Posted inଜାତୀୟ

ଭୀଷଣ ଗରମ ଯୋଗୁ ସୀମାରେ ନିୟୋଜିତ ବିଏସଏଫ୍‌ ଅଧିକାରୀ ଓ ଯବାନ ମୃତ

ଅହମ୍ମଦାବାଦ, ୨୦।୭: ଭାରତ ପାକିସ୍ତାନ ଅନ୍ତରାଷ୍ଟ୍ରୀୟ ସୀମାସ୍ଥିତ ଗୁଜରାଟର ହରାମି ନାଲା କ୍ରିକ୍‌ ଅଞ୍ଚଳରେ ପ୍ରବଳ ଗରମ ଯୋଗୁ ଶନିବାର ସୀମା ସୁରକ୍ଷା ବଳ(ବିଏସ୍‌ଏଫ୍‌)ର ଜଣେ ଅଧିକାରୀ ଓ ଜଣେ ଯବାନଙ୍କର ମୃତ୍ୟୁ ଘଟିଛି। ଆସିଷ୍ଟାଣ୍ଟ୍‌ କମାଣ୍ଡାଣ୍ଟ୍‌ ବିଶ୍ୱ ଦେଓ ଓ ହେଡ୍‌ କନଷ୍ଟେବଳ ଦୟାଲ ରାମଙ୍କର ଡିହାଇଡ୍ରେସନ ଓ ହିଟ୍‌ ଷ୍ଟ୍ରୋକ୍‌ ଯୋଗୁ ମୃତ୍ୟୁ ଘଟିଥିବା ଆଧିକାରିକ ସୂତ୍ରରୁ ଜଣାପଡ଼ିଛି।

ଅଧିକାଂଶ ସମୟ ସୀମା ସୁରକ୍ଷାରେ ନିୟୋଜିତ ରହୁଥିବାରୁ ଉଭୟଙ୍କ ଶରୀରର ଜଳୀୟଅଂଶ କମିଯାଇଥିଲା। ସୂଚନାଯୋଗ୍ୟ, ଗତ କିଛି ଦିନ ଧରି ଗୁଜରାଟର ରନ୍‌ ଅଫ୍‌ କଚ୍ଛ ଓ ହରାମି ନାଲା କ୍ରିକ୍‌ ଅଞ୍ଚଳରେ ତାପମାତ୍ରା ୩୪ରୁ ୩୬ ଡିଗ୍ରୀ ସେଲ୍‌ସିୟସ ରହୁଥିବାବେଳେ ଆଦ୍ରତା ସ୍ତର ୮୦ରୁ ୮୨% ଯାଏ ପହଞ୍ଚୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ଅଭିଜିତ ଦୀପକେଙ୍କ ମିଶି କ’ଣ କରିବାକୁ ଯାଉଛନ୍ତି ସୋନମ ୱାଙ୍ଗଚୁକ? କଲେ ବଡ଼ ଘୋଷଣା, ସେପ୍ଟେମ୍ବର ୧୯…

ନୂଆଦିଲ୍ଲୀ,୧୨।୯: ଲଦାଖରେ ସେପ୍ଟେମ୍ବର ୧୯ରୁ ହେବାକୁ ଥିବା ସୋନମ ୱାଙ୍ଗଚୁକଙ୍କ ପଦଯାତ୍ରାକୁ ନେଇ ଏବେ ପ୍ରତିକ୍ରିୟା ଆସିଛି। ସୋନମ ୱାଙ୍ଗଚୁକ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଭିଡିଓ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ…

ବୈଜ୍ଞାନିକଙ୍କ ଆକଳନଠାରୁ ଦ୍ରୁତଗତିରେ ସଙ୍କୁଚିତ ହେଉଛି ବୁଧ

କେପ୍‌ କାନାଭେରାଲ,୧୨ା୯: ଆମ ସୌରମଣ୍ଡଳର ସବୁଠାରୁ ଛୋଟ ଏବଂ ସୂର୍ଯ୍ୟର ସବୁଠାରୁ ନିକଟତର ଗ୍ରହ ‘ବୁଧ’କୁ ନେଇ ଏକ ଚମକପ୍ରଦ ତଥ୍ୟ ସାମ୍ନାକୁ ଆସିଛି। ବୈଜ୍ଞାନିକମାନଙ୍କ ଆକଳନ…

ଓରାଙ୍ଗ୍‌ଉଟାନ ଉଦ୍ଧାର ଘଟଣା: ଦୀଘାରୁ ୩ ଜଣଙ୍କୁ ଉଠାଇ ଆଣିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର/ଭୋଗରାଇ,୧୨ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ରଣକୋଠା ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ଘଟଣାରେ ତଦନ୍ତକୁ ତ୍ୱରାନ୍ବିତ କରିଛି…

ଦୁବାଇରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଓଡ଼ିଶାରେ…

ଭୁବନେଶ୍ୱର,୧୨ା୯(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ତାଙ୍କ ଟିମ୍‌ ୪ର୍ଥ ଦିନରେ ଦୁବାଇ ଠାରେ ଏକ ରୋଡ୍‌ ଶୋ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଓଡ଼ିଶାର ଶିଳ୍ପ…

ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍‌ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…

ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା…

ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର : ଜାତିଆଣ ମନ୍ତବ୍ୟ…

ଛତ୍ରପୁର, ୧୧/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଆସିକା ବ୍ଲକ ଅନ୍ତର୍ଗତ ହରିପଦପୁର ଗ୍ରାମପଞ୍ଚାୟତର ସମସ୍ୟା ନେଇ ବ୍ଲକରେ ଅନୁଷ୍ଠିତ ସମିତି ବୈଠକରେ ବିଧାୟକଙ୍କ ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?