ସନ୍ଦିଗ୍ଧ ଡ୍ରୋନ୍‌…

ଶ୍ରୀନଗର,୨।୮: ସୀମାରେ ଅନୁପ୍ରବେଶ ଉଦ୍ୟମରେ ବିଫଳ ହେବା ପରେ ପାକିସ୍ତାନ ଏବେ ଡ୍ରୋନ ଷ୍ଟ୍ରାଇକ ଷଡ଼ଯନ୍ତ୍ର କରୁଛି। ତେଣୁ ଲଗାତାର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖା(ଏଲ୍‌ଓସି)...

ରାସ୍ତାରେ ଯାଉଥିବା ସମୟରେ ହଠାତ୍‌ ଜଳିଉଠିଲା ବିଏମ୍‌ଡବ୍ଲ୍ୟୁ, ଆଉ ତା’ ପରେ…

ଲକ୍ଷ୍ନୌ,୧୩ା୯: ଉତ୍ତରପ୍ରଦେଶର ଲକ୍ଷ୍ନୌରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ରାସ୍ତାରେ ଯାଉଥିବା ସମୟରେ ହଠାତ୍‌ ଜଳିଉଠିଲା ବିଏମ୍‌ଡବ୍ଲ୍ୟୁ। ଆଉ ଏଥିରେ ବସିଥିବା ଦମ୍ପତି ଅଳ୍ପକେ...

ଆଫଗାନିସ୍ତାନକୁ ପୁଣି ସହାୟତାର ହାତ ବଢାଇଲା ଭାରତ

ନୂଆଦିଲ୍ଲୀ,୨ ।୧: ସାରା ବିଶ୍ୱରେ କରୋନା ଓ ଓମିକ୍ରନ୍ ଭାରିଏଣ୍ଟ ତାଣ୍ଡବ ରଚୁଥିବା ବେଳେ ଏବେ ଆଫଗାନିସ୍ତାନକୁ ସହାୟତାର ହାତ ବଢାଇଛି ଭାରତ । ଭାରତ...

ଭାଜପାର ମିଶନ ପଶ୍ଚିମବଙ୍ଗ

କୋଲକାତା, ୧୪।୧୦: ଭାଜପା ପକ୍ଷରୁ ପଶ୍ଚିମବଙ୍ଗରେ ଶକ୍ତି ବୃଦ୍ଧି ପାଇଁ ଯୋଜନା ଆରମ୍ଭ ହୋଇଛି। ମିଶନ ପଶ୍ଚିମବଙ୍ଗ ଅନ୍ତର୍ଗତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁର୍ଗାପୂଜା ଅବସରରେ...

Advertisement
Archives

Model This Week