Posted inଜାତୀୟ

ପାକିସ୍ତାନ ରେଞ୍ଜର୍ସଙ୍କୁ ମିଠା ଦେଲେ ବିଏସଏଫ ଯବାନ

ନୂଆଦିଲ୍ଲୀ,୨୬।୧: ସାରା ଦେଶରେ ଆଜି ୭୩ ତମ ସାଧାରଣତନ୍ତ୍ର ଦିବସ ପାଳିତ ହେଉଛି। ଏହି ଅବସରରେ ଅଟ୍ଟାରୀ-ୱାଘା ସୀମାରେ ସୀମା ସୁରକ୍ଷା ବଳ (ବିଏସଏଫ) ଏବଂ ପାକିସ୍ତାନ ରେଞ୍ଜର୍ସ ମଧ୍ୟରେ ମିଠା ବିନିମୟ ହୋଇଥିଲା। ଏହା ପୂର୍ବରୁ ଦୀପାବଳିରେ ଭାରତ ଏବଂ ପାକିସ୍ତାନର ଅଧିକାରୀମାନେ ପରସ୍ପରକୁ ମିଠା ଦେଇଥିଲେ।
ସୂଚନାଯୋଗ୍ୟ, ସ୍ବାଧୀନତା ଦିବସ, ସାଧାରଣନ୍ତ୍ର ଦିବସ ବ୍ୟତୀତ ଇଦ, ହୋଲି, ଦୀପାବଳିରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମିଠା ବିନିମୟ କରିବାର ପରମ୍ପରା ରହିଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିକେନ୍‌ରେ କରୋନା ଭୂତାଣୁ !

ବେଜିଂ, ୧୩।୮: କରୋନା ଭୂତାଣୁର ଏନ୍ତୁଡିଶାଳ ପାଲଟି ଥିବା ଚାଇନା ଏବେ ନୂଆ ଦାବି କରିଛି। ବ୍ରାଜିଲ୍‌ରୁ ଆସିଥିବା ଫ୍ରୋଜେନ୍‌ ଚିକେନ୍‌ରେ କରୋନା ଭୂତାଣୁ ଥିବା...

ବିଗିଡ଼ିଲା ସ୍ବାସ୍ଥ୍ୟାବସ୍ଥା: ସୁପରଷ୍ଟାର ରଜନୀକାନ୍ତ ହସ୍ପିଟାଲରେ ଭର୍ତ୍ତି

ହାଇଦ୍ରାବାଦ,୨୫।୧୨: ତାମିଲ ସୁପରଷ୍ଟାର ରଜନୀକାନ୍ତ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଶୁକ୍ରବାର ସକାଳେ ତାଙ୍କର ବ୍ଲଡପ୍ରେସର(ରକ୍ତଚାପ) ଦ୍ରୁତ ବେଗରେ ଉପରତଳ ହେଉଥିବାରୁ ତାଙ୍କୁ ଶୁକ୍ରବାର ସକାଳେ ହାଇଦ୍ରାବାଦର...

ଉତ୍ତରପ୍ରଦେଶ ଉପନିର୍ବାଚନ: ରାମପୁରରୁ ଧରା ପଡ଼ିଲେ ସମାଜବାଦୀ ପାର୍ଟିର ୭ ନକଲି ଏଜେଣ୍ଟ

ଲକ୍ଷ୍ନୌ,୨୧।୧୦: ଉତ୍ତରପ୍ରଦେଶରେ ୧୧ଟି ବିଧାନସଭା ଆସନ ପାଇଁ ସୋମବାର ମତଦାନ ଜରି ରହିଛି। ରାମପୁର ବିଧାନସଭା ଆସନର ବିଭିନ୍ନ ମତଦାନ କେନ୍ଦ୍ରରୁ ୭ ଜଣ ନକଲି...

‘ ଭାଜପାରେ କେହି ରହିବେ ନାହିଁ ’

ନୂଆଦିଲ୍ଲୀ,୧୧।୬ : ବର୍ତ୍ତମାନ ଭାଜପାରେ ଯେଉଁଭଳି ସ୍ଥିତି କେହି ରହିବାକୁ ଚାହୁଁନାହାନ୍ତି। ଭାଜପାରୁ ବାହାରିବା ପରେ ଚିହ୍ନା ଚେହେରା ଦେଖି ଭଲ ଲାଗୁଛି। ଦୀର୍ଘ ୪...

ରାଜ୍ୟପାଳଙ୍କୁ ଭେଟିବେ ଶିବସେନା, ଏନ୍‌ସିପି, କଂଗ୍ରେସ

ମୁମ୍ବାଇ,୧୫।୧୧: ମହାରାଷ୍ଟ୍ରରେ ସରକାର ଗଠନ କରିବାକୁ ନେଇ ଏବେବି ଅନିଶ୍ଚିତତା ଲାଗି ରହିଛି। ତେବେ ମହାରାଷ୍ଟ୍ର ରାଜ୍ୟପାଳ ଶନିବାର ଅପରାହ୍ନ ୩ଟାରେ ଶିବସେନା, ଏନ୍‌ସିପି ଓ...

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୧।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାର ୯୫୪ ଜଣ ନୂଆ...

ପରଲୋକରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୩।୧୧: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ସତୀଶ ପ୍ରସାଦ ସିଂହଙ୍କ ନୂଆଦିଲ୍ଲୀରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା। ଗତ କିଛି ଦିନ...

ବ୍ଲାକ୍‌ ଫଙ୍ଗସ୍‌ ଔଷଧ ଟିକସ ମୁକ୍ତ

ନୂଆଦିଲ୍ଲୀ, ୧୨।୬: ବ୍ଲାକ୍‌ ଫଙ୍ଗସ୍‌ ଔଷଧକୁ ସରକାର ଟିକସ ମୁକ୍ତ କରିଛନ୍ତି। ଶନିବାର ଜିଏସ୍‌ଟି କାଉନସିଲ ବୈଠକ ପରେ ରେମ୍‌ଡେସିଭିର ଭଳି କୋଭିଡ୍‌-୧୯ ଔଷଧ ଏବଂ...

Advertisement
Archives

Model This Week